• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅଚ୍ୟୁତ ସାମନ୍ତ ଭାରତୀୟ ଭଲିବଲ୍‍ ସଂଘ ମୁଖ୍ୟ ପୃଷ୍ଠପୋଷକ

FNN WEB by FNN WEB
January 5, 2026
in ଓଡ଼ିଶା, ମୁଖ୍ୟ ଖବର
0
ଅଚ୍ୟୁତ ସାମନ୍ତ ଭାରତୀୟ ଭଲିବଲ୍‍ ସଂଘ ମୁଖ୍ୟ ପୃଷ୍ଠପୋଷକ
0
SHARES
8
VIEWS

ଭୁବନେଶ୍ୱର: ବାରାଣସୀରେ ୭୨ତମ ବରିଷ୍ଠ ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ୨୦୨୬କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଉଦ୍‍ଘାଟନ କରିଥିଲେ। ଏହି ଅବସରରେ ସୋମବାର ଭାରତୀୟ ଭଲିବଲ୍‍ ସଂଘ (ଭିଏଫ୍‍ଆଇ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦେଶର ସବୁ ରାଜ୍ୟରେ ଥିବା ଭଳିବଲ୍‍ ସଂଘର ସଭାପତି, ସମ୍ପାଦକ ଓ ଅନ୍ୟାନ ସଦସ୍ୟମାନେ ଉପସ୍ଥିତ ଥିଲେ। ଏଥିରେ ସର୍ବସମ୍ମତି କ୍ରମେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଭିଏଫ୍‍ ଆଇର ମୁଖ୍ୟ ପୃଷ୍ଠପୋଷକ ମନୋନୀତ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଭଲିବଲ୍‍ ସଂଘର ସଭାପତି ଅଚ୍ୟୁତ ସାମନ୍ତ ଓ ସମ୍ପାଦକ ଡ ଗଗନେନ୍ଦୁ ଦାଶ ନିମନ୍ତ୍ରଣ ପାଇଥିଲେ। କିନ୍ତୁ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ଏହି କାର୍ଯ୍ୟକ୍ରମରେ ସେମାନେ ଯୋଗଦେଇ ପାରିନଥିଲେ। ତେବେ ଭିଏଫ୍‍ଆଇର ସଭାପତି ଓ ସମ୍ପାଦକ ଶ୍ରୀ ସାମନ୍ତଙ୍କୁ ଟେଲିଫୋନ୍‍ ଯୋଗେ ଯୋଗାଯୋଗ କରିଥିଲେ। ଶ୍ରୀ ସାମନ୍ତଙ୍କ ସମ୍ମତି ପରେ ସଂଘ ପକ୍ଷରୁ ତାଙ୍କୁ ମୁଖ୍ୟ ପୃଷ୍ଠପୋଷକ ମନୋନୀତ କରାଯାଇଥିଲା। କ୍ରୀଡ଼ା କ୍ଷେତ୍ରକୁ ବ୍ୟାପକ ଅବଦାନ ବିଶେଷ କରି ଭଲିବଲ୍‍ କ୍ଷେତ୍ରରେ ଯୋଗଦାନ ପାଇଁ ତାଙ୍କୁ ମୁଖ୍ୟ ପୃଷ୍ଠପୋଷକ ଭାବେ ମନୋନୀତ କରାଯାଇଛି । ଆସନ୍ତା ୪ବର୍ଷ ପାଇଁ ଶ୍ରୀ ସାମନ୍ତ ମୁଖ୍ୟ ପୃଷ୍ଠପୋଷକ ରହିବେ। ଏହି ପରିପ୍ରେକ୍ଷୀରେ ଜାତୀୟ ଯୁବ ଭଲିବଲ୍‍ ଚାମ୍ପିୟନ୍‍ସିପ୍‍ କିଟ୍‍ରେ ଆୟୋଜନ କରାଯିବା ନେଇ ଏହି ବୈଠକରେ ଅନୁମୋଦନ କରାଯାଇଥିଲା। ଏହି ଅବସରରେ ଅନ୍ତର୍ଜାତୀୟ ଭଲିବଲ୍‍ ସଂଘ (ଏଫ୍‍ଆଇଭିବି) ପକ୍ଷରୁ ଗ୍ରାଣ୍ଡ କ୍ରସ୍‍ ପୁରସ୍କାର ପ୍ରଦାନ କରାଯାଇଥିବାରୁ ଓ ଏଫଆଇଭିବି ଭଲିବଲ୍‍ ଫାଉଣ୍ଡେସନ୍‍ କାଉନ୍‍ସିଲ୍‍ ସଦସ୍ୟ ହୋଇଥିବାରୁ ଭିଏଫ୍‍ଆଇ, ଏଫ୍‍ଆଇଭିବିକୁ ଧନ୍ୟବାଦ ଜଣାଇବା ସହ ଶ୍ରୀ ସାମନ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ।

ଏଥିପାଇଁ ଶ୍ରୀ ସାମନ୍ତ ଭିଏଫ୍‍ଆଇର ସଭାପତି ବୀରେନ୍ଦ୍ର କନୱାର ଓ ସାଧାରଣ ସମ୍ପାଦକ ରାମାନନ୍ଦ ଚୌଧୁରୀ ତଥା ଭିଏଫ୍‍ଆଇର ସମସ୍ତ ସଦସ୍ୟଙ୍କୁ କୃତଜ୍ଞତା ଜଣାଇବା ସହ ଓଡ଼ିଶା ଭଲିବଲ୍‍ ସଂଘକୁ ମଧ୍ୟ ଶ୍ରୀ ସାମନ୍ତ ଧନ୍ୟବାଦ ଜଣାଇଛନ୍ତି। ଶ୍ରୀ ସାମନ୍ତ ପୂର୍ବରୁ ୨୦୨୦ରୁ ୨୪ ପର୍ଯ୍ୟନ୍ତ ଭାରତୀୟ ଭଲିବଲ୍‍ ସଂଘର ସଭାପତି ଭାବେ କାର୍ଯ୍ୟ କରିଥିଲେ। ଦୀର୍ଘ ଦିନ ଧରି ଭଲିବଲ୍‍ର ବିକାଶ ଦିଗରେ କାର୍ଯ୍ୟ କରିଆସୁଥିବାରୁ ଭିଏଫ୍‍ଆଇ ପକ୍ଷରୁ ଶ୍ରୀ ସାମନ୍ତଙ୍କ କାର୍ଯ୍ୟକୁ ଉଚିତ ସମ୍ମାନ ଜଣାଇ ତାଙ୍କୁ ଭିଏଫ୍‍ଆଇ ମୁଖ୍ୟ ପୃଷ୍ଠପୋଷକ ଭାବେ ମନୋନୀତ କରିଛନ୍ତି ବୋଲି ଶ୍ରୀ ସାମନ୍ତ କହିଛନ୍ତି। ଆଗାମୀ ଦିନରେ ଓଡ଼ିଶା ତଥା ଭାରତରେ ଭଲିବଲ୍‍ର ବିକାଶ ଦିଗରେ ଆହୁରି କାମ କରିବେ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି।

Previous Post

୯ରୁ କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ୨୦୨୬

Next Post

ଶାସନ ବ୍ୟବସ୍ଥା ଆଜି ସାଧାରଣ ଲୋକଙ୍କ ଦୁଆରମୁହଁରେ ପହଞ୍ଚିପାରିଛି

FNN WEB

FNN WEB

Next Post
ଶାସନ ବ୍ୟବସ୍ଥା ଆଜି ସାଧାରଣ ଲୋକଙ୍କ ଦୁଆରମୁହଁରେ ପହଞ୍ଚିପାରିଛି

ଶାସନ ବ୍ୟବସ୍ଥା ଆଜି ସାଧାରଣ ଲୋକଙ୍କ ଦୁଆରମୁହଁରେ ପହଞ୍ଚିପାରିଛି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.