• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ଏବଂ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
February 2, 2026
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରଧାନମନ୍ତ୍ରୀ ଏବଂ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
0
SHARES
4
VIEWS

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶାର ରେଳ ଭିତ୍ତିଭୂମିର କାୟାକଳ୍ପ ପାଇଁ ଚଳିତ ବଜେଟ୍‌ରେ ରେକର୍ଡ ୧୦,୯୨୮ କୋଟି ଟଙ୍କା ବରାଦ କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ଅଶେଷ ଧନ୍ୟବାଦ ବୋଲି ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ମାଧ୍ୟମରେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ପ୍ରଗତି ପ୍ରତି କେନ୍ଦ୍ର ସରକାରଙ୍କ ଏହି ଦୂରଦୃଷ୍ଟିସମ୍ପନ୍ନ ପଦକ୍ଷେପ ‘ସମୃଦ୍ଧ ଓଡ଼ିଶା’ ଗଠନ ସଂକଳ୍ପକୁ ଆହୁରି ସୁଦୃଢ଼ କରିଛି। ବର୍ତ୍ତମାନ ରାଜ୍ୟରେ ପ୍ରାୟ ୯୦,୬୫୯ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଥିବା ବେଳେ ଗତ ୧୧ ବର୍ଷ ମଧ୍ୟରେ ୨,୨୦୦ କିଲୋମିଟର ନୂତନ ରେଳ ଲାଇନ ସ୍ଥାପିତ ହେବା ଆମ ବିକାଶ ଯାତ୍ରାର ଏକ ଗୌରବମୟ ସଫଳତା। ଏହା ସହ ରାଜ୍ୟରେ ୬ଟି ବନ୍ଦେ ଭାରତ ଏବଂ ୬ଟି ଅମୃତ ଭାରତ ଟ୍ରେନର ସଫଳ ଚଳାଚଳ ଯୋଗାଯୋଗ ବ୍ୟବସ୍ଥାକୁ ଉନ୍ନତ କରିବା ସହ ସାଧାରଣ ଜନତାଙ୍କ ଯାତ୍ରାକୁ ଅଧିକ ସୁଗମ ଓ ଆରାମଦାୟକ କରିଛି।

ଚଳିତ ବଜେଟରେ ଅନୁମୋଦିତ ‘ପୂର୍ବ-ପଶ୍ଚିମ ପରିବହନ କରିଡର’ ଓଡ଼ିଶାର ଶିଳ୍ପ ଓ ବାଣିଜ୍ୟିକ କ୍ଷେତ୍ରରେ ଏକ ନୂତନ ଯୁଗର ସୂତ୍ରପାତ କରିବ ବୋଲି ମୋର ଦୃଢ଼ ବିଶ୍ୱାସ। କେବଳ ଭିତ୍ତିଭୂମି ନୁହେଁ, ବରଂ ପରିବେଶ ଓ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ମଧ୍ୟ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। ରେଳ ପଥରେ ହାତୀ ମୃତ୍ୟୁ ରୋକିବା ପାଇଁ AI-ଭିତ୍ତିକ ଥର୍ମାଲ କ୍ୟାମେରା ଓ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ବନ୍ୟଜନ୍ତୁଙ୍କ ସୁରକ୍ଷା ଦିଗରେ ଏକ ଆଦର୍ଶ ସୃଷ୍ଟି କରିବ। ଓଡ଼ିଶାର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ସମସ୍ତ ପ୍ରକାର ସହଯୋଗ ପ୍ରଦାନ କରିବାକୁ ପ୍ରତିବଦ୍ଧ। ଆମର ଏହି ମିଳିତ ପ୍ରୟାସରେ ଓଡ଼ିଶା ନିଶ୍ଚିତ ଭାବେ ଏକ ପ୍ରଗତିଶୀଳ ଏବଂ ‘ସମୃଦ୍ଧ ରାଜ୍ୟ’ରେ ପରିଣତ ହେବ।

Previous Post

ନୂଆ ରୂପ ପାଇବ ମିଶନ ଶକ୍ତି:ମିଳିବ ନୂଆ ୟୁନିଫର୍ମ ଓ ସ୍ମାର୍ଟ ଫୋନ୍

Next Post

ରାୟଗଡ଼ା ଜିଲ୍ଲାରେ ୧୦୯ ପ୍ରକଳ୍ପର ଶୁଭାରମ୍ଭ

FNN WEB

FNN WEB

Next Post
ରାୟଗଡ଼ା ଜିଲ୍ଲାରେ ୧୦୯ ପ୍ରକଳ୍ପର ଶୁଭାରମ୍ଭ

ରାୟଗଡ଼ା ଜିଲ୍ଲାରେ ୧୦୯ ପ୍ରକଳ୍ପର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.