• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପର୍ଯ୍ୟଟନ କାରାଭାନ ଲୋକାର୍ପିତ

FNN WEB by FNN WEB
February 4, 2026
in ଓଡ଼ିଶା, ମୁଖ୍ୟ ଖବର
0
ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପର୍ଯ୍ୟଟନ କାରାଭାନ ଲୋକାର୍ପିତ
0
SHARES
4
VIEWS

ନୂତନ ସ୍ଥାନ ବୁଲିଯିବା ଆନନ୍ଦ ସହ ସୁରକ୍ଷିତ ଓ ଆନନ୍ଦଦାଯକ ଯାତ୍ରା ପ୍ରଦାନ ଉପରେ ଗୁରୁତ୍ଵାରୋପ

ଭୁବନେଶ୍ବର : ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ପର୍ଯ୍ୟଟନ କାରାଭାନକୁ ଲୋକାର୍ପିତ କରିଛନ୍ତି । ଶାନ୍ତିସ୍ତୂପ ଧଉଳି ଠାରେ ଏହି ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାରାଭାନ ମାଧ୍ୟମରେ ନିଜ ସ୍ବଚ୍ଛନ୍ଦରେ ପର୍ଯ୍ୟଟକ ମାନେ ଭ୍ରମଣ କରିବାର ମଜ୍ଜା ନେଇପାରିବେ । ନିଜେ କିମ୍ବା ନିଜ ପରିବାର ଓ ବନ୍ଧୁମାନଙ୍କ ସହ ବିଭିନ୍ନ ସ୍ଥାନକୁ ଯାଇ ସେଠାକାର ଖାଦ୍ୟପେୟ, ସଂସ୍କୃତି ଏବଂ ପର୍ଯ୍ୟଟନ ସ୍ଥଳୀ ଭ୍ରମଣ କରିବାର ସୁଯୋଗ ପାଇପାରିବେ । ଏହାକୁ ଉଦଘାଟନ କରି ଶ୍ରୀମତୀ ପରିଡା କହିଲେ ଯେ ଏହି କାରାଭାନ୍‌ ଟୁରିଜିମ୍‌ ୟୁରୋପୀୟ ଦେଶରେ ମଧ୍ୟ ଖୁବ୍‌ ଲୋକପ୍ରିୟ ଏବଂ ଏ କ୍ଷେତ୍ରରେ ଆମର ଅନନ୍ୟ ପ୍ରୟାସ ଯୁବ ପର୍ଯ୍ୟଟକ ଏବଂ ଦୁଃସାହସିକ ଏବଂ ପ୍ରକୃତି ଆଧାରିତ ପର୍ଯ୍ୟଟକପ୍ରେମୀଙ୍କୁ ଆକର୍ଷିତ କରିବ । ଏହି କାରାଭାନ୍‌ ଯାତ୍ରା ବିଶେଷ ଭାବରେ ଶାନ୍ତ, କାନ୍ତ, କମନୀୟ ପ୍ରାକୃତିକ ସୌନ୍ଦର୍ଯ୍ୟଭରା ସ୍ଥାନଗୁଡ଼ିକରେ ନୂତନ ଅଭିଜ୍ଞତା ଆଣିଦେବ ବୋଲି ସେ କହିଛନ୍ତି ।

ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭୁବନେଶ୍ବର-ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ କହିଲେ ଯେ ଏହାଦ୍ବାରା ପର୍ଯ୍ୟଟନ କ୍ଷେତ୍ର ପରିବ୍ୟାପ୍ତ ହେବା ସହ ସୁଖଦ ଓ ସୁରକ୍ଷିତ ଯାତ୍ରା ଲକ୍ଷ୍ୟ ହାସଲ ଦିଗରେ ସହାୟକ ହୋଇପାରିବ । ସରକାରଙ୍କ ଏହି ପଦକ୍ଷେପକୁ ସେ ପ୍ରଶଂସା କରିଥିଲେ । ସ୍ଵାଗତ ଭାଷଣ ପ୍ରଦାନ କରି ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ଦୀପଙ୍କର ମହାପାତ୍ର କହିଲେ ଯେ ନିଜ ସ୍ୱଚ୍ଛନ୍ଦରେ ପର୍ଯ୍ୟଟକମାନେ ପର୍ବତ୍ୟାଞ୍ଚଳଠାରୁ ଆରମ୍ଭ କରି ଦୁର୍ଗମ ଗ୍ରାମାଞ୍ଚଳକୁ ପରିଭ୍ରମଣ କରିପାରିବେ । ଯାହା ପର୍ଯ୍ୟଟକମାନଙ୍କୁ ଭ୍ରମଣଭିତ୍ତିକ ଆନନ୍ଦ ପ୍ରଦାନ କରିବ । ପର୍ଯ୍ୟଟନ ବିଭାଗ ପକ୍ଷରୁ ଏଥି ପାଇଁ ରାଜ୍ୟର ହୀରାକୁଦ, ଶିମିଳିପାଳ, ଦାରିଙ୍ଗବାଡ଼ି, ଦେଓମାଳି, ତାଳସାରି, ପେଣ୍ଠ, ମଙ୍ଗଳାଯୋଡ଼ି, ଯିରାଙ୍ଗ ଏବଂ ଅନ୍ୟାନ୍ୟ ମନୋରମ ସ୍ଥାନକୁ ଏହି କାରାଭାନ୍‌ ଟୁରିଜିମ୍‌ରେ ଅନ୍ତର୍ଭୁକ୍ତ କରାଯାଇଛି ।

ପର୍ଯ୍ୟଟନ ବିଭାଗ ଦ୍ୱାରା ଭାଏବିଲିଟି ଗ୍ୟାପ୍‌ ଫଣ୍ଡିଂ (VGF) ଅଧିନରେ ସ୍ୟାଣ୍ଡ ଏବଂ ପେବେଲ ଟୁରସ୍‌ ସଂସ୍ଥା ସହଯୋଗରେ ଏହି ଅଭିଯାନ ଆରମ୍ଭ ହୋଇଛି । ପ୍ରଥମେ ଏହି କାରାଭନ ବାଲେଶ୍ବରର ତାଳସାରି ଯିବ । ପ୍ରଥମେ ଯାତ୍ରା କରୁଥିବା ଦମ୍ପତି ଶ୍ରୀ ଅନ୍ନଦା ପ୍ରସାଦ ପାଢୀ ଏବ ଶ୍ରୀମତୀ ଅର୍ଚ୍ଚନା ପାଢୀଙ୍କୁ ଟିକେଟ ପ୍ରଦାନ କରାଯାଇଛି । ଏହି ଅବସରରେ ଭୁବନେଶ୍ବର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ନିରୂପମା ସାହୁ, ଧଉଳି ସରପଞ୍ଚ ଶ୍ରୀ ଚନ୍ଦନ ମଲ୍ଲିକ, ବିଭାଗୀୟ ଅଧିକାରୀ ପ୍ରମୁକ ଉପସ୍ଥିତ ଥିବା ବେଳେ ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀ ରୁଦ୍ର ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୀତିନୀତି ନେଇ ଆଲୋଚନା

Next Post

ଶ୍ୱେତଗଙ୍ଗାରେ ପିଣ୍ଡ ଦାନ କଲେ, ମହାପ୍ରଭୁଙ୍କ ଦର୍ଶନ କଲେ ରାଷ୍ଟ୍ରପତି

FNN WEB

FNN WEB

Next Post
ଶ୍ୱେତଗଙ୍ଗାରେ ପିଣ୍ଡ ଦାନ କଲେ, ମହାପ୍ରଭୁଙ୍କ ଦର୍ଶନ କଲେ ରାଷ୍ଟ୍ରପତି

ଶ୍ୱେତଗଙ୍ଗାରେ ପିଣ୍ଡ ଦାନ କଲେ, ମହାପ୍ରଭୁଙ୍କ ଦର୍ଶନ କଲେ ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.