• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜେପିର କେନ୍ଦ୍ରୀୟ ନେତାଙ୍କ ଘନଘନ ଓଡ଼ିଶା ଗସ୍ତ:

FNN WEB by FNN WEB
May 15, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ବିଜେପିର କେନ୍ଦ୍ରୀୟ ନେତାଙ୍କ ଘନଘନ ଓଡ଼ିଶା ଗସ୍ତ:
0
SHARES
6
VIEWS

୧୭ରେ ଅମିତ ଶାହ, ଅଶ୍ବିନୀ ବୈଷ୍ଣବ ଓ ହେମାମାଳିନୀ କରିବେ ପ୍ରଚାର

ଭୁବନେଶ୍ବର: ପୁଣି ଓଡ଼ିଶାରେ ଘନଘନ ପ୍ରଚାର ଲାଗି ଆସୁଛନ୍ତି ବିଜେପିର କେନ୍ଦ୍ରୀୟ ନେତା। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୧୭ ତାରିଖରେ ରାଉରକେଲା ଗସ୍ତରେ ଆସୁଛନ୍ତି ଅମିତ ଶାହ। ସେ ସେଠାରେ ଦଳ ପାଇଁ ପ୍ରଚାର କରିବେ। ତେଣେ ଆସନ୍ତା ୧୭ ଓ ୧୮ ତାରିଖରେ କଟକ ଜିଲ୍ଲା ନରସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲା ବଣାଇରେ ନିର୍ବାଚନ ପ୍ରଚାର କରିବେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଏଷଣ ଆଜି ସୁଭଦ୍ରା ଯୋଜନାର ଲୋକାର୍ପଣ କରିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡା। ଏହାଛଡ଼ା ଆସନ୍ତାକାଲି ସକାଳେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡା ରାଜଧାନୀରେ ମାଉସୀ ମା’ ମନ୍ଦିରୁ ଲିଙ୍ଗରାଜ ମନ୍ଦିର ଯାଏ ରୋଡ ସୋ’ରେ ଯୋଗ ଦେବେ। କାଲି ସେ ସୁନ୍ଦରଗଡ଼ ଓ ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେବେ।]
ଠିକ୍ ସେହିପରି ଆସନ୍ତା ୧୭ ତାରିଖରେ ବରିଷ୍ଠ ବିଜେପି ନେତ୍ରୀ ତଥା ବଲିଉଡ ଅଭିନେତ୍ରୀ ହେମାମାଳିନୀ ରାଜଧାନୀ ଭୁବନେଶ୍ବର, କଟକ ଜିଲ୍ଲା କିଶନ ନଗର ଓ ପୁରୀ ଜିଲ୍ଲା ପିପିଲିରେ ନିର୍ବାଚନ ପ୍ରଚାର କରିବେ। ତାଙ୍କୁ ଦଳ ଷ୍ଟାର୍ ପ୍ରଚାରକ ତାଲିକାରେ ସାମିଲ କରିବା ପରେ ଏହା ତାଙ୍କର ପ୍ରଥମ ପ୍ରଚାର।

ଠିକ୍ ସେହିପରି ୧୬ ତାରିଖରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱାଶର୍ମା ବ୍ରଜରାଜନଗର, ବଣାଇ, ଅତାବିରା ଓ ଜଟଣୀରେ ସଭା କରିବେ। ସେହିଦିନ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ସୁନ୍ଦରଗଡ଼ ଜିଲ୍ଲାର ତଳସରା, ବରଗଡ଼ ଜିଲ୍ଲାର ବିଜେପୁର ଓ ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁରରେ ନିର୍ବାଚନୀ ସଭା କରିବେ। ତେଣେ ୧୭ ତାରିଖରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର, ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି, ଲୋଇସିଂହା, ପୁରୀ ଜିଲ୍ଲା ସତ୍ୟବାଦୀ ଓ ପିପିଲିରେ ବିଜେପି ପାଇଁ ପ୍ରଚାର କରିବେ। ୧୭ ତାରିଖରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ସୁନ୍ଦରଗଡ଼ ଜିଲ୍ଲାର ସୁନ୍ଦରଗଡ଼ ସହର, ରାଜଗାଙ୍ଗପୁର ଓ ବୀରମିତ୍ରପୁରପୁରରେ ବିଜେପି ପକ୍ଷରୁ ଆୟୋଜିତ ବିଶାଳ ଜନସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

Previous Post

୩ ଦିନ ରାଜ୍ୟରେ ବିକ୍ଷିପ୍ତ ବର୍ଷା, ପୁଣି ବଢ଼ିବ ତାତି

Next Post

ବଲାଙ୍ଗୀରରେ ମୋଦୀଙ୍କ ବିରୁଦ୍ଧରେ ଗର୍ଜିଲେ ରାହୁଲ ଗାନ୍ଧୀ

FNN WEB

FNN WEB

Next Post
ବଲାଙ୍ଗୀରରେ ମୋଦୀଙ୍କ ବିରୁଦ୍ଧରେ ଗର୍ଜିଲେ ରାହୁଲ ଗାନ୍ଧୀ

ବଲାଙ୍ଗୀରରେ ମୋଦୀଙ୍କ ବିରୁଦ୍ଧରେ ଗର୍ଜିଲେ ରାହୁଲ ଗାନ୍ଧୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.