• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

FNN WEB by FNN WEB
December 31, 2025
in ଓଡ଼ିଶା, ମୁଖ୍ୟ ଖବର
0
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ
0
SHARES
5
VIEWS

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆବର୍ଷ ପାଇଁ ଯେଉଁ କ୍ୟାଲେଣ୍ଡର ଛପାଯାଇଛି ସେଥିରେ ଏହି ତ୍ରୁଟି ପରିଲକ୍ଷିତ ହୋଇଛି। ଟେବୁଲ କ୍ୟାଲେଣ୍ଡର, ୱାଲ କ୍ୟାଲେଣ୍ଡର ଓ ଡାଏରୀରେ ସମାନ ଚିତ୍ର ଦେଖାଯାଇଛି। ପଟ୍ଟଚିତ୍ରରେ ଅଙ୍କା ଯାଇଥିବା ଚିତ୍ରକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବୁଦ୍ଧିଜୀବୀ। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟର ଫଟୋରେ ମଧ୍ୟ ତ୍ରୁଟି ଦେଖାଯାଇଛି। ପ୍ରଥମେ ଦେବୀ ସୁଭଦ୍ରା, ପରେ ଶ୍ରୀଜଗନ୍ନାଥ ଓ ଶେଷରେ ଶ୍ରୀବଳଭଦ୍ରଙ୍କ ରଥଟଣା ଚିତ୍ର ରହିଛି। ଏହାକୁ ତୁରନ୍ତ ହଟାଇବାକୁ ଦାବି ହୋଇଛି।

Previous Post

ମାର୍ଚ୍ଚ ୩୧ ଯାଏଁ ବଢିଲା ପଲ୍ୟୁସନ୍ ସାର୍ଟିଫିକେଟ୍ ଅବଧି

Next Post

ବରଗଡ ଜିଲ୍ଲା ଘେଁସ ଠାରେ ଶହୀଦ ମାଧୋ ସିଂଙ୍କ ବଳିଦାନ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ବରଗଡ ଜିଲ୍ଲା ଘେଁସ ଠାରେ ଶହୀଦ ମାଧୋ ସିଂଙ୍କ ବଳିଦାନ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବରଗଡ ଜିଲ୍ଲା ଘେଁସ ଠାରେ ଶହୀଦ ମାଧୋ ସିଂଙ୍କ ବଳିଦାନ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.