• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଓଡ଼ିଶାରେ ୧୭ଟି ଲୋକସଭା ଆସନ ଜିତିବୁ, ରାଜ୍ୟରେ ସରକାର ଗଢିବୁ : ଅମିତ ଶାହା

FNN WEB by FNN WEB
May 13, 2024
in ଜାତୀୟ, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶାରେ ୧୭ଟି ଲୋକସଭା ଆସନ ଜିତିବୁ, ରାଜ୍ୟରେ ସରକାର ଗଢିବୁ : ଅମିତ ଶାହା
0
SHARES
4
VIEWS

ନୂଆଦିଲ୍ଲୀ: ଓଡ଼ିଶା ସଂପର୍କରେ ଏକ ଗୁରତ୍ବପୂର୍ଣ୍ଣ ବୟାନ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହା । ସେ କହିଛନ୍ତି ଯେ ଓଡ଼ିଶାରେ ବିଜେପି ୧୭ଟି ଲୋକସଭା ଆସନ ଜିତିବ ଓ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଢିବ ।

ଏନଡିଟିଭିକୁ ଏକ ସାକ୍ଷାତକାର ଦେଇ ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଓଡ଼ିଶାରେ ଆମେ ସରକାର ଗଢ଼ିବାକୁ ଯାଉଛୁ। ଓଡ଼ିଶାରେ ଆମେ ୧୭ଟି ଲୋକସଭା ଆସନ ଜିତିବୁ । ଏହା ସହିତ ଓଡ଼ିଶାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରିବୁ। ଖରାପ ଶାସନ ଯୋଗୁଁ ଓଡ଼ିଶାବାସୀ ହଇରାଣ ହେଉଛନ୍ତି। ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠାନର କାର୍ଯ୍ୟକ୍ରମକୁ ଲୋକଙ୍କୁ ଯିବାକୁ ବାରଣ କରାଯାଉଛି। ତେଣୁ ଏଥର ପରିବର୍ତ୍ତନ ଆଣିବାକୁ ପଡ଼ିବ ବୋଲି ଓଡ଼ିଶାବାସୀ ମନ ସ୍ଥିର କରିଛନ୍ତି। ଏଠାରେ ଆମର ପ୍ରଦର୍ଶନ ବହୁତ ଭଲ ରହିବ। ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ବିଜେପିରୁ ହେବେ ।

ସୂଚନାଯୋଗ୍ୟ ଯେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଏଥର ପୂର୍ବଭାରତରେ ଆଶ୍ଚର୍ଯ୍ୟଜନକ ଫଳାଫଳ କରିବ ବିଜେପି । ଓଡ଼ିଶା, ବିହାର, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶରେ ଭଲ ପ୍ରଦର୍ଶନ କରିବ ବିଜେପି ।

Previous Post

ସିବିଏସଇ ୧୦ମ ଫଳାଫଳ ପ୍ରକାଶିତ, ୯୩.୬% ପାସ୍, ଜାରି ହେଲା ନାହିଁ ଟପର ତାଲିକା

Next Post

ଟାଇମ୍‍ସ ହାୟର ଏଜୁକେସନ୍‍ ୟଙ୍ଗ୍‍ ୟୁନିଭରସିଟି ର‌୍ୟାଙ୍କିଙ୍ଗ୍‍ବିଶ୍ୱ ର‌୍ୟାଙ୍କ ୧୬୮ ସହ କିଟ୍‍ ୧୧ତମ ଶ୍ରେଷ୍ଠ ଭାରତୀୟ ବିଶ୍ୱବିଦ୍ୟାଳୟ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.