• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସର୍ବ ଭାରତ ବୃହତ୍ ବନ୍ଦର ସାଂସ୍କୃତିକ ପ୍ରତିଯୋଗିତା ଉଦ୍ଘାଟିତ

FNN WEB by FNN WEB
January 9, 2026
in ଓଡ଼ିଶା, ମୁଖ୍ୟ ଖବର
0
ସର୍ବ ଭାରତ ବୃହତ୍ ବନ୍ଦର ସାଂସ୍କୃତିକ ପ୍ରତିଯୋଗିତା ଉଦ୍ଘାଟିତ
0
SHARES
5
VIEWS

ପାରାଦୀପ: ପାରାଦୀପ ବନ୍ଦର ଓ ବୃହତ୍ ବନ୍ଦର କ୍ରୀଡ଼ା ନିୟନ୍ତ୍ରଣ ବୋର୍ଡର ମିଳିତ ଆନୁକୁଲ୍ୟରେ ଆୟୋଜିତ ୨୫ତମ ବୃହତ୍ ବନ୍ଦର ସାଂସ୍କୃତିକ ପ୍ରତିଯୋଗିତା ୨୦୨୫-୨୬ ଜାନୁଆରୀ ୮ତାରିଖ ଦିନ ଅପରାହ୍ନରେ ପାରାଦୀପର ବାଣୀପୀଠ ଜୟଦେବ ସଦନ ଠାରେ ଉଦ୍ଘାଟିତ ହୋଇଯାଇଛି । ଗୋପବନ୍ଧୁ କ୍ରୀଡ଼ା ସଂସଦର ସଭାପତି ତଥା ପାରାଦୀପ ବନ୍ଦରର ମୁଖ୍ୟ ଯନ୍ତ୍ରୀ ଇଞ୍ଜିନିୟର ହିମାଂଶୁ ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବନ୍ଦର ଅଧ୍ୟକ୍ଷ ପି ଏଲ ହରନାଧ ସମାରୋହକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ସଂସ୍କୃତି ମାନବ ଆତ୍ମାର ଆଭ୍ୟନ୍ତରୀଣ ସୁନ୍ଦରତା କୁ ପ୍ରତିଫଳିତ କରେ ଏବଂ ଏକତା ଓ ସଦ୍ଭାବନାକୁ ପ୍ରୋତ୍ସାହିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ । ସେ କହିଥିଲେ ଯେ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ଶାସ୍ତ୍ରୀୟ ଓଡ଼ିଶୀ ନୃତ୍ୟ ଏବଂ କଳାତ୍ମକ ଉତ୍କର୍ଷତା ପାଇଁ ପ୍ରସିଧ ଓଡ଼ିଶା ରାଜ୍ୟରେ ସାଂସ୍କୃତିକ ସମାରୋହର ୨୫ତମ ସଂସ୍କରଣ ଆୟୋଜନ କରିବା ପାରାଦୀପ ବନ୍ଦର ପାଇଁ ଗର୍ବର ବିଷୟ । ବିଭିନ୍ନ ବନ୍ଦରରୁ ଆସିଥିବା ୨୦୦ରୁ ଅଧିକ ପ୍ରତିଯୋଗୀ ମାନଙ୍କର ପାରାଦୀପରେ ରହଣି ସୁଖମୟ ହେବା ବୋଲି ଆଶା କରିଥିଲେ । ସଂସଦର କାର୍ଯ୍ୟକାରୀ ସଭାପତି ଡକ୍ଟର ଦୁର୍ଗା ପ୍ରସାଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ବନ୍ଦରର ବିଭାଗ ମୁଖ୍ୟ ମାନେ ତଥା ବରିଷ୍ଠ ଅଧିକାରୀ ଓ କର୍ମଚାରୀ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ । ଏହି ପ୍ରତିଯୋଗିତାରେ ଆୟୋଜକ ପାରାଦୀପ ବନ୍ଦର ସମେତ ଭାରତର ୯ ଗୋଟି ବୃହତ୍ ବନ୍ଦର ଅଂଶ ଗ୍ରହଣ କରୁଛନ୍ତି । ୪ ଦିନ ଧରି ଆୟୋଜିତ ହେବାକୁ ଯାଉଥିବା ଏହି ପ୍ରତିଯୋଗିତାର ପ୍ରଥମ ଦିନ ମୁମ୍ବାଇ ଓ ବିଶାଖାପାଟଣା ବନ୍ଦର ସେମାନଙ୍କର କଳା ନୈପୁଣ୍ୟ ପ୍ରଦର୍ଶନ କରିଥିଲେ ଯେଉଁଥିରେ ନିଜ ନିଜ ରାଜ୍ୟର ସଂସ୍କୃତିର ଝଲକ ଦେଖିବାକୁ ମିଳିଥିଲା । ଭାଷାର ବିଭିନ୍ନତା ଥାଇ ମଧ୍ୟ କଳାକାର ମାନଙ୍କର ପ୍ରଦର୍ଶନ ଉପସ୍ଥିତ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଥିଲା । ପରିଶେଷରେ ସଂସଦର ସମ୍ପାଦକ ଧୂନ ଚନ୍ଦ୍ର ତରାଇ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Previous Post

ଏସ୍‌ଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟରେ ୪ର୍ଥ ବାର୍ଷିକ ଉତ୍ସବ ପାଳିତ

Next Post

PUCCକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ: ଲୋକଙ୍କ ହଇରାଣ ଓ ହରକତକୁ ଦେଖି ଚିନ୍ତା ପ୍ରକଟ କଲେ

FNN WEB

FNN WEB

Next Post
ରାଜ୍ୟରେ ସାମାଜିକ ବିଶୃଙ୍ଖଳା ନେଇ ନବୀନଙ୍କ ଉଦବେଗ

PUCCକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ: ଲୋକଙ୍କ ହଇରାଣ ଓ ହରକତକୁ ଦେଖି ଚିନ୍ତା ପ୍ରକଟ କଲେ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.