• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଶ୍ୱ ଦରବାରରେ ଓଡ଼ିଶାର ପଟ୍ଟଚିତ୍ର ପ୍ରଦର୍ଶିତ

FNN WEB by FNN WEB
January 30, 2026
in ଓଡ଼ିଶା, ମୁଖ୍ୟ ଖବର
0
ବିଶ୍ୱ ଦରବାରରେ ଓଡ଼ିଶାର ପଟ୍ଟଚିତ୍ର ପ୍ରଦର୍ଶିତ
0
SHARES
5
VIEWS

୪୦ରୁ ଅଧିକ ଦେଶର ପ୍ରତିନିଧିଙ୍କୁ ଭେଟି ଦେଲେ ଭାରତ ନିର୍ବାଚନ ଆୟୋଗ

ଭୁବନେଶ୍ୱର: ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ସମ୍ମିଳନୀ ‘ଆଇଆଇସିଡ଼ିଇଏମ-୨୦୨୬’ରେ ଓଡ଼ିଶାର କଳା ଓ ସଂସ୍କୃତିର ଜୟଯାତ୍ରା ଦେଖିବାକୁ ମିଳିଛି। ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଆୟୋଜିତ ଏହି ଆନ୍ତର୍ଜାତୀୟ ସମ୍ମିଳନୀରେ ଓଡ଼ିଶାର ବିଶ୍ୱପ୍ରସିଦ୍ଧ ‘ପଟ୍ଟଚିତ୍ର’କୁ ଏକ ସ୍ୱତନ୍ତ୍ର ସାଂସ୍କୃତିକ ଉପହାର ଭାବେ ପ୍ରଦର୍ଶିତ କରାଯାଇଛି। ​ଜାନୁଆରୀ ୨୧ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ସମ୍ମିଳନୀରେ ବିଶ୍ୱର ପ୍ରାୟ ୭୦ରୁ ଅଧିକ ଦେଶର ପ୍ରତିନିଧି ଦଳ ଯୋଗ ଦେଇଥିଲେ। ଏହି ଅବସରରେ ଆନ୍ତର୍ଜାତୀୟ ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମ ଅଧୀନରେ ୪୦ରୁ ଅଧିକ ଦେଶର ମୁଖ୍ୟ ପ୍ରତିନିଧିମାନଙ୍କୁ ଭାରତର ସମୃଦ୍ଧ ଐତିହ୍ୟର ପ୍ରତୀକ ସ୍ୱରୂପ ଓଡ଼ିଶାର ପଟ୍ଟଚିତ୍ର ପ୍ରଦାନ କରାଯାଇଥିଲା। ଏହି କଳାକୃତିରେ ଭଗବାନ ଶ୍ରୀକୃଷ୍ଣଙ୍କ ଦିବ୍ୟ ‘ରାସଲୀଳା’ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ବିଭିନ୍ନ ବେଶ ଅତି ସୁନ୍ଦର ଭାବେ ଚିତ୍ରିତ ହୋଇଛି।
​
​ସୂଚନାଯୋଗ୍ୟ ଯେ, ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାର ୨୦୨୫ ଡିସେମ୍ବରରେ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ପୁରୀଜିଲ୍ଲା ରଘୁରାଜପୁରର ଶିଳ୍ପୀମାନଙ୍କ ନିଖୁଣ କାରୁକାର୍ଯ୍ୟ ଦେଖି ଅଭିଭୂତ ହୋଇଥିଲେ। ଶ୍ରୀମନ୍ଦିର ଓ କୋଣାର୍କ ପରିଦର୍ଶନ ସାରି ଫେରିବା ବାଟରେ ସେ ରଘୁରାଜପୁରର କାରିଗରମାନଙ୍କ ଅସାଧାରଣ ପ୍ରତିଭା ଦେଖି ଏହାକୁ ବିଶ୍ୱସ୍ତରୀୟ ସମ୍ମିଳନୀରେ ସ୍ଥାନ ଦେବାକୁ ନିଷ୍ପତ୍ତି ନେଇଥିଲେ।
​
​ଦଶମ ଶତାବ୍ଦୀରୁ ଚାଲିଆସୁଥିବା ଏହି ପ୍ରାଚୀନ ସ୍କ୍ରୋଲ୍-ପେଣ୍ଟିଂ ପରମ୍ପରା ଆଜି ବି ଓଡ଼ିଶାରେ ଜୀବନ୍ତ ରହିଛି। ପ୍ରାକୃତିକ ରଙ୍ଗ ଓ କପଡ଼ା ବ୍ୟବହାର କରି ପ୍ରସ୍ତୁତ ଏହି କଳାକୃତି ବର୍ତ୍ତମାନ ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସା ସାଉଁଟିବାରେ ଲାଗିଛି। ଆଇଆଇସିଡ଼ିଇଏମ-୨୦୨୬ରେ ଏହାର ପ୍ରଦର୍ଶନ ଓଡ଼ିଶାର ସାଂସ୍କୃତିକ ଗୌରବକୁ ଆହୁରି ଦ୍ୱିଗୁଣିତ କରିଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏହି ସମ୍ମିଳନୀରେ ଓଡ଼ିଶାରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର ଏସ ଗୋପଳନ, ଅତିରିକୁ ସିଇଓ ସୁଶାନ୍ତ କୁମାର ମିଶ୍ର,ଡେପୁଟି ସିଇଓ ଡ଼. ଲକ୍ଷ୍ମୀପ୍ରସାଦ ସାହୁ, ଡେପୁଟି ସିଇଓ ଶ୍ରୀମତୀ ଅନାମିକା ସିଂ ଏବଂ ବିତ୍ତ ପରାମର୍ଶଦାତା ଶ୍ରୀ ସଞ୍ଜୟ କୁମାର ଲୁଗୁନ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଭାରତ ମସଲା ପରିସରରେ ୭୭ତମ ଗଣତନ୍ତ୍ର ଦିବସ

Next Post

ରାଜ୍ୟସ୍ତରୀୟ ଶହୀଦ ଦିବସରେ ଜାତିର ଜନକଙ୍କୁ ଶ୍ରଦ୍ଧାସୁମନ

FNN WEB

FNN WEB

Next Post
ରାଜ୍ୟସ୍ତରୀୟ ଶହୀଦ ଦିବସରେ ଜାତିର ଜନକଙ୍କୁ ଶ୍ରଦ୍ଧାସୁମନ

ରାଜ୍ୟସ୍ତରୀୟ ଶହୀଦ ଦିବସରେ ଜାତିର ଜନକଙ୍କୁ ଶ୍ରଦ୍ଧାସୁମନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.