• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ

FNN WEB by FNN WEB
January 3, 2026
in ଓଡ଼ିଶା, ମୁଖ୍ୟ ଖବର
0
ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ
0
SHARES
5
VIEWS

ଭୁବନେଶ୍ୱର : ଏସିଆ ମହାଦେଶର ସର୍ବବୃହତ୍‌ କ୍ଷାରୀୟ ହ୍ରଦ ତଥା ରାମସାର ସାଇଟ ଭାବେ ସାରା ବିଶ୍ୱରେ ପରିଚିତ ଥିବା ଚିଲିକା ହ୍ରଦର ଜୈବ ବିବିଧତାର ସୁରକ୍ଷା ଏବଂ ପାରିପାଶ୍ୱର୍କ ଅଞ୍ଚଳର ବିକାଶ ନେଇ ଏକ ଆଲୋଚନା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ଚିଲିକାର ବିକାଶ ନେଇ ଅନୁଷ୍ଠିତ ବୈଠକରେ ଯୋଗଦେଇ ମନ୍ତ୍ରୀ କହିଲେ ଯେ ଚିଲିକାର ମୁହାଣ ପୋତି ହେବା କାରଣରୁ ଚିଲିକାର ପାଣି ସମୁଦ୍ରକୁ ଠିକ୍‌ ଭାବେ ଯାଇପାରୁ ନଥିବା ବେଳେ ସମୁଦ୍ର ପାଣି ମଧ୍ୟ ଏହା ମଧ୍ୟକୁ ପ୍ରବେଶ କରିପାରୁ ନାହିଁ । ଫଳରେ ଚିଲିକା ଜଳର କ୍ଷାରୀୟତା ନଷ୍ଟ ହେଉଥିବା ବେଳେ ଜୈବ ବିବିଧତା ସନ୍ତୁଳନ ଠିକ୍‌ ରହୁନାହିଁ ।

ଏଥିଯୋଗୁଁ ବିଭିନ୍ନ ପ୍ରକାର ମାଛ ଏବଂ ସାମୁଦି୍ରକ ଜୀବ ସଂଖ୍ୟାର ଅନେକ ଫରକ ପରିଲକ୍ଷିତ ହେଉଛି । ତେଣୁ ଓଡ଼ିଶାର ଗର୍ବର ପ୍ରତୀକ ଚିଲିକା ହ୍ରଦର ପୁନରୁଦ୍ଧାର ଦିଗରେ କାର୍ଯ୍ୟ ଆରମ୍ଭ କରିବା ସହ ତୁରନ୍ତ ସବିଶେଷ ବୈଜ୍ଞାନିକ ତଥ୍ୟ ସଂଗ୍ରହ ସହ ଡିପିଆର ପ୍ରସ୍ତୁତ ଉପରେ ବିଭାଗୀୟ ଅଧିକାରୀ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଏବଂ ଆଇଆଇଟି ଚେନ୍ନାଇଙ୍କୁ ପରାମର୍ଶ ଦେଇଥିଲେ ।

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଏବଂ ଆଇଆଇଟି ଚେନ୍ନାଇର ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ଚିଲିକାର ଅବରୋଧ ହୋଇଥିବା ମୁହାଣ ଖନନ, ଏହାର କ୍ଷାରୀୟତା ବଜାୟ ରଖିବା, ପଙ୍କ ଉଦ୍ଧାର କରି ଜଳଧାରା କ୍ଷମତା ବୃଦ୍ଧି କରିବା, ଜୈବ ବିବିଧତାର ସୁରକ୍ଷା, ପାରିପାଶ୍ୱର୍କ ଅଞ୍ଚଳର ବିକାଶ ଓ ଚିଲିକା ଉପରେ ନିର୍ଭର କରି ଜୀବିକା ନିର୍ବାହ କରୁଥିବା ଅଧିବାସୀଙ୍କ ସ୍ୱାର୍ଥରକ୍ଷା ଉପରେ ଆଲୋଚନା ହୋଇଥିଲା । ଆଜିର ବୈଠକ ପରେ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀଙ୍କୁ ଏଥିନେଇ ସ୍ପଷ୍ଟ ସୂଚନା ଦିଆଯିବା ସହ ଆଗାମୀ କାର୍ଯ୍ୟପନ୍ଥା ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି ।

ଏହି ବୈଠକରେ ସାଂସଦ ଡା. ସମ୍ବିତ୍‌ ପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ଆଇ.ଆଇ.ଟି ଚେନ୍ନାଇ ପ୍ରଫେସର ଡ. ନୀଳାଞ୍ଜନ ସାହା, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀ ୟୋଗାଜୟ ନନ୍ଦ ଏବଂ ଚିଲିକା ଡିଏଫଓ ଅମ୍ଳାନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଦେବଗିରି ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ

Next Post

ଜାତୀୟ ଯୁବ ଦିବସରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ହେବ “ବନ୍ଦେ ମାତରମ୍” ସାମୂହିକ ଗାନ

FNN WEB

FNN WEB

Next Post
ଜାତୀୟ ଯୁବ ଦିବସରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ହେବ “ବନ୍ଦେ ମାତରମ୍” ସାମୂହିକ ଗାନ

ଜାତୀୟ ଯୁବ ଦିବସରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ହେବ "ବନ୍ଦେ ମାତରମ୍" ସାମୂହିକ ଗାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.