• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ

FNN WEB by FNN WEB
December 29, 2025
in ଓଡ଼ିଶା, ମୁଖ୍ୟ ଖବର
0
ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ
0
SHARES
15
VIEWS

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ ହୋଇଯାଇଛି। ଆଜିର ଏହି ଉଦଘାଟନ ସମାରୋହରେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ, ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି, ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ମାନ୍ୟବର ବିଧାୟକ ମୋହନା, ଶ୍ରୀଯୁକ୍ତ ଜି.ତିରୁପତି ରାଓ ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ। ସମସ୍ତ ଅତିଥି ଗଣ ନିଜ ନିଜ ବକ୍ତବ୍ୟରେ କହିଥିଲେ ମତ୍ସ୍ୟ ଓ ପ୍ରାଣୀସମ୍ପଦର ସମସ୍ତ ଚାଷୀ ମାନଙ୍କୁ କହିଥିଲେ ଯେ ଗଜପତି ଜିଲ୍ଲାରେ ମତ୍ସ୍ୟ ଚାଷ ଭଲ ଉତ୍ପାଦନ କରୁଅଛି । ସେହିପରି ରାଜ୍ୟ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଗୁଡିକରେ ଜନସାଧାରଣ କିପରି ଅଧିକ ଲାଭବାନ ହୋଇପାରିବେ ସେଥିନିମନ୍ତେ ମଧ୍ୟ ଗ୍ରାମ ପଞ୍ଚାୟତ ଠାରୁ ଆରମ୍ଭ କରି ଜିଲ୍ଲା ସ୍ତରୀୟ ପ୍ରଯ୍ୟନ୍ତ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ଜିଲ୍ଲାରେ ମତ୍ସ୍ୟ ଓ ଛେଳି ଚାଷ କରିବା ପାଇଁ ଭଳ ପରିବେଶ ଥିବାରୁ ଜିଲ୍ଲା ବାସୀଙ୍କୁ ମତ୍ସ୍ୟ ଓ ଛେଳି ଚାଷ କରିବା ପାଇଁ ଜନସାଧାରଣଙ୍କୁ ଆହ୍ବାନ କରିଥିଲେ।ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟ ମାନଙ୍କୁ ବିଭିନ୍ନ ଚାଷ କରିବା ପାଇଁ ପ୍ରାଥମିକ ଭାବେ ସୁଯୋଗ ଦିଆଯିବା ସହିତ ଜିଲ୍ଲାର ସମସ୍ତ ଚାଷୀ ମାନଙ୍କୁ ନୁତନ ଜ୍ଞାନକୌଶଳ ମାଧ୍ୟମରେ ମତ୍ସ୍ୟ ଓ ପଶୁପାଳନ କଲେ ଅଧିକ ଲାଭବାନ ହୋଇପାରିବ ବୋଲି ସମସ୍ତ ଅତିଥି ଗଣ କହିଥିଲେ।

ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀନ୍ଦ୍ର ହୋନନାଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡ଼.ରାଜକିଶୋର ସ୍ୱାଇଁ, ଡିନ୍, ସେଞ୍ଚୁରୀୟାନ୍ ବିଶ୍ଵବିଦ୍ୟାଳୟ ପାରଳାଖେମୁଣ୍ଡି ମଞ୍ଚଷିନ ଥିବା ବେଳେ ଡ଼ା.ତୁଷାରେନ୍ଧୁ ନାୟକ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଗଜପତି ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ ଓ ଶ୍ରୀଯୁକ୍ତ ନିରୋଦ ଚନ୍ଦ୍ର ନାୟକ ଜିଲ୍ଲା ମତ୍ସ୍ୟ ଅଧିକାରୀ ଗଜପତି ଧନ୍ୟବାଦ ଅର୍ପଣ କରିଥିଲେ। ଏହି ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଡିସେମ୍ବର ୨୯ ଓ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ମେଳାରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଓ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟକ୍ରମର ପ୍ରଦର୍ଶନୀ ଆୟୋଜିତ ହେବା ସାଙ୍ଗକୁ ଜୀବନ୍ତ ପ୍ରାଣୀ ସମ୍ପଦ ବିକାଶ ସମ୍ବନ୍ଦରେ ଆଲୋଚନା କରଯାଇଥିଲା। ପ୍ରାଣୀ ପାଳନ ଓ ମତ୍ସ୍ୟ ଚାଷୀଙ୍କ ସଫଳ କାହାଣୀ ସହିତ ବିଶେଷଜ୍ଞମାନେ ଉପଯୋଗି ପରାମର୍ଶ ପ୍ରଦାନ କରିଥିଲେ।

ଏହି ଅବସରରେ ଜିଲ୍ଲାର ୬ଜଣ ସଫଳ ଚାଷୀଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଛି। ଏହି ମେଳାରେ ଉଦ୍ୟାନ ବିଭାଗ, ମୃତ୍ତିକା ସଂରକ୍ଷଣ ବିଭାଗ, ପଶୁ ସମ୍ପଦ, ମତ୍ସ୍ୟ ବିଭାଗ, ମିଶନ ଶକ୍ତି, କୃଷି ବିଭାଗ, ସମ୍ମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ଓ ଜିଲ୍ଲା ଶିଳ୍ପ କେନ୍ଦ୍ରର ଇତ୍ୟାଦି ୨୦ ଗୋଟି ବିଭିନ୍ନ ଷ୍ଟଲ୍ ଖୋଲାଯାଇ ଚାଷୀଙ୍କୁ ସଚେତନତା କରଯାଇଛି। ଆଜିର ଏହି କାର୍ଯ୍ୟକ୍ରମରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ ସମେତ ବିଭିନ୍ନ ବ୍ଲକ୍ ର ଚାଷୀ ଭାଇ ଭଉଣୀ,ପ୍ରାଣୀ ଚିକିତ୍ସା ବିଭାଗ ଓ ମତ୍ସ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିବା ମେଳାରେ ଉପସ୍ଥିତ ଥିଲେ |

Previous Post

କଟକ ରାଣୀହାଟ ହାଇସ୍କୁଲ୍‌ ୧୯୭୪ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ

Next Post

ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ହେଉଛି ଓଡ଼ିଆ ଅସ୍ମିତାର ବାର୍ତ୍ତା ବହକ : ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ

FNN WEB

FNN WEB

Next Post
ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ହେଉଛି ଓଡ଼ିଆ ଅସ୍ମିତାର ବାର୍ତ୍ତା ବହକ : ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ

ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ହେଉଛି ଓଡ଼ିଆ ଅସ୍ମିତାର ବାର୍ତ୍ତା ବହକ : ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.