• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ତମାଣ୍ଡୋଠାରେ ଅତ୍ୟାଧୁନିକ ଇନଡୋର ସୁଇମିଂ ପୁଲ୍ ଉଦ୍‌ଘାଟିତ

FNN WEB by FNN WEB
December 29, 2025
in ଓଡ଼ିଶା, ମୁଖ୍ୟ ଖବର
0
ତମାଣ୍ଡୋଠାରେ ଅତ୍ୟାଧୁନିକ ଇନଡୋର ସୁଇମିଂ ପୁଲ୍ ଉଦ୍‌ଘାଟିତ
0
SHARES
7
VIEWS

ଫୁଟବଲ୍ ପଡ଼ିଆ ଓ ସିନ୍ଥେଟିକ ଟ୍ରାକ୍ କାର୍ଯ୍ୟର ସମୀକ୍ଷା କଲେ କ୍ରୀଡ଼ା ମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱର ତମାଣ୍ଡୋ ସ୍ଥିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ (GCPE) ପରିସରରେ ଆଜି ଏକ ନୂତନ ୨୫ ମିଟର ବିଶିଷ୍ଟ ଇନଡୋର ସୁଇମିଂପୁଲର ଶୁଭ ଉଦଘାଟନ ହୋଇଯାଇଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ପୁଲ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ (OBCC) ଦ୍ୱାରା ପ୍ରାୟ ୧୧.୬୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି। ଏହି କାର୍ଯ୍ୟକ୍ରମରେ , ଅତିରିକ୍ତ ଶାସନ ସଚିବ ଶ୍ରୀ ବିଜୟ ସ୍ୱାଇଁ, ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ (ADM) ଶ୍ରୀ ପ୍ରତାପ ବେହୁରା, ଉପ-ସଚିବ ଡ. ସ୍ୱରୂପାନନ୍ଦ ସାହୁ, ଖୋର୍ଦ୍ଧା ଜିଲ୍ଲା କ୍ରୀଡ଼ା ଅଧିକାରୀ (DSO) ଶ୍ରୀମତୀ ଗୀତାଞ୍ଜଳି ପଣ୍ଡା, GCPE ଅଧ୍ୟକ୍ଷ ଶ୍ରୀ ସୁରେଶ ମହାପାତ୍ର ଓ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ବୃନ୍ଦ ତଥା OBCCର କର୍ମକର୍ତ୍ତା ଉପସ୍ଥିତ ଥିଲେ।

ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, ସନ୍ତରଣରେ ଦେଶ ପାଇଁ ସର୍ବାଧିକ ପଦକ ଜିତିବାର ସୁଯୋଗ ରହିଛି। ଏଣୁ ରାଜ୍ୟ ସରକାର ଆଗାମୀ ଦିନରେ ୧୩ଟି ଜିଲ୍ଲାରେ ସୁଇମିଂ ପୁଲ୍ ନିର୍ମାଣ ପାଇଁ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ମହୋଦୟ ଓଡ଼ିଶା ରାଜ୍ୟ ପୋଲିସ ହାଉସିଂ କର୍ପୋରେସନ ଦ୍ୱାରା ନିର୍ମାଣାଧୀନ ଫୁଟବଲ୍ ପଡ଼ିଆ ଓ ସିନ୍ଥେଟିକ ଆଥଲେଟିକ ଟ୍ରାକ୍‌ର ଅଗ୍ରଗତି ସମ୍ପର୍କରେ ମଧ୍ୟ ସମୀକ୍ଷା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ମନ୍ତ୍ରୀ ଶ୍ରୀ ସୂରଜ ଉପସ୍ଥିତ ସମସ୍ତ କ୍ରୀଡ଼ା ପ୍ରତିଭାମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ସଫଳତା ଅର୍ଜନ କରି ରାଜ୍ୟ ପାଇଁ ଗୌରବ ଅର୍ଜନ କରିବା ନିମନ୍ତେ କ୍ରୀଡ଼ାବିତମାନଙ୍କୁ ପ୍ରେରିତ କରିଥିଲେ।

Previous Post

ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ହେଉଛି ଓଡ଼ିଆ ଅସ୍ମିତାର ବାର୍ତ୍ତା ବହକ : ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ

Next Post

କୃଷି ଶିଳ୍ପ ନିଗମ, ରାଜ୍ୟ ବିହନ ନିଗମ ଏବଂ କାଜୁ ଉନ୍ନୟନ ନିଗମ ପକ୍ଷରୁ ଓଡ଼ିଶା ସରକାରଙ୍କୁ ଲାଭାଂଶ ପ୍ରଦାନ

FNN WEB

FNN WEB

Next Post
କୃଷି ଶିଳ୍ପ ନିଗମ, ରାଜ୍ୟ ବିହନ ନିଗମ ଏବଂ କାଜୁ ଉନ୍ନୟନ ନିଗମ ପକ୍ଷରୁ ଓଡ଼ିଶା ସରକାରଙ୍କୁ ଲାଭାଂଶ ପ୍ରଦାନ

କୃଷି ଶିଳ୍ପ ନିଗମ, ରାଜ୍ୟ ବିହନ ନିଗମ ଏବଂ କାଜୁ ଉନ୍ନୟନ ନିଗମ ପକ୍ଷରୁ ଓଡ଼ିଶା ସରକାରଙ୍କୁ ଲାଭାଂଶ ପ୍ରଦାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.