• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପିଏମ୍-ସ୍ଵନିଧି ଯୋଜନାରେ ଋଣ ଓ କ୍ରେଡିଟ୍ କାର୍ଡ ବଣ୍ଟନ

FNN WEB by FNN WEB
January 23, 2026
in ଓଡ଼ିଶା, ମୁଖ୍ୟ ଖବର
0
ପିଏମ୍-ସ୍ଵନିଧି ଯୋଜନାରେ ଋଣ ଓ କ୍ରେଡିଟ୍ କାର୍ଡ ବଣ୍ଟନ
0
SHARES
0
VIEWS

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଆଜି କେରଳର ତିରୁବନନ୍ତପୁରମଠାରେ ଏକ ଲକ୍ଷ ‘ପିଏମ୍-ସ୍ଵନିଧି’ ଋଣ ପ୍ରଦାନ ଏବଂ ହିତାଧିକାରୀଙ୍କ ପାଇଁ କ୍ରେଡିଟ୍ କାର୍ଡ ଶୁଭାରମ୍ଭ ନିମନ୍ତେ ଏକ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ମଧ୍ୟ ରାଜ୍ୟର ବିଭିନ୍ନ ପୌରସଂସ୍ଥା ମାଧ୍ୟମରେ ଏହି ଐତିହାସିକ ଅଭିଯାନରେ ସକ୍ରିୟ ଭାବେ ସାମିଲ ହୋଇଛି। ଭୁବନେଶ୍ୱରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମାହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ମନ୍ତ୍ରୀ ମହୋଦୟ ହିତାଧିକାରୀଙ୍କୁ ପିଏମ୍-ସ୍ଵନିଧି ଋଣ ଓ କ୍ରେଡିଟ୍ କାର୍ଡ ବଣ୍ଟନ କରିବା ସହ ଏହି ଯୋଜନା ମାଧ୍ୟମରେ ସ୍ଵାବଲମ୍ବୀ ହୋଇଥିବା ଦୁଇ ଜଣ ମହିଳାଙ୍କ ସମେତ ମୋଟ୍‍ ତିନିଜଣ ସଫଳ ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ରାସ୍ତାକଡ ବିକ୍ରେତାଙ୍କ ଜୀବନରେ ଏହି ଯୋଜନାର ପରିବର୍ତ୍ତନକାରୀ ପ୍ରଭାବ ସମ୍ପର୍କରେ ସେ ଆଲୋକପାତ କରିଥିଲେ।

ଏହି ଅବସରରେ ମନ୍ତ୍ରୀ କହିଥିଲେ ଯେ, ରାସ୍ତାକଡ ବିକ୍ରେତାମାନେ ସହରାଞ୍ଚଳର ଅର୍ଥନୀତିର ମେରୁଦଣ୍ଡ। ସେମାନେ ଶସ୍ତାରେ ସାମଗ୍ରୀ ଯୋଗାଇବା ସହ ବ୍ୟାପକ ଆତ୍ମନିଯୁକ୍ତି ସୃଷ୍ଟି କରୁଛନ୍ତି। ପିଏମ୍-ସ୍ଵନିଧି ଯୋଜନା କେବଳ ସେମାନଙ୍କ ଜୀବିକା ନୁହେଁ, ବରଂ ସେମାନଙ୍କ ସମ୍ମାନ, ଆତ୍ମବିଶ୍ୱାସ ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ସୁଦୃଢ଼ କରୁଛି। ଯୋଜନାର ମୁଖ୍ୟ ବିଶେଷତ୍ୱ ସଂକ୍ରାନ୍ତରେ ମନ୍ତ୍ରୀ କହିଛନ୍ତି ଯେ ଏଥିରେ ବିନା ବନ୍ଧକରେ ପ୍ରଥମେ ୧୫,୦୦୦ ଟଙ୍କା ଏବଂ ପରେ ସଠିକ୍ ସମୟରେ ଋଣ ପରିଶୋଧ କଲେ ୨୫,୦୦୦ ଓ ୫୦,୦୦୦ ଟଙ୍କା ପର୍ଯ୍ୟନ୍ତ କାର୍ଯ୍ୟକାରୀ ପୁଞ୍ଜି ଋଣ ମିଳିବାର ବ୍ୟବସ୍ଥା ରହିଛି। ନୂତନ ଭାବେ ଆରମ୍ଭ ହୋଇଥିବା କ୍ରେଡିଟ୍ କାର୍ଡ ଦ୍ୱାରା ବ୍ୟବସାୟୀମାନେ ନମନୀୟ ଋଣ ସୁବିଧା ପାଇପାରିବେ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୧୦,୧୨୮ ଜଣ ହିତାଧିକାରୀଙ୍କୁ ଋଣ ପ୍ରଦାନ କରାଯାଇଛି, ଯାହାଦ୍ୱାରା ୧.୧୦ ଲକ୍ଷରୁ ଅଧିକ ପରିବାର ଉପକୃତ ହୋଇଛନ୍ତି। ଓଡ଼ିଶାରେ ଏହି ଯୋଜନାକୁ ଅନ୍ୟ ୮ଟି ସାମାଜିକ କଲ୍ୟାଣକାରୀ ଯୋଜନା ସହ ମିଶ୍ରଣ କରାଯାଇଛି। ଏଥିମଧ୍ୟରେ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା (୧୨,୩୯୧ ଜଣ), ଜୀବନ ଜ୍ୟୋତି ବୀମା ଯୋଜନା (୬,୪୨୧ ଜଣ), ଜନ-ଧନ ଯୋଜନା (୧,୩୮୭ ଜଣ) ସମେତ ‘ୱାନ ନେସନ ୱାନ ରାସନ କାର୍ଡ’, ଶ୍ରମ ଯୋଗୀ ମାନଧନ ଯୋଜନା ଏବଂ ପିଏମ୍‌ଏୱାଇ ର ଶତ ପ୍ରତିଶତ ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଧାୟକ ଶ୍ରୀ ବାବୁ ସିଂ ଯୋଗ ଦେଇଥିଲେ। ପୌର ପ୍ରଶାସନ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଡାକୁଆ କାର୍ଯ୍ୟକ୍ରମର ଆଭିମୁଖ୍ୟ ରଖିଥିବା ବେଳେ ସୁଡା ନିର୍ଦ୍ଦେଶକ ଶ୍ରୀ ରବୀନ୍ଦ୍ର ସାହୁ ସ୍ୱାଗତ ଭାଷଣ ଏବଂ ବିଏମସି ର ଅତିରିକ୍ତ କମିଶନର ଶ୍ରୀ ରତ୍ନାକର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ବ୍ରହ୍ମାଣ୍ଡ ନାୟକଙ୍କ ଘୋଷଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ

Next Post

କିମସରେ ଭାରତର ପ୍ରଥମ ବହୁମୁଖୀ ୟୁଥ୍‍ ୱେଲନେସ୍‍ କ୍ଲିନିକ୍ ଆରମ୍ଭ

FNN WEB

FNN WEB

Next Post
କିମସରେ ଭାରତର ପ୍ରଥମ ବହୁମୁଖୀ ୟୁଥ୍‍ ୱେଲନେସ୍‍ କ୍ଲିନିକ୍ ଆରମ୍ଭ

କିମସରେ ଭାରତର ପ୍ରଥମ ବହୁମୁଖୀ ୟୁଥ୍‍ ୱେଲନେସ୍‍ କ୍ଲିନିକ୍ ଆରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.