• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
January 14, 2026
in ଓଡ଼ିଶା, ମୁଖ୍ୟ ଖବର
0
ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ଭୁବନେଶ୍ଵର : ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ। ଶବ୍ୟା କାବେରୀ ଘାଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସପତ୍ନୀକ ବୁଡ଼ ପକାଇଛନ୍ତି।ଏଥିପାଇଁ ଶବ୍ୟା କାବେରୀ ଘାଟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଥିଲା। ଅଗ୍ନିଶମ ବାହିନୀ ଓ ଓଡ୍ରାଫ ମଧ୍ୟ ଉପସ୍ଥିତ ରହିଥିଲେ ।

ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ପାଟଣା ରାଜନଗର ବୈତରଣୀ ନଦୀରେ ୭ ଥର ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ପାଟଣା ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟ ହୋଇ ଉଠିଥିଲା ଲୋକାରଣ୍ୟ । ମୁଖ୍ୟମନ୍ତ୍ରୀଙ୍କର ସୁରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା। ୭ ଥର ମକର ସ୍ନାନ କରି ସୂର୍ଯ୍ୟଙ୍କ ଉବ୍ଦେଶ୍ୟରେ ଜଳ ଅର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ଏଵଂ ତାଙ୍କର ସହଧର୍ମିଣୀ। ଏଥିସହ, ନଦୀକୂଳରେ ପ୍ରଭୁ ରଘୁନାଥଜୀଉଙ୍କ ଦର୍ଶନ ସହ ମକର ପିଠା ଖାଇଥିଲେ।

ଏହି ଅବସରରେ ପ୍ରଭୁଙ୍କ ନିକଟରେ ଜିଲ୍ଲାରେ ଶିଳ୍ପର ବିକାଶ ସହ, ଜିଲ୍ଲା ତଥା ରାଜ୍ୟର ସାମଗ୍ରିକ ବିକାଶ କାମନା କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୁଲିସ ଏଵଂ ଅଗ୍ନିଶମ ବିଭାଗ ସୁରକ୍ଷା ଯାଞ୍ଚ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ତେଲୋକୋଇ ବିଧାୟକ ଡାକ୍ତର ଫକୀର ମୋହନ ନାୟକ ଏଵଂ ତାଙ୍କର ଦୁଇ ବାଲ୍ୟବନ୍ଧୁ ମଧ୍ଯ ମକର ବୁଡ଼ ପକାଇଥିଲେ l

କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ଜିଲା ଭାଜପା ସଭପତି ଶୁକଦେବ ମହାନ୍ତ, ପ୍ରମୁଖ ସାମିଲ ହୋଇଥିବା ବେଳେ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ଡିଆଇଜି ବ୍ରିଜେଶ ରାୟ,ଜିଲା ପାଳ ବିଶାଲ ସିଂହ, ଏସପି ନିତିନ କୁଷଲ କର ଦାଗୁଡୁ, ଡିଏଫଓ ଏଚ ଡି ଧନ ରାଜ, କେନ୍ଦୁଝର ଉପଜିଲାପାଳ ଉମାଶଙ୍କର ଦଳେଇ, ଚମ୍ପୁଆ ଉପଜିଲାପାଳ ଉମାକାନ୍ତ ରାଉତ, ପ୍ରମୁଖସାମିଲ ଥିବା ବେଳେ ବୈତରଣୀ ନଦୀ ଘାଟ ପାଇଁ ପାଟଣା ତହସିଲ ଦାର ଅଶ୍ୱିନୀ କୁମାର ନାଏକ, ମଠ ପାଇଁ ବିଡିଓ ମାନସ କୁମାର ଦଣ୍ଡ ପାଟ , ଚେଞ୍ଜିଂ ରୁମ ଦାୟିତ୍ୱରେ ପାଟଣା ଅତିରିକ୍ତ ତହସିଲ ଦାର ଶରଣ କୁମାର ଜେନା ପ୍ରମୁଖ ରହିଥିଲେ ।

Previous Post

କେନ୍ଦୁଝରବାସୀଙ୍କ ପାଇଁ ୧୯୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ

Next Post

ଡ଼. ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ

FNN WEB

FNN WEB

Next Post
ଡ଼. ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ

ଡ଼. ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.