• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
January 31, 2026
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ପ୍ରତ୍ୟେକ ଜିଲ୍ଲା ସଦର ମହକୁମା ବହି ଦୋକାନରେ ଉପଲବ୍ଧ ହେବ
ଭୁବନେଶ୍ୱର : ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ (Reference Book) ଗୁଡିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡିକ ମଧ୍ୟରେ ଗଣିତ, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଜୀବ ବିଜ୍ଞାନ ଆଜି ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି ।

ସୂଚନାଯୋଗ୍ୟଯେ, ଓଡ଼ିଆ ଭାଷାରେ ଏହିଭଳି ବହି ଆଗରୁ ନଥିବାରୁ ରାଜ୍ୟ ସରକାର ପ୍ରତ୍ୟେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୧୦ ରୁ ୨୦ ଟି ବହି ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଉଚ୍ଚ ଶିକ୍ଷା ବିଦ୍ୟାଳୟର ଗ୍ରନ୍ଥାଳୟରେ ଏହି ବହି ଉପଲବ୍ଧ ହେବ ଓ ପିଲାମାନେ ଏହାକୁ ପଢ଼ି ପାରିବେ । ଏହି ପୁସ୍ତକ ଗୁଡ଼ିକ ପ୍ରତ୍ୟେକ ଜିଲ୍ଲାର ସଦର ମହକୁମାରେ ବିଭିନ୍ନ ଦୋକାନରେ ଉପଲବ୍ଧ ହେବା ପାଇଁ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା ପ୍ରଚେଷ୍ଟା କରିବ । ଏହି ପୁସ୍ତକ ସମୁଦାୟ ୭୦୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧,୨୦, ୦୦୦ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ହେବ ବୋଲି ସୂଚନା ମିଳିଛି ।

ପରବର୍ତ୍ତୀ ପର୍ଯ୍ୟାୟରେ ଦ୍ଵାଦଶ ଶ୍ରେଣୀ ପାଇଁ ମଧ୍ୟ ଓଡ଼ିଆ ଭାଷାରେ ବିଜ୍ଞାନ ପୁସ୍ତକ ପ୍ରସ୍ତୁତ କରିବାର ଯୋଜନା ରହିଛି । ଏହାଫଳରେ ପ୍ରାଥମିକ ଶିକ୍ଷାରୁ ଉଚ୍ଚ ବୈଷୟିକ ଶିକ୍ଷା ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରର ଛାତ୍ରଛାତ୍ରୀମାନଙ୍କ ପାଇଁ ଓଡ଼ିଆ ଭାଷାରେ ସନ୍ଦର୍ଭ ପୁସ୍ତକ ଉପଲବ୍ଧ କରିବା ପାଇଁ ଏକ ବଳିଷ୍ଠ ପଦକ୍ଷେପ ହେବ ।

ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଆଇନ, ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଉଚ୍ଚଶିକ୍ଷା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡିକେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ବତ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଏନ୍ ଥିରୁମାଲା ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ମହାପ୍ରଭୁ ଲିଙ୍ଗରାଜଙ୍କ ମହାଶିବରାତ୍ରୀଙ୍କ ପର୍ବ ସମନ୍ୱୟ ବୈଠକ ଅନୁଷ୍ଠିତ

Next Post

୩ ବାଇକ୍‌କୁ ପିଟିଲା ଟ୍ରକ୍‌: ୫ ମୃତ

FNN WEB

FNN WEB

Next Post
୩ ବାଇକ୍‌କୁ ପିଟିଲା ଟ୍ରକ୍‌: ୫ ମୃତ

୩ ବାଇକ୍‌କୁ ପିଟିଲା ଟ୍ରକ୍‌: ୫ ମୃତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.