• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଳିଙ୍ଗ ଷ୍ଟାଡ଼ିୟମରେ ରାଜ୍ୟ ଯୁବ ମହୋତ୍ସବ-୨୦୨୫ ଉଦ୍‌ଯାପିତ

FNN WEB by FNN WEB
December 26, 2025
in ଓଡ଼ିଶା, ମୁଖ୍ୟ ଖବର
0
କଳିଙ୍ଗ ଷ୍ଟାଡ଼ିୟମରେ ରାଜ୍ୟ ଯୁବ ମହୋତ୍ସବ-୨୦୨୫ ଉଦ୍‌ଯାପିତ
0
SHARES
9
VIEWS

ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ିଙ୍କ ପ୍ରତିଭା ଓ ଉତ୍ସାହର ପ୍ରତୀକ ସାଜିଥିବା ‘ରାଜ୍ୟ ଯୁବ ମହୋତ୍ସବ-୨୦୨୫’ ଆଜି କଳିଙ୍ଗ ଷ୍ଟାଡିୟମଠାରେ ସଫଳତାର ସହ ସମାପ୍ତ ହୋଇଛି। ଗତ ୨୪ ଡିସେମ୍ବରରୁ ଆରମ୍ଭ ହୋଇଥିବା ଏହି ତିନି ଦିନିଆ ମହୋତ୍ସବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଯୁବ ପ୍ରତିଭାମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ରାଜ୍ୟ ଯୁବ ମହୋତ୍ସବର ବିଜୟୀ ପ୍ରତିଭାମାନେ ଆଗାମୀ ଦିନରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା “ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ” ରେ ଓଡ଼ିଶାର ପ୍ରତିନିଧିତ୍ବ କରିବେ।

ମିଳିଥିବା ସୂଚନା ଅନୁଯାୟୀ କବିତା ଲିଖନରେ ୩ଜଣ, ବିଜ୍ଞାନ ମେଳାରେ ୩ ଟି ଦଳ , ବକ୍ତୃତାରେ ୩ ଜଣ, ଗଳ୍ପ ଲିଖନରେ ୩ଜଣ, ଚିତ୍ରାଙ୍କନରେ ୩ଜଣ ଏବଂ ଯୁବ ପ୍ରତିଭା ବିଜୟୀ ଭାବେ ଚୟନିତ ହୋଇଛନ୍ତି। ଲୋକସଂଗୀତ ପାଇଁ ୩ଟି ଏବଂ ଲୋକନୃତ୍ୟ ପାଇଁ ୩ଟି ସାଂସ୍କୃତିକ ଦଳକୁ ଚୟନିତ କରାଯାଇଛି। ଆଜିର ଉଦ୍‌ଯାପନୀ ସମାରୋହରେ ପର୍ଯ୍ୟଟନ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ବଲୱନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, “ଆଜିର ଯୁବପିଢ଼ି ହିଁ ଆଗାମୀ କାଲିର ଭବିଷ୍ୟତ। ଯୁବପିଢ଼ି ହେଉଛନ୍ତି ବିକଶିତ ଓଡ଼ିଶା ନିର୍ମାଣର ମୂଳଦୁଆ। ରାଜ୍ୟ ଯୁବ ମହୋତ୍ସବର କୃତୀ ପ୍ରତିଭାମାନେ ନିଶ୍ଚିତ ରୂପେ ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିବେ ବୋଲି ମୁଁ ଆଶା କରୁଛି। “

ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଶ୍ରୀ କାଳୀ ପ୍ରସନ୍ନ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଯୁବକମାନଙ୍କ ମଧ୍ୟରେ ଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବାରେ ରାଜ୍ୟ ଯୁବ ମହୋତ୍ସବ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି ବୋଲି ମତପ୍ରକାଶ କରିଥିଲେ। ଆଜିର ଉଦଯାପନୀ ସମାରୋହରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, କ୍ରୀଡ଼ା ନିର୍ଦ୍ଦେଶକ ଡ଼ା. ୟେଦୁଲା ବିଜୟ, ଅତିରିକ୍ତ ଶାସନ ସଚିବ ଶ୍ରୀ ବିଜୟ କୁମାର ସ୍ୱାଇଁ ଏବଂ ଶ୍ରୀ ଅଶୋକ କୁମାର ପଣ୍ଡାଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ରାଜ୍ୟ ଯୁବ ମହୋତ୍ସବରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରିଥିଲେ।

Previous Post

ସାନ୍ତାଳୀ ଭାଷାରେ ସମ୍ବିଧାନ ଲୋକାର୍ପଣ କଲେ ରାଷ୍ଟ୍ରପତି

Next Post

ଜ୍ୟୋତ୍ସ୍ନା ଶବର ପାଇଲେ ରାଷ୍ଟ୍ରୀୟ ବାଲ୍‍ ପୁରସ୍କାର

FNN WEB

FNN WEB

Next Post
ଜ୍ୟୋତ୍ସ୍ନା ଶବର ପାଇଲେ ରାଷ୍ଟ୍ରୀୟ ବାଲ୍‍ ପୁରସ୍କାର

ଜ୍ୟୋତ୍ସ୍ନା ଶବର ପାଇଲେ ରାଷ୍ଟ୍ରୀୟ ବାଲ୍‍ ପୁରସ୍କାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.