• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହାପ୍ରଭୁ ଲିଙ୍ଗରାଜଙ୍କ ମହାଶିବରାତ୍ରୀଙ୍କ ପର୍ବ ସମନ୍ୱୟ ବୈଠକ ଅନୁଷ୍ଠିତ

FNN WEB by FNN WEB
January 31, 2026
in ଓଡ଼ିଶା, ମୁଖ୍ୟ ଖବର
0
ମହାପ୍ରଭୁ ଲିଙ୍ଗରାଜଙ୍କ ମହାଶିବରାତ୍ରୀଙ୍କ ପର୍ବ ସମନ୍ୱୟ ବୈଠକ ଅନୁଷ୍ଠିତ
0
SHARES
8
VIEWS

ଭୁବନେଶ୍ୱର: ଲିଙ୍ଗରାଜ ମହାପ୍ରଭୁଙ୍କ ଚଳିତ ବର୍ଷ ପ୍ରସିଦ୍ଧ ମହାଶିବ ରାତ୍ରି ପର୍ବ ଅବସରରେ ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଏକ ସମନ୍ୱୟ କମିଟି ବୈଠକ ସର୍କିଟ ହାଉସ୍‌ରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭୁବନେଶ୍ୱର-ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଭୁବନେଶ୍ୱର ମହାନଗର ମେୟର ଶ୍ରୀମତୀ ସୁଲୋଚନା ଦାସ, ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ ।

ବୈଠକ ପ୍ରାରମ୍ଭରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ଜେନା ସମସ୍ତଙ୍କୁ ସ୍ୱାଗତ କରିବା ସହ ସମନ୍ୱୟ ବୈଠକରେ ଚିଠା ପ୍ରସ୍ତାବ ଉପସ୍ଥାପନ କରିଥିଲେ । ଆସନ୍ତା ୧୫ ତାରିଖରେ ଜାଗର ପଡୁଥିବା ବେଳେ ଉକ୍ତ ଦିନ ପ୍ରାତଃ ୩ ଘଟିକା ସମୟରେ ମନ୍ଦିର ଖୋଲାଯାଇ ଆବଶ୍ୟକୀୟ ନୀତି କରାଯିବା ପାଇଁ ସମୟ ନିର୍ଦ୍ଧାରଣ କରାଯାଇଛି । ଏଥିପାଇଁ ଧାର୍ଯ୍ୟ ସମୟରେ ନୀତି ସମ୍ପାଦନ କରିବା ପାଇଁ ସମ୍ପୃକ୍ତ ସେବାୟତ ମାନଙ୍କ ସହଯୋଗ ଲୋଡ଼ାଯାଇଛି । ସେହିଭଳି ମନ୍ଦିର ଭିତରେ ଭକ୍ତ ମାନଙ୍କ ସୁବିଧା ପାଇଁ ବ୍ୟାରିକେଡିଂ, ସୌନ୍ଦର୍ଯ୍ୟକରଣ ବ୍ୟବସ୍ଥା କାର୍ଯ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ଉପରେ ନ୍ୟସ୍ତ କରାଯାଇଛି । ଅନ୍ୟପକ୍ଷରେ ମନ୍ଦିର ଚାରିପାଖରେ ଆଲୋକୀକରଣ, ମୌନି ଘାଟ ସଫେଇ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଖୋଲିବା, ଆମ୍ବୁଲାନ୍ସ ମହଜୁଦ, ସାଇନେଜ ଓ ଅସ୍ଥାୟୀ ଶୌଚାଳୟ ନିର୍ମାଣ ପାଇଁ ବିଏମସିକୁ ଦାୟିତ୍ୱ ଦିଆଯାଇଛି । ସେହିଭଳି ଭକ୍ତଙ୍କ ପାଇଁ ସେଡ ନିର୍ମାଣ, ବିଦ୍ୟୁତ ସଂଯୋଗ, ପାନୀୟ ଜଳ ଯୋଗାଣ, ପୁଲିସ ମୁତୟନ,ଟ୍ରାଫିକ ନିୟନ୍ତ୍ରଣ ଓ ଶାନ୍ତି ଶୃଙ୍ଖଳା ରକ୍ଷା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ସୂଚନା କେନ୍ଦ୍ର, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ଆଶୁ ଆରୋଗ୍ୟ କେନ୍ଦ୍ର ପ୍ରତିଷ୍ଠା, ରେଡ଼କ୍ରସ ଓ ଅନ୍ୟାନ୍ୟ ସ୍ବେଛାସେବୀ ମୁତୟନ ଆଦି କରିବା ପାଇଁ ବୈଠକରେ ଆଲୋଚନା ହୋଇଛି ।

ଉକ୍ତ ବୈଠକରେ ଉଭୟ ବିଧାୟକ ଓ ମେୟର ଚଳିତ ବର୍ଷର ଜାଗର ଯାତ୍ରାକୁ ମହାଆଡ଼ମ୍ବରରେ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଭକ୍ତ ମାନଙ୍କ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରିବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ସେହିଭଳି ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ମଧ୍ୟ ଦାୟିତ୍ୱ ସମ୍ପାଦନ କରିବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଉପଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ,ବିଭାଗୀୟ ଅଧିକାରୀ ଓ ବିଭିନ୍ନ ନିଯୋଗର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଆର୍ଟ ଅଫ୍‍ ଗିଭିଂର ପ୍ରୟାସ: କିଟ୍‍ ରେ ବିଶାଳ ରକ୍ତଦାନ ଶିବିର

Next Post

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.