• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଖାରବେଳ ଭବନରେ କ୍ୟାଣ୍ଟିନ ‘ସୃଜନ’ ଉଦଘାଟିତ

FNN WEB by FNN WEB
December 26, 2025
in ଓଡ଼ିଶା, ମୁଖ୍ୟ ଖବର
0
ଖାରବେଳ ଭବନରେ କ୍ୟାଣ୍ଟିନ ‘ସୃଜନ’ ଉଦଘାଟିତ
0
SHARES
11
VIEWS

ଭୁବନେଶ୍ୱର, : ଆଜି ଖାରବେଳଭବନର ପ୍ରଥମ ମହଲାରେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ଏକ କ୍ୟାଣ୍ଟିନ ‘ସୃଜନ’ ଲୋକାର୍ପିତ ହୋଇଛି । ଆଇଆରସିଟିସି ଦ୍ୱାରା ପରିଚାଳିତ ଏହି କ୍ୟାଣ୍ଟିନକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଡକ୍ଟର ମହାପାତ୍ର କହିଛନ୍ତି ଯେ ଏଠାରେ କାର୍ଯ୍ୟ କରୁଥିବା ବିଭାଗଗୁଡିକର ପ୍ରାୟ ସାତଶହରୁ ଅଧିକ କର୍ମଚାରୀ ଉପକୃତ ହୋଇପାରିବେ । ଏତଦ୍‍ବ୍ୟତିତ ବିଭିନ୍ନ ସମୟରେ ଖାରବେଳଭବନକୁ ବିଭିନ୍ନ କାର୍ଯ୍ୟପାଇଁ ଆସୁଥିବା ଲୋକେ ମଧ୍ୟ ଉପକୃତ ହୋଇପାରିବେ । କାରଣ ଏହାର ଆଖପାଖରେ ବିଶେଷ କିଛି ସୁବିଧା ନାହିଁ । ଏଠାରେ ବିମାନ ଓ ରେଳ ଟିକଟ ସୁବିଧାରେ ଉପଳବ୍ଧ କରାଯାଇଛି ଏବଂ ପର୍ଯ୍ୟଟନପାଇଁ ମଧ୍ୟ ପରାମର୍ଶ ଦିଆଯିବାର ବ୍ୟବସ୍ଥା ରହିଛି । ଏହି କ୍ୟାଣ୍ଟିନରେ ଖାଦ୍ୟର ଗୁଣବତ୍ତା, ପରିଷ୍କାର ପରିଚ୍ଛନ୍ନତା ବଜାୟ ରହିବ ବୋଲି ମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ କହିଛନ୍ତି ଯେ ଏହି କ୍ୟାଣ୍ଟିନ ଖାରବେଳଭବନରେ କାର୍ଯ୍ୟ କରୁଥିବା ସମସ୍ତ ବିଭାଗ ପାଇଁ ବ୍ୟବସ୍ଥିତ । ଏଠାକାର ବ୍ୟବସ୍ଥା ଆଦି ସମ୍ପର୍କରେ ଶ୍ରୀମତୀ ପାଢୀ ମନ୍ତ୍ରୀ ସୂଚନା ଦେଇଥିଲେ । ପ୍ରକାଶ ଥାଉ କି ଗତ ମାର୍ଚ୍ଚମାସ ୩ତାରିଖ ଦିନ ରାଜ୍ୟ ସରକାର ଗୃହ ଓ ନଗର ଉନ୍ନୟନ ବିଭାଗକୁ ଖାରବେଳଭବନର ପରିଚାଳନା ପାଇଁ ନୋଡାଲ ବିଭାଗ ଭାବେ ଘୋଷଣା କରି ନିର୍ଦ୍ଦେଶନାମା ଜାରି କରିଥିଲେ । ସେହି ଅନୁଯାୟୀ ଏଠାରେ ନିକଟରେ ଏକ କ୍ରେଜ୍‍ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଉଦଘାଟିତ ହୋଇଥିବାବେଳେ ମନ୍ତ୍ରୀ ଡକ୍ଟର ମହାପାତ୍ରଙ୍କ କରକମଳରେ କ୍ୟାଣ୍ଟିନ୍‍ ‘ସୃଜନ’ ଓ ଲାଉଞ୍ଜ ଉଦଘାଟିତ ହୋଇଛି । ଏହି ଅବସରରେ ପୌର ନିର୍ଦ୍ଦେଶକ ଅରିନ୍ଦମ ଡାକୁଆଙ୍କ ସମେତ ସମସ୍ତ ବିଭାଗୀୟ ପଦାଧିକାରୀ ଓ ଭାରତୀୟ ରେଳବାଇ ତରଫରୁ ଦକ୍ଷିଣ କେନ୍ଦ୍ରୀୟ ଜୋନ୍‍ର ଜିଜିଏମ୍‍ ପି ରାଜକୁମାର, ଭୁବନେଶ୍ୱର ଆଞ୍ଚଳିକ ପରିଚାଳକ ଅନୁଜ ଦତ୍ତ, କ୍ୟାଟରିଙ୍ଗ ସର୍ଭିସେସ୍‍ ସେବାର ଡିଜିଏମ୍‍ ବିକ୍ରମ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଜ୍ୟୋତ୍ସ୍ନା ଶବର ପାଇଲେ ରାଷ୍ଟ୍ରୀୟ ବାଲ୍‍ ପୁରସ୍କାର

Next Post

ଗରିବ ଲୋକଙ୍କୁ ସୁରକ୍ଷିତ ଜୀବନ ଦେବା ଆମ ଲକ୍ଷ୍ୟ: ଧର୍ମେନ୍ଦ୍ର

FNN WEB

FNN WEB

Next Post
ଗରିବ ଲୋକଙ୍କୁ ସୁରକ୍ଷିତ ଜୀବନ ଦେବା ଆମ ଲକ୍ଷ୍ୟ: ଧର୍ମେନ୍ଦ୍ର

ଗରିବ ଲୋକଙ୍କୁ ସୁରକ୍ଷିତ ଜୀବନ ଦେବା ଆମ ଲକ୍ଷ୍ୟ: ଧର୍ମେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.