• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଂଗ୍ରେସ ପକ୍ଷରୁ “ଏମ୍‌ଜିଏନ୍‌ଆରଇଜିଏ ବଞ୍ଚାଅ ସଂଗ୍ରାମ” ଆରମ୍ଭ

FNN WEB by FNN WEB
January 10, 2026
in ଓଡ଼ିଶା, ମୁଖ୍ୟ ଖବର
0
କଂଗ୍ରେସ ପକ୍ଷରୁ “ଏମ୍‌ଜିଏନ୍‌ଆରଇଜିଏ ବଞ୍ଚାଅ ସଂଗ୍ରାମ” ଆରମ୍ଭ
0
SHARES
18
VIEWS

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସଦର ମହକୁମାର ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ସଭାଗୃହରେ ଆଜି ଅପରାହ୍ନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୋହନା ବିଧାୟକ ତଥା ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଯୁକ୍ତ ଦାସରଥି ଗମାଙ୍ଗ ୟୁପିଏ ସରକାର ଦ୍ୱାରା ୨୦୦୫ ମସିହାରେ ପ୍ରଣୀତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ନିଶ୍ଚିତି ଆଇନ (ଏମ୍‌ଜିଏନ୍‌ଆରଇଜିଏ) ଏକ ଅଧିକାର-ଆଧାରିତ ଆଇନ, ଯାହା ପ୍ରତ୍ୟେକ ଗ୍ରାମୀଣ ପରିବାରକୁ ମଜୁରୀ ଭିତ୍ତିକ ରୋଜଗାର ଦାବି କରିବାର ଆଇନଗତ ଅଧିକାର ଦେଇଥାଏ। ଦାବି ପରେ ୧୫ ଦିନ ମଧ୍ୟରେ ରୋଜଗାର ଯୋଗାଇବା ରାଜ୍ୟର ଆଇନଗତ କର୍ତ୍ତବ୍ୟ; ତାହା ବିଫଳ ହେଲେ ବେରୋଜଗାର ଭତ୍ତା ଦେବାକୁ ପଡେ। ଏହି ଆଇନଗତ ଅଧିକାର ହେଉଛି ଏମ୍‌ଜିଏନ୍‌ଆରଇଜିଏର ମୂଳ ପରିଚୟ।

ଏମ୍‌ଜିଏନ୍‌ଆରଇଜିଏ ଗ୍ରାମୀଣ ଜୀବିକା ସୁରକ୍ଷାର ମୂଳ ଆଧାର ଭାବେ ପ୍ରତିବର୍ଷ ୫-୬କୋଟି ପରିବାରକୁ ରୋଜଗାର ଯୋଗାଇଛି, ଦୁଃଖଦ ଦାଦନ (ଡିଷ୍ଟ୍ରେସ ମାଇଗ୍ରେସନ) କମାଇଛି, ଗ୍ରାମୀଣ ମଜୁରୀ ବଢ଼ାଇଛି ଏବଂ ସମାଜିକ ଜୀବନରେ ରୋଜଗାରକୁ ଦୀର୍ଘସ୍ଥାୟୀ କରିଛି। ଏହାର ଚାହିଦା-ଭିତ୍ତିକ ରୂପରେଖ, ନିଶ୍ଚିତ ମଜୁରୀ ଓ ସିଧାସଳଖ ବ୍ୟାଙ୍କ ଆକାଉଣ୍ଟରେ ଜମା, ବିଶେଷକରି ମହିଳା, ଦଳିତ, ଆଦିବାସୀ ଓ ପ୍ରାନ୍ତବର୍ତ୍ତୀ ସମୁଦାୟଙ୍କୁ ଲାଭାନ୍ବିତ କରିଛି। ସମୁଦାୟ କାର୍ଯ୍ୟଦିନର ପ୍ରାୟ ୬୦% ମହିଳାମାନଙ୍କର।

ନୂତନ VB-GRAM-G ଆଇନ ଏହି ଢାଞ୍ଚାରୁ ସମ୍ପୂର୍ଣ୍ଣ ଭାବେ ଭିନ୍ନ। ଏହା କାମର ଆଇନଗତ ନିଶ୍ଚିତତାକୁ ହଟାଏ। ଏହା କେନ୍ଦ୍ର ସରକାରଙ୍କ ହାତରେ ନିଷ୍ପତ୍ତିକୁ କେନ୍ଦ୍ରୀଭୂତ କରେ, ଗ୍ରାମସଭା ଓ ପଞ୍ଚାୟତକୁ ଦୁର୍ବଳ କରେ ଏବଂ କେନ୍ଦ୍ରର ମଜୁରୀ ଅଂଶଦାନକୁ ପ୍ରାୟ୯୦ % ରୁ ୬୦% କମାଇ ରାଜ୍ୟ ଓ ଶ୍ରମିକଙ୍କ ଉପରେ ଆର୍ଥିକ ଭାର ଲଦିଦିଏ। କୃଷିଋତୁରେ ମଧ୍ୟ ସୀମିତ ବଜେଟ ଯୋଗୁଁ କାମଧନ୍ଦା ନ ମିଳିବାର ଆଶଂକା ଥାଏ। ମଜୁରୀ ସୁରକ୍ଷାର ଶିଥିଳତା ଯୋଗୁଁ ରୋଜଗାର କମିବା ଥୟ। ମଜୁରୀ କମିଲେ ଗ୍ରାମୀଣ ଦୁଃଖ ବଢ଼ିବା ନିଶ୍ଚିତ। କାର୍ଯ୍ୟକ୍ରମରୁ ମହାତ୍ମା ଗାନ୍ଧୀଙ୍କ ନାମ ହଟାଯିବା ଦ୍ବାରା ଶ୍ରମର ମର୍ଯ୍ୟାଦା ପ୍ରତି ଅପମାନ ହୋଇଛି। ଗ୍ରାମ୍ୟ ସ୍ୱୟଂଶାସନ ପାଣିଚିଆ ହେବା ସହ MGNEGAର ମୂଲ୍ୟବୋଧକୁ ଶିଥିଳ କରିବାର ଏହା ଏକ ଷଡ୍‌ଯନ୍ତ୍ର।

ଗ୍ରାମୀଣ ଜୀବିକା ଉପରେ ଏହି ଆକ୍ରମଣର ଗମ୍ଭୀରତାକୁ ଧ୍ୟାନରେ ରଖି, କଂଗ୍ରେସ କାର୍ଯ୍ୟକାରିଣୀ ସମିତି (ସିଡବ୍ଲୁସି) ୨୭ ଡିସେମ୍ବର୨୦୨୫ ରେ ହୋଇଥିବା ବୈଠକରେ ସର୍ବସମ୍ମତି କ୍ରମେ “ଏମ୍‌ଜିଏନ୍‌ଆରଇଜିଏ ବଚାଓ ସଂଗ୍ରାମ” ନାମକ ଦେଶବ୍ୟାପୀ ଜନଆନ୍ଦୋଳନ ଆରମ୍ଭ କରିବାକୁ ସଂକଳ୍ପ ଗ୍ରହଣ କରିଛି , ଯାହାର ଉଦ୍ଦେଶ୍ୟ କାମର ଅଧିକାରକୁ ସୁରକ୍ଷା କରିବା ଓ ଏମ୍‌ଜିଏନ୍‌ଆରଇଜିଏକୁ ତାହାର ମୂଳ ଅଧିକାର-ଆଧାରିତ ରୂପରେ ଫେରିପାଇବା।

Previous Post

ଓଡିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Next Post

କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍‍ଘାଟିତ

FNN WEB

FNN WEB

Next Post
କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍‍ଘାଟିତ

କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍‍ଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.