• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦିନକ ପରେ ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ମୁଖ୍ୟମନ୍ତ୍ରୀ, ଏହି ରାସ୍ତା ଦେଇ ଯିବ ଶୋଭାଯାତ୍ରା

FNN WEB by FNN WEB
May 14, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଦିନକ ପରେ ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ମୁଖ୍ୟମନ୍ତ୍ରୀ, ଏହି ରାସ୍ତା ଦେଇ ଯିବ ଶୋଭାଯାତ୍ରା
0
SHARES
1
VIEWS

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ସୋ’ କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ଆସନ୍ତା ୧୬ତାରିଖରେ ରାଜଧାନୀରେ ଆୟୋଜନ ହେବ। ଏଥି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଙ୍ଗନଗର ଛକରୁ ରୋଡ୍‌ ସୋ’ ଆରମ୍ଭ କରିବେ। ଗୋପବନ୍ଧୁ ଛକ, ଡିଏଭି ଛକ, ଏଚଡିଏଫସି ବ୍ୟାଙ୍କ ଛକ, ନୂଆସାହି, ବେହେରା ସାହି, ନିକ୍କୋ ପାର୍କ ଛକ ଓ ବାୟାବାବା ମଠ ଦେଇ ରୁପାଲି ଛକ ପର୍ଯ୍ୟନ୍ତ ଏହି ସୋ’ ଚାଲିବ। ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ବେଳେ ବ୍ୟାରିକେଡିଂ କରାଯିବ। ଏହାସହ କର୍ଡନ ଉପରେ ମଧ୍ୟ ଅଧିକ ଗୁରୁତ୍ୱ ଦିଆଯିବ। ରୋଡ ସୋ’ ସମୟରେ ବରିଷ୍ଠ ପୁଲିସ ଅଧିକାରୀମାନେ ଉପସ୍ଥିତ ରହିବେ। ଉଚ୍ଚ ବିଲଣ୍ଡିଂ ଗୁଡ଼ିକରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯିବ। ରୋଡ ସୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୁଲିସ। ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ।

ଗତ ୧୦ ତାରିଖ ରାତି ପ୍ରାୟ ୯ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ରୋଡ ସୋ’ କରିଥିଲେ। ମୋଦୀଙ୍କ ରୋଡ୍‌ ସୋ’ ବିଜେପି ରାଜ୍ୟ କାର୍ଯ୍ୟାଳୟ ସମ୍ମୁଖରୁ ବାହାରି ବାଣିବିହାର ଛକରେ ପହଞ୍ଚି ଥିଲା। ମୋଦୀଙ୍କ ରାଲିରେ ପୂରା ଜନପଥଟି ମୋଦୀ ପଥ ପାଲଟି ଯାଇଥିଲା। ମୋଦୀଙ୍କ ସମର୍ଥକମାନେ ବିଜେପି ପତାକା ଧରିଥିଲେ। ମୋଦୀ ନାରା ଲଗାଉଥିଲେ। ପ୍ରାୟ ୨ ଲକ୍ଷ ଲୋକଙ୍କର ଭିଡ଼ ପରିଲକ୍ଷିତ ହୋଇଥିଲା।

Previous Post

କଟକରେ ରୋଡ୍ ସୋ କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

Next Post

୩ ଦିନ ରାଜ୍ୟରେ ବିକ୍ଷିପ୍ତ ବର୍ଷା, ପୁଣି ବଢ଼ିବ ତାତି

FNN WEB

FNN WEB

Next Post
ଆହୁରି ୩ ଦିନ ଆକାଶରୁ ହେବ ଅଗ୍ନିବର୍ଷା, ଜାରି ରହିବ ଗୁଳୁଗୁଳି

୩ ଦିନ ରାଜ୍ୟରେ ବିକ୍ଷିପ୍ତ ବର୍ଷା, ପୁଣି ବଢ଼ିବ ତାତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.