• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅନ୍ତର୍ଜାତୀୟ ସାଂସ୍କୃତିକ ମହୋତ୍ସବରେ ଯୋଗଦେବା ପାଇଁ ରୋମାନିଆ ଯିବେ କିସ୍‍ର ୧୦ ଛାତ୍ରୀଛାତ୍ରୀ

FNN WEB by FNN WEB
February 4, 2026
in ଓଡ଼ିଶା, ମୁଖ୍ୟ ଖବର
0
ଅନ୍ତର୍ଜାତୀୟ ସାଂସ୍କୃତିକ ମହୋତ୍ସବରେ ଯୋଗଦେବା ପାଇଁ ରୋମାନିଆ ଯିବେ କିସ୍‍ର ୧୦ ଛାତ୍ରୀଛାତ୍ରୀ
0
SHARES
12
VIEWS

ଭୁବନେଶ୍ବର: ଓଡ଼ିଶାର ଜନଜାତି ଭାଷାରେ ପରିବେଷଣ ହେବ ପ୍ରଖ୍ୟାତ ନାଟ୍ୟକାର ସେକ୍‍ସପିଅରଙ୍କ ନାଟକ । ରୋମାନିଆରେ ଏହି ନାଟକ ପରିବେଷଣ କରିବେ କିସ୍‍ର ଛାତ୍ରଛାତ୍ରୀ। ଏଥିପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି । ଏଥିରେ ସାମିଲ ହୋଇଛନ୍ତି କିସ୍‍ର ୧୦ଜଣ ପିଏଚ୍‍ଡି, ସ୍ନାତକ, ସ୍ନାତକୋତ୍ତର ଓ ବିବିଏ ପଢ଼ୁଥିବା ଛାତ୍ରଛାତ୍ରୀ । ଆସନ୍ତା ମେ ମାସରେ ରୋମାନିଆର କ୍ରାୟୋଭା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ସେକ୍‍ସପିଅର ମହୋତ୍ସବରେ ଏହି ଛାତ୍ରଛାତ୍ରୀମାନେ ଯୋଗଦେଇ ସେକ୍‍ସପିଅରଙ୍କ ନାଟକକୁ ଜନଜାତି ଭାଷାରେ ପରିବେଷଣ କରିବେ । ବିଶ୍ୱ ରଙ୍ଗମଞ୍ଚରେ କିସ୍‍ ଛାତ୍ରଛାତ୍ରୀ ସେମାନଙ୍କ ନିଜସ୍ୱ ଭାଷାରେ ୩ଟି ସେକ୍‍ସପିଅର ନାଟକ ପରିବେଷଣ କରିବେ । ଏହା କିସ୍‍, ଜନଜାତି ସମାଜ ଓ ସମଗ୍ର ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କୁହାଯାଉଛି । ଏବେ ଛାତ୍ରଛାତ୍ରୀମାନେ ନାଟକ ଅଭ୍ୟାସ ଆରମ୍ଭ କରିଛନ୍ତି । ଦୀର୍ଘ ଦୁଇମାସ ଧରି ସେମାନେ ରୋମାନିଆରେ ରହି ପୁନର୍ବାର ନାଟକ ଅଭ୍ୟାସ ଜାରି ରଖିବେ ଓ ପରିବେଷଣ କରିବେ । କୌଣସି ଶିକ୍ଷାନୁଷ୍ଠାନରୁ ଛାତ୍ରଛାତ୍ରୀ ସେକ୍‍ସପିଅରଙ୍କ ନାଟକ ଶିଖି ଅନ୍ତର୍ଜାତୀୟ ମଞ୍ଚରେ ଅଭିନୟ କରିବା ଭାରତରେ ପ୍ରଥମ ବୋଲି କୁହାଯାଉଛି । ଏଥିରେ ଖୁସିବ୍ୟକ୍ତ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ସାମନ୍ତ କହିଛନ୍ତି, କିସ୍‍ ଛାତ୍ରଛାତ୍ରୀମାନେ ପୂର୍ବରୁ କ୍ରୀଡ଼ା ଓ ଶିକ୍ଷା ଆଦି କ୍ଷେତ୍ରରେ ଦେଶ ବିଦେଶ ଯାଇ ସୁନାମ ଆଣୁଥିଲେ । ଏବେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଅନ୍ତର୍ଜାତୀୟସ୍ତରରେ ସୁନାମ ଆଣିବେ । ଏହା ସମସ୍ତଙ୍କ ପାଇଁ ଖୁସିର ବିଷୟ ।

Previous Post

ବିଶ୍ବ କର୍କଟ ଦିବସରେ ସଚେତନତା କାର୍ଯ୍ୟକ୍ରମ

Next Post

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୀତିନୀତି ନେଇ ଆଲୋଚନା

FNN WEB

FNN WEB

Next Post
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୀତିନୀତି ନେଇ ଆଲୋଚନା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୀତିନୀତି ନେଇ ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.