• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୭ରୁ ବିଧାନସଭା ଅଧିବେଶନ, ୨୦ରେ ରାଜ୍ୟ ବଜେଟ୍‌

FNN WEB by FNN WEB
January 30, 2026
in ଓଡ଼ିଶା, ମୁଖ୍ୟ ଖବର
0
୧୩ରୁ ବିଧାନସଭାର ଅଧିବେଶନ, ୧୭ରେ ବଜେଟ୍‌
0
SHARES
10
VIEWS

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ୨୮ଦିନିଆ ବଜେଟ୍ ଅଧିବେଶନ ଆସନ୍ତା ୧୭ତାରିଖରୁ ଆରମ୍ଭ ହେବ । ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ଫେବୃୟାରୀ ୨୦ତାରିଖରେ ଗୃହରେ ଉପସ୍ଥାପିତ ହେବ । ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟ୍ଟିଙ୍କ ଅଭିଭାଷଣରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବ । ବିଧାନସଭାର ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଫେବୃୟାରୀ ୧୭ରୁ ୨୪ ଓ ମାର୍ଚ୍ଚ ୯ରୁ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି । ବିଧାନସଭା ସଚିବାଳୟ ପକ୍ଷରୁ ଏନେଇ ବିଧିବଦ୍ଧ କାର୍ଯ୍ୟସୂଚୀ ଜାରି ହୋଇଛି ।

ରାଜ୍ୟ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫେବୃୟାରୀ ୨୦ତାରିଖରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ । କ୍ରମାଗତ ତୃତୀୟଥର ପାଇଁ ଶ୍ରୀ ମାଝୀ ବିଧାନସଭାରେ ବାର୍ଷିକ ବଜେଟ୍ ଆଗତ କରିବେ । ବଜେଟ୍ ଉପରେ ଫେବୃୟାରୀ ୨୩ ଓ ୨୪ତାରିଖ ଦୁଇଦିନ ଧରି ସାଧାରଣ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ପଂଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଚଳିତ ବଜେଟରେ ଗ୍ରାମାଂଚଳର ଭିତ୍ତିଭୂମି ବିକାଶ ସମେତ ସାମାଜିକ କଲ୍ୟାଣ ଆଦି ଉପରେ ଅଧିକ ଗୁରୁତ୍ୱ ଦିଆଯାଇପାରେ ବୋଲି ଜଣାପଡ଼ିଛି । ଚଳିତଥର ରାଜ୍ୟ ବଜେଟ୍ ପରିମାଣ ୩ଲକ୍ଷ କୋଟି ଟଙ୍କା ଛୁଇଁବ ବୋଲି ଆକଳନ ହୋଇଛି । ବଜେଟକୁ ଗୃହର ଅନୁମୋଦନ ପାଇଁ ମାର୍ଚ୍ଚ ୩୧ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ ହେବାର କାର୍ଯ୍ୟକ୍ରମ ରହିଛି ।

ବିଧାନସଭାର ୨୮ଦିନିଆ ବଜେଟ୍ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ବସିବ । ପ୍ରଥମ ପର୍ଯ୍ୟାୟରେ ଫେବୃୟାରୀ ୧୭ରୁ ୨୪ତାରିଖ ପର୍ଯ୍ୟନ୍ତ ଚାଲିବ । ଫେବୃୟାରୀ ୨୫ରୁ ମାର୍ଚ୍ଚ ୮ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ରହିବ । ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ଡଃ କମ୍ଭମପାଟି ଗୃହରେ ଅଭିଭାଷଣ ରଖିବେ । ଫେବୃଆରୀ ୧୮ ଓ ୧୯ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ହୋଇ ତା’ଉପରେ ଆଲୋଚନା କରାଯିବ । ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୯ରୁ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ବସିବାର କାର୍ଯ୍ୟକ୍ରମ ରହିଛି । ଏହି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭର ପ୍ରଥମଦିନରେ ବିିଭିନ୍ନ ବିଭାଗୀୟ ସ୍ଥାୟୀ କମିଟିର ରିପୋର୍ଟ ଉପସ୍ଥାପନ ସହ ମାର୍ଚ୍ଚ ୧୦ରୁ ୩୦ତାରିଖ ପର୍ଯ୍ୟନ୍ତ ବିଭାଗୀୟ ଖର୍ଚ୍ଚଦାବି ଉପରେ ଆଲୋଚନାର କାର୍ଯ୍ୟକ୍ରମ ରହିଛି ।

Previous Post

ରାଜ୍ୟସ୍ତରୀୟ ଶହୀଦ ଦିବସରେ ଜାତିର ଜନକଙ୍କୁ ଶ୍ରଦ୍ଧାସୁମନ

Next Post

ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.