• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୪ରୁ କିଟ୍ ରେ ଚେସ୍‍ ମହାକୁମ୍ଭ

FNN WEB by FNN WEB
January 12, 2026
in ଓଡ଼ିଶା, ମୁଖ୍ୟ ଖବର
0
୧୪ରୁ କିଟ୍ ରେ ଚେସ୍‍ ମହାକୁମ୍ଭ
0
SHARES
3
VIEWS

ସୋସିଆଲ୍‍ ଆଣ୍ଡ ଏଜୁକେସ୍‍ନାଲ୍‍ ଚେସ୍‍ ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ଜାନୁଆରୀ ୧୪ ରୁ ୧୬ ତାରିଖ ପର୍ଯ୍ୟନ୍ତ କିଟ୍‍ ରେ ଅନୁଷ୍ଠିତ ହେବାକୁ ଯାଉଛି ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍‍ ଆଣ୍ଡ ଏଜୁକେସନାଲ୍‍ ଚେସ୍‍) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ। ଭାରତରେ କିଟ୍‍ ରେ ପ୍ରଥମ ଥର ଲାଗି ଚେସ୍‍ର ଏଭଳି ମହାକୁମ୍ଭ ଅନୁଷ୍ଠିତ ହେବାକୁ ଯାଉଛି। ଅନ୍ତର୍ଜାତୀୟ ଚେସ୍‍ ସଂଘ (ଏଫ୍‍ଆଇଡିଇ) ଓ ଭାରତୀୟ ଚେସ୍‍ ସଂଘ (ଏଆଇସିଏଫ୍‍)ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଚେସ୍‍ର ଏହି ମହାକୁମ୍ଭରେ ଏଫ୍‍ଆଇଡିଇର ସଭାପତି ତଥା ଋଷ୍‍ର ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ଆର୍କାଡି ଡଭୋର୍କୋବିଚ୍‍, ଏଫ୍‍ଆଇଡିଇର ଉପସଭାପତି ତଥା ଭାରତୀୟ ଗ୍ରାଣ୍ଡ ମାଷ୍ଟର ବିଶ୍ୱନାଥନ୍‍ ଆନନ୍ଦ, ଏଫ୍‍ଆଇଡିଇର ଡେପୁଟି ଚେୟାର ତଥା ଲଟଭିଆର ପ୍ରାକ୍ତନ ଅର୍ଥମନ୍ତ୍ରୀ ଦାନା ରେଜନିସ୍‍, ଏଆଇସିଏଫ୍‍ ସଭାପତି ନିତିନ ନାରଙ୍ଗ, ସମ୍ପାଦକ ଦେବ ପଟେଲ୍‍ ଓ ଇଭେଣ୍ଟ କମିସନ୍‍ ସଦସ୍ୟ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ କିଟ୍‍ ପରିସରରେ ଥିବା ଇଣ୍ଟରନ୍ୟାସ୍‍ନାଲ୍‍ ଚେସ୍‍ ହଲ୍‍ ଓ ଚେସ୍‍ ଗ୍ରାଉଣ୍ଡକୁ ବିଶ୍ୱନାଥନ ଆନନ୍ଦ ଉଦ୍‍ଘାଟନ କରିବେ। ଉଭୟ କିଟ୍‍ କ୍ୟାମ୍ପସ୍‍ ଓ ହୋଟେଲ୍‍ ମେ ଫେୟାରରେ ଏହି କାର୍ଯ୍ୟକ୍ରମ ଚାଲିବ।

ଏହି ମେଗା ଇଭେଣ୍ଟରେ ଭାରତର ୮୦ ଚେସ୍‍ ତାରକାଙ୍କ ସମେତ ବିଶ୍ୱର ୪୦ଟି ଦେଶର ବିଶିଷ୍ଟ ଚେସ୍‍ ତାରକା ଯୋଗ ଦେଉଛନ୍ତି। ଏହା ସହିତ ମୋଟ ୫ହଜାର ୨ଶହ ଅଂଶଗ୍ରହଣ କରୁଥିବା ବେଳେ ଭାରତର ୫ହଜାର ଚେସ୍‍ ଖେଳାଳି ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏଥିରେ ଖୁସି ବ୍ୟକ୍ତ କରି ଶ୍ରୀ ସାମନ୍ତ କହିଛନ୍ତି, ଭାରତରେ କିଟ୍‍ ରେ ପ୍ରଥମ ଥର ପାଇଁ ଏଭଳି ମେଗା କାର୍ଯ୍ୟକ୍ରମ ହେବା ନିଶ୍ଚିତ ଭାବେ ଓଡ଼ିଶା ପାଇଁ ଗୌରବର ବିଷୟ। ଏହା ଦ୍ୱାରା ଓଡ଼ିଶାର ଖେଳାଳିମାନେ ବିଶେଷ ସୁଯୋଗ ପାଇବା ସହ ସେମାନଙ୍କ ପାଇଁ ଏହା ଉଦାହରଣ ହୋଇ ରହିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଶ୍ରୀ ସାମନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କିଟ୍‍ ଓ କିସ୍‍ ଦୀର୍ଘ ଦିନରୁ ଚେସ୍‍ର ବିକାଶ ଦିଗରେ କାର୍ଯ୍ୟ କରିଆସୁଛନ୍ତି। କିସ୍‍ ରେ ସମୟକୁ ସମୟ ଅନ୍ତର୍ଜାତୀୟ ଚେସ୍‍ ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଇଥାଏ ଏବଂ କିଟ୍‍ ଅନ୍ତର୍ଜାତୀୟ ଚେସ୍‍ ଟୁର୍ଣ୍ଣମେଣ୍ଟରେ ସବୁଠାରୁ ଅଧିକ ଆର୍ଥିକ ପୁରସ୍କାର ରାଶି ପ୍ରଦାନ କରାଯାଇଥାଏ।

Previous Post

ରାଉରକେଲାରେ ବିମାନ ଦୁର୍ଘଟଣା: ଜରୁରୀ ଅବତରଣ ବେଳେ ପ୍ଲେନ୍ କ୍ରାସ୍

Next Post

ଭାରତ ମସଲା ପକ୍ଷରୁ ଅଲ ଇଣ୍ଡିଆ ସେଲସ କନଫରେନ୍ସ ଓ ବନ୍ଧୁମିଳନ

FNN WEB

FNN WEB

Next Post
ଭାରତ ମସଲା ପକ୍ଷରୁ ଅଲ ଇଣ୍ଡିଆ ସେଲସ କନଫରେନ୍ସ ଓ ବନ୍ଧୁମିଳନ

ଭାରତ ମସଲା ପକ୍ଷରୁ ଅଲ ଇଣ୍ଡିଆ ସେଲସ କନଫରେନ୍ସ ଓ ବନ୍ଧୁମିଳନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.