• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅର୍ଥନୈତିକ ସର୍ଭେ ରିପୋର୍ଟ: ବୃଦ୍ଧି ପାଇଲା ମୁଣ୍ଡପିଛା ଆୟ

FNN WEB by FNN WEB
January 29, 2026
in ଓଡ଼ିଶା, ମୁଖ୍ୟ ଖବର
0
ଅର୍ଥନୈତିକ ସର୍ଭେ ରିପୋର୍ଟ: ବୃଦ୍ଧି ପାଇଲା ମୁଣ୍ଡପିଛା ଆୟ
0
SHARES
0
VIEWS

ଭୁବନେଶ୍ୱର: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ ପହଞ୍ଚିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପିତ କରିଥିବା ଭାରତର ଅର୍ଥନୈତିକ ସର୍ଭେ (୨୦୨୫-୨୬) ରିପୋର୍ଟକୁ ଆଧାର କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ସୂଚନା ଦେଇଛନ୍ତି। ରାଜ୍ୟର ମୋଟ ନିଟ୍ ଘରୋଇ ଉତ୍ପାଦ୨୦୨୩-୨୪ର ୬.୯୯ ଲକ୍ଷ କୋଟି ଟଙ୍କାରୁ ବୃଦ୍ଧି ପାଇ ୨୦୨୪-୨୫ରେ ୭.୯୦ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି। ଏହି ଅଭିବୃଦ୍ଧି ହାର ୧୩.୦୪ ପ୍ରତିଶତ ରହିଛି।

କୃଷି କ୍ଷେତ୍ରରେ ଓଡ଼ିଶାର ଦବଦବା ବଢିବାରେ ଲାଗିଛି। ବର୍ତ୍ତମାନ ଦେଶର ଟପ୍-୩ ସୂର୍ଯ୍ୟମୁଖୀ ଉତ୍ପାଦନକାରୀ ରାଜ୍ୟ ମଧ୍ୟରେ ଓଡ଼ିଶା ସ୍ଥାନ ପାଇଛି। ସେହିପରି ରାଜ୍ୟରେ ବ୍ୟାଙ୍କ ଜମା ପରିମାଣ ୫.୮୩ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି, ଯାହା ଲୋକଙ୍କ ସଞ୍ଚୟ ଏବଂ ନିବେଶ କ୍ଷମତା ବଢୁଥିବାର ସୂଚନା ଦେଉଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”ଏହି ରିପୋର୍ଟ ଓଡ଼ିଶାର ସ୍ଥାୟୀ ଏବଂ ସମାବେଶୀ ବିକାଶକୁ ପ୍ରମାଣିତ କରୁଛି। ରାଜ୍ୟର ଆର୍ଥିକ ସ୍ଥିତି ସୁଦୃଢ଼ ରହିଥିବାରୁ ଶିକ୍ଷା, ଭିତ୍ତିଭୂମି ଏବଂ ସମାଜ ମଙ୍ଗଳ କାର୍ଯ୍ୟରେ ଅଧିକ ପୁଞ୍ଜି ନିବେଶ କରାଯାଉଛି। ପ୍ରତିଟି ଓଡ଼ିଆଙ୍କ ଜୀବନଶୈଳୀରେ ଉନ୍ନତି ଆଣିବା ଏବଂ ଗୁଣାତ୍ମକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଆଗାମୀ ଦିନରେ ଏହି ଅଭିବୃଦ୍ଧିକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଆମର ଲକ୍ଷ୍ୟ।”

ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କି, ଅର୍ଥନୈତିକ ସର୍ଭେ ରିପୋର୍ଟ ୨୦୨୫-୨୬ ଓଡ଼ିଶାର ସ୍ଥିର ପ୍ରଗତିକୁ ପୁନର୍ବ୍ୟକ୍ତ କରିଛି । ଏହା ରାଜ୍ୟର ଆର୍ଥିକ ଶକ୍ତି ଓ ସାମାଜିକ ପ୍ରଗତିର ଏକ ସକାରାତ୍ମକ ଚିତ୍ର ଉପସ୍ଥାପନ କରୁଛି । ମୁଁ ଆନନ୍ଦିତ ଯେ ଓଡ଼ିଶାର ନେଟ୍ ଷ୍ଟେଟ୍ ଡୋମେଷ୍ଟିକ୍ ପ୍ରଡକ୍ଟ (NSDP) ୨୦୨୩-୨୪ରେ ୬.୯୯ ଲକ୍ଷ କୋଟିରୁ ୨୦୨୪-୨୫ରେ ଅନୁମାନିତ ୭.୯୦ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି, ଯାହାର ବୃଦ୍ଧି ହାର ୧୩.୦୪ ପ୍ରତିଶତରେ ପହଞ୍ଚିଛି । ପ୍ରତି ବ୍ୟକ୍ତି NSDP ୧,୬୮,୯୬୬ ଟଙ୍କା ହୋଇଛି, ଯାହା ଲୋକଙ୍କ ଆୟ ବୃଦ୍ଧି ଓ ଜୀବନଧାରଣର ମାନ ଉନ୍ନତିକୁ ପ୍ରତିଫଳିତ କରୁଛି । କୃଷି ଆମର ବିକାଶ ରଣନୀତିର ଏକ ମୂଳ ସ୍ତମ୍ଭ ରହିଛି। ଦେଶରେ ସୂର୍ଯ୍ୟମୁଖୀ ଉତ୍ପାଦନରେ ଓଡ଼ିଶା ଶୀର୍ଷ ତିନି ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି, ଯାହା କୃଷି କ୍ଷେତ୍ରରେ ରାଜ୍ୟର ଶକ୍ତିଶାଳୀ ଅବଦାନକୁ ଦର୍ଶାଉଛି । ବ୍ୟାଙ୍କ୍ ଡିପୋଜିଟ୍ ୫.୮୩ ଲକ୍ଷ କୋଟିରେ ପହଞ୍ଚିଛି, ଯାହା ସଞ୍ଚୟ ଓ ନିବେଶକୁ ଦୃଢ କରୁଛି। ଆମର ଆର୍ଥିକ ସ୍ଥିତି ଦୃଢ଼ ରହିଛି, ଯାହା ଇନଫ୍ରାଷ୍ଟକଚର, ଶିକ୍ଷା ଓ ସାମାଜିକ କଲ୍ୟାଣରେ ନିରନ୍ତର ନିବେଶକୁ ସମ୍ଭବ କରୁଛି । ଓଡ଼ିଶାର ଏହି ପ୍ରଗତି ନିଶ୍ଚିତ ଭାବେ ଗର୍ବର ବିଷୟ। ଆମେ ସମସ୍ତେ ମିଶି ଏହି ଯାତ୍ରାକୁ ଆହୁରି ଆଗକୁ ନେବା ।

Previous Post

ଆତ୍ମବିଶ୍ୱାସୀ ଭାରତ, ବିଶ୍ୱ ପାଇଁ ଆଶାର କିରଣ : ମୋଦୀ

Next Post

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ଓ କୃଷୋନ୍ନତି ଯୋଜନାର ସମୀକ୍ଷା କଲେ କେନ୍ଦ୍ର କୃଷି ମନ୍ତ୍ରୀ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.