• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଉତ୍ତରଦାୟିତ୍ୱ ମାଧ୍ୟମରେ ବିଧାନସଭା ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇପାରିଛି : ବାଚସ୍ପତି

FNN WEB by FNN WEB
January 20, 2026
in ଓଡ଼ିଶା, ମୁଖ୍ୟ ଖବର
0
ଉତ୍ତରଦାୟିତ୍ୱ ମାଧ୍ୟମରେ ବିଧାନସଭା ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇପାରିଛି : ବାଚସ୍ପତି
0
SHARES
4
VIEWS

ଭୁବନେଶ୍ୱର: ଗଣତାନ୍ତ୍ରିକ ଶାସନର ମୂଳ ଆଧାର ହେଉଛି ଉତ୍ତରଦାୟିତ୍ୱ । ଉତ୍ତରଦାୟିତ୍ୱ ମାଧ୍ୟମରେ ହିଁ ବିଧାନସଭା ସବୁ ସମୟରେ ଜନସାଧାରଣଙ୍କ ବିଶ୍ୱାସ ବଜାୟ ରଖିବାରେ ସକ୍ଷମ ହୋଇଥାଏ ଓ ସାର୍ବଜନୀନ ବ୍ୟାପାରରେ ସ୍ୱଚ୍ଛତା ସୁନିଶ୍ଚିତ କରିଥାଏ ଏବଂ ସମ୍ବିଧାନର ସାର୍ବଭୌମିକତାକୁ ବଜାୟ ରଖେ । ବିଧାନସଭା କେବଳ ଏକ ଆଇନ ପ୍ରଣୟନକାରୀ ସଂସ୍ଥା ନୁହେଁ, ଏହା ବିଚାରବିମର୍ଶ, ତର୍କ-ବିତର୍କ, ଜନସାଧାରଣଙ୍କ ପ୍ରତିନିଧିତ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ ବୋଲି ବାଚସ୍ପତି ସୁରମା ପାଢ଼ୀ ପ୍ରକାଶ କରିଛନ୍ତି ।

ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌଠାରେ ଆୟୋଜିତ ୮୬ତମ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀ ଅବସରରେ ‘ଜନସାଧାରଣଙ୍କ ପ୍ରତି ବିଧାନସଭାର ଉତ୍ତରଦାୟିତ୍ୱ’ ଶୀର୍ଷକ ଆଲୋଚନାରେ ନିଜର ସୁଚିନ୍ତିତ ଅଭିବ୍ୟକ୍ତି ଉପସ୍ଥାପନ କରି ବାଚସ୍ପତି କହିଲେ ଯେ, ଗଣତାନ୍ତ୍ରିକ ଅନୁଷ୍ଠାନର ସଂରକ୍ଷକ ଭାବେ ଆମେ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରୁଛୁ । ଉତ୍ତରଦାୟିତ୍ୱ କେବଳ ଏକ ପ୍ରକ୍ରିୟାକରଣ ଆବଶ୍ୟକତା ନୁହେଁ ବରଂ ନୈତିକ ଏବଂ ସାମ୍ବିଧାନିକ ଦାୟିତ୍ୱ ତୁଲାଇବା ଦିଗରେ ଏକ ସ୍ୱଚ୍ଛ ଓ ଅନ୍ତର୍ଭୁକ୍ତିମୂଳକ ପଦକ୍ଷେପ। ବିଧାନସଭା କାର୍ଯ୍ୟକ୍ରମର ଡିଜିଟାଲ ପ୍ରସାର ଉଭୟ ଗୃହ ଓ ଜନସାଧାରଣଙ୍କ ମଧ୍ୟରେ ଏକ ପ୍ରଭାବଶାଳୀ ସମ୍ପର୍କ ସ୍ଥାପନ କରିବା ସହ ଏଭଳି ଗଣତାନ୍ତ୍ରିକ ଅନୁଷ୍ଠାନ ପ୍ରତି ଜନସାଧାରଣଙ୍କ ବିଶ୍ୱାସକୁ ଦୃଢ଼ୀଭୂତ କରିପାରିଛି ।

ଏହି ଅବସରରେ ଉତ୍ତରପ୍ରଦେଶ ବିଧାନସଭାର ବାଚସ୍ପତି ସତୀଶ ମହାନା ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଉଦ୍ଘାଟନୀ ଅଭିଭାଷଣ ରଖିଥିଲେ। ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦିବେନ୍ ପଟେଲ ଉପସ୍ଥିତ ପ୍ରତିନିଧିମାନଙ୍କୁ ସମ୍ବୋଧିତ କରିଥିଲେ। ବିରୋଧୀ ଦଳ ନେତା ମାତା ପ୍ରସାଦ ପାଣ୍ଡେ ନିଜର ଅଭିବ୍ୟକ୍ତି ଉପସ୍ଥାପନ କରିଥିଲେ । ଶେଷରେ ଉତ୍ତରପ୍ରଦେଶ ବିଧାନ ପରିଷଦର ଅଧ୍ୟକ୍ଷ କୁଅଁର ମାନବେନ୍ଦ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ସୂଚନାଯୋଗ୍ୟ ଯେ,ଲକ୍ଷ୍ନୌଠାରେ ୮୬ତମ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀ ଓ ୬୨ତମ ବିଧାନସଭାର ସଚିବମାନଙ୍କର ସମ୍ମିଳନୀ ଜାନୁଆରୀ ୧୯ରୁ ୨୧ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀଶଙ୍କର ଭୋଇ ଓ ସଚିବ ସତ୍ୟବ୍ରତ ରାଉତ ପ୍ରମୁଖ ଯୋଗଦେଇଛନ୍ତି ।

Previous Post

ନିଆଁର ଆଁରେ ଛାରଖାର ଭୁବନେଶ୍ବର ୟୁନିଟ୍ ୱାନ ମାର୍କେଟ

Next Post

ବିଜେପିରେ ନୀତିନ ଯୁଗ ଆରମ୍ଭ : ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

FNN WEB

FNN WEB

Next Post
ବିଜେପିରେ ନୀତିନ ଯୁଗ ଆରମ୍ଭ : ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

ବିଜେପିରେ ନୀତିନ ଯୁଗ ଆରମ୍ଭ : ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.