• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

PUCCକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ: ଲୋକଙ୍କ ହଇରାଣ ଓ ହରକତକୁ ଦେଖି ଚିନ୍ତା ପ୍ରକଟ କଲେ

FNN WEB by FNN WEB
January 9, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ସାମାଜିକ ବିଶୃଙ୍ଖଳା ନେଇ ନବୀନଙ୍କ ଉଦବେଗ
0
SHARES
9
VIEWS

ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର (PUCC)କୁ ନେଇ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ପ୍ରଦୂଷଣ ସାର୍ଟିଫିକେଟ୍‌ (ପିୟୁସିସି) କାର୍ଯ୍ୟକାରୀ କରିବାରେ ବିଜେପି ସରକାର ବିଫଳ। ଟ୍ଵିଟ୍ କରି ପରିବହନ ବିଭାଗର ଦୂରଦୃଷ୍ଟି ଅଭାବ ଓ ଅକ୍ଷମତା ନେଇ କଟୁ ସମାଲୋଚନା କରିବା ସହ ଲୋକଙ୍କ ହଇରାଣ ଓ ହରକତକୁ ଦେଖି ଚିନ୍ତା ପ୍ରକଟ କରିଛନ୍ତି ନବୀନ । ସେ କହିଛନ୍ତି, ରାଜ୍ୟ ସରକାରଙ୍କ ଦ୍ବାରା ଚାଲିଥିବା PUCC ପ୍ରକ୍ରିୟାରେ ଘୋର ଅବ୍ୟବସ୍ଥା ଦେଖାଦେଇଛି।

ନବୀନ ଲେଖିଛନ୍ତି ଯେ, ଓଡ଼ିଶାରେ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUC) କାର୍ଯ୍ୟକାରୀ କରିବା କ୍ଷେତ୍ରରେ ବିଜେପି ସରକାରଙ୍କ ପରିଚାଳନା ଅତ୍ୟନ୍ତ ଅବ୍ୟବସ୍ଥିତ ଏବଂ ବାରମ୍ବାର ନିୟମ ପରିବର୍ତ୍ତନ ଓଡ଼ିଶାର ସାଧାରଣ ଜନତାଙ୍କ ପାଇଁ ଅକଥନୀୟ କଷ୍ଟ ଓ ଅସୁବିଧା ସୃଷ୍ଟି କରିଛି। ଜାନୁଆରୀ ୧, ୨୦୨୬ ରୁ ‘ନୋ ପିୟୁସି, ନୋ ଫ୍ୟୁଏଲ୍’ ନିୟମର ହଠାତ୍ ଘୋଷଣା ପରେ ସାରା ରାଜ୍ୟରେ ଥିବା ଟେଷ୍ଟିଂ ସେଣ୍ଟରଗୁଡ଼ିକରେ ପ୍ରବଳ ଭିଡ଼ ଜମିବା ସହ ଲୋକମାନେ ହଇରାଣ ହେଉଥିବା ଦେଖାଦେଇଥିଲା। ବିଜେପି ସରକାର ପର୍ଯ୍ୟାପ୍ତ ପରୀକ୍ଷା କେନ୍ଦ୍ର ନ କରି, ପୂର୍ବ ପରିକଳ୍ପନା ଓ ପ୍ରଚାର-ପ୍ରସାରର ନ କରି ଏଭଳି ନିୟମ ଲାଗୁ କରିବା ଅଯୌକ୍ତିକ ।

ଜନସାଧାରଣଙ୍କ ଆକ୍ରୋଶର ସମ୍ମୁଖୀନ ହୋଇ ସରକାର ନିଜ ନିଷ୍ପତ୍ତିରୁ ବାରମ୍ବାର ‘U-ଟର୍ଣ୍ଣ ମାରିଛନ୍ତି । ପ୍ରଥମେ ଏହି ନିୟମକୁ ଫେବୃଆରୀ ୧ କହିଲେ, ତା’ପରେ ମାର୍ଚ୍ଚ ୩୧ ଏବଂ ଶେଷରେ ଏପ୍ରିଲ୍ ୧, ୨୦୨୬ ପର୍ଯ୍ୟନ୍ତ କୌଣସି ଜରିମାନା କରାଯିବ ନାହିଁ ବୋଲି ଘୋଷଣା କରାଯିବା ସହ ଟୋଲ୍ ଗେଟ୍‌ରେ ଇ-ଡିଟେକ୍ସନକୁ ମଧ୍ୟ ସ୍ଥଗିତ ରଖାଗଲା। ଏହି ବାରମ୍ବାର ପରିବର୍ତ୍ତନ ପରିବହନ ବିଭାଗର ସମ୍ପୂର୍ଣ୍ଣ ଅପାରଗତା ଏବଂ ଦୂରଦୃଷ୍ଟିର ଅଭାବକୁ ପଦାରେ ପକାଇଛି। ଯାନବାହନ ପ୍ରଦୂଷଣ ନିୟନ୍ତ୍ରଣ କରିବା ଗୁରୁତ୍ୱପୂର୍ଣ୍ଣ, କିନ୍ତୁ ଏହା ନାଗରିକମାନଙ୍କୁ ହଇରାଣ କରିବା ମୂଲ୍ୟରେ ହେବା ଉଚିତ ନୁହେଁ।

ବିଜୁ ଜନତା ଦଳ ଦୃଢ଼ ଭାବରେ ଜନସାଧାରଣଙ୍କ ସହ ଠିଆ ହୋଇଛି ଏବଂ ଏହି ଅପରିଚାଳନା ବିରୁଦ୍ଧରେ ଆମେ ସ୍ୱର ଉତ୍ତୋଳନ କରିଆସୁଛୁ। PUC ସୁବିଧା ବୃଦ୍ଧି, ପ୍ରକ୍ରିୟା ସରଳୀ କରଣ ଓ ଅନ୍ୟାୟ ଜରିମାନା ବନ୍ଦ ଦାବି କରିବା ସହ ଓଡ଼ିଶାବାସୀଙ୍କ କଲ୍ୟାଣକୁ ପ୍ରାଥମିକତା ଦେବା ଦରକାର ବୋଲି ନବୀନ ପଟ୍ଟନାୟକ ସ୍ପଷ୍ଟ କରି ଶୁଣାଇଛନ୍ତି ।

Previous Post

ସର୍ବ ଭାରତ ବୃହତ୍ ବନ୍ଦର ସାଂସ୍କୃତିକ ପ୍ରତିଯୋଗିତା ଉଦ୍ଘାଟିତ

Next Post

ସମଗ୍ର ଶିକ୍ଷା ଯୋଜନାକୁ ‘ଫଳାଫଳ ଭିତ୍ତିକ’ ଏବଂ ପ୍ରତିଯୋଗିତାମୂଳକ ଢାଞ୍ଚାରେ ପରିଣତ କରାଯିବ : ଧର୍ମେନ୍ଦ୍ର ପ୍ରଧାନ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.