• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶିଳ୍ପ ,ଦକ୍ଷତା ବିକାଶ ଏଵଂ ବୈଷୟିକ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀଙ୍କ ଦିନିକିଆ ଗଜପତି ଜିଲ୍ଲା ଗସ୍ତ

FNN WEB by FNN WEB
February 5, 2026
in ଓଡ଼ିଶା, ମୁଖ୍ୟ ଖବର
0
ଶିଳ୍ପ ,ଦକ୍ଷତା ବିକାଶ ଏଵଂ ବୈଷୟିକ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀଙ୍କ ଦିନିକିଆ ଗଜପତି ଜିଲ୍ଲା ଗସ୍ତ
0
SHARES
9
VIEWS

ପାରଳାଖେମୁଣ୍ଡି:ଆଜି ଶିଳ୍ପ,ଦକ୍ଷତା ବିକାଶ ଏଵଂ ବୈଷୟିକ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଶ୍ରୀଯୁକ୍ତ ସଂପଦ ଚନ୍ଦ୍ର ସ୍ୱାଇଁ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ ରେ ଆସି ଗୋସାଣୀ ବ୍ଲକ ଅନ୍ତର୍ଗତ ଗାରାବନ୍ଧ ଓ ଜଙ୍ଗଲପାଡୁ ଧାନ କ୍ରୟ ମଣ୍ଡି ପରିଦର୍ଶନ କରି ସ୍ଥାନୀୟ ଚାଷୀ ମାନଙ୍କ ସହିତ ଧାନ କ୍ରୟ ବିଷୟରେ ପଚାରି ବୁଝିଥିଲେ। ପରେ
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଧାନ କ୍ରୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ସମୀକ୍ଷା ବୈଠକରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ ,ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ ,ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ,ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ପ୍ରମୁଖ ଉପସ୍ଥିତରେ ଜିଲ୍ଲାର କାର୍ଯ୍ୟକାରୀ ହେଉଥିବା ଶିଳ୍ପ ,ଦକ୍ଷତା ବିକାଶ ଏଵଂ ବୈଷୟିକ ଶିକ୍ଷା ସମେତ ଚଳିତ ୨୦୨୫-୨୬ ଖରିଫ ବର୍ଷ ଧାନ କ୍ରୟ କରିବା ପାଇଁ ଆଲୋଚନା କରାଯାଇଥିଲା।
ଜିଲ୍ଳାର ୪୫ ଗୋଟି ମଣ୍ଡି ରେ ସୁଚାରୁ ରୁପେ ଧାନ କ୍ରୟ କରାଯାଉଛି। ନିକଟସ୍ଥ ପ୍ରାଥମିକ କୃଷି ସମବାୟ ସମିତି, ବୃହତ କାର କୃଷି ସମବାୟ ସମିତିରେ ପଞ୍ଜୀକରଣ ହୋଇଥିବା ସମସ୍ତ ଚାଷୀ ମାନଙ୍କ ଠାରୁ ଧାନ କ୍ରୟ କରିବା ପାଇଁ ବ୍ୟବସ୍ଥା ରହିଛି। ସେହିପରି ଧାନ କ୍ରୟ କରିବା ପାଇଁ ପୁଙ୍ଖାନୁୁପୁଙ୍ଖ ସମୀକ୍ଷା କରିବା ସହିତ ଚାଷୀଙ୍କ ଧାନ ସଠିକ ସମୟ ମଧ୍ୟରେ ଧାନ କିଣିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଧାନ କ୍ରୟ ସମୟରେ ବିଭଗର ସମସ୍ତ କର୍ମଚାରୀ ସଚେତନତା ରହି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଜିଲ୍ଲାରେ ଶିଳ୍ପ ସମୃଦ୍ଧି କରିବା ପାଇଁ ସରକାର ୭ ଗୋଟି ଶିଳ୍ପ କୁ ପ୍ରତିଷ୍ଠା କରିବା ପାଇଁ ମଞ୍ଜୁର କରିଛନ୍ତି। ଏହି ସମସ୍ତ ଶିଳ୍ପ ସମୟ ସୀମା ମଧ୍ୟରେ ସାରିବା ପାଇଁ ବିଭାଗୀୟ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ଶିଳ୍ପ ପ୍ରତିଷ୍ଠା ହେଲେ ଜିଲ୍ଲାର ବହୁ ସଂଖ୍ୟାରେ ଯୁବକ ଯୁବତୀ ନିଯୁକ୍ତି ପାଇପାରିବେ ବୋଲି ମାନ୍ୟବର ମନ୍ତ୍ରୀ କହିଥିଲେ। ପରେ ପଲିଟେକନିକ୍ କଲେଜ ପରିଦର୍ଶନ କରି ଛାତ୍ର ଛାତ୍ରଙ୍କ ସହିତ ଆଲୋଚନା କରିଥିଲେ ଓ ସେଠାରେ ଜିଲ୍ଲାର ପ୍ରଥମ ଉତ୍କର୍ଷ କେନ୍ଦ୍ର ସ୍ଥାପନ ପାଇଁ ଗୋଷଣା କରିଥିଲେ, ଯାହାରି ଫଳରେ ପିଲାଏ ପ୍ରଯୁକ୍ତିବିଦ୍ୟା,ବ୍ୟବସାୟ କିମ୍ବା ଦକ୍ଷତା ବଳରେ ନବ ସୃଜନ ମାନେ ଆଗେଇ ଆସିବେ ଓ ମାନକି କରଣ ସୁନିଶ୍ଚିତ କରିପାରିବେ ଓ ତାଲିମ୍ ପାଇ ଜ୍ଞାନ ଆହରଣ କରି ନିଜର କାର୍ଯ୍ୟ ଦକ୍ଷତା ରେ ଉନ୍ନତୀ କରିପାରିବେ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ।
ଆଜିର ଏହି ସମୀକ୍ଷା ବୈଠକରେଜିଲ୍ଲା ନିବନ୍ଧକ ଗଜପତି ଶ୍ରୀଯୁକ୍ତ ହରିହର ସେଠ୍,ସେକ୍ରେଟାରୀ, ସମବାୟ ସମିତି ପାରଳାଖେମୁଣ୍ଡି ଶ୍ରୀ ରେବତୀ ମୋହନ ରାଉତ ,ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ସୁହାନ୍ ଭୋଇ , ଜିଲ୍ଲା ଦକ୍ଷତା ବିକାଶ ଓ ନୀୟୋଜନ ଅଧିକାରୀ ଶ୍ରୀ ସୌଭାଗ୍ୟ ସ୍ମୃତି ରଞ୍ଜନ ତ୍ରୀପାଠୀ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଆମେରିକା ସହ ରାଜିନାମାରୁ ଓଡ଼ିଶା ଲାଭବାନ ହେବ : ମୁଖ୍ୟମନ୍ତ୍ରୀ

Next Post

ଆମପାଇଁ ‘ଦେଶ’ର ଅର୍ଥ କେବଳ ‘ଜାତୀୟ ସେବା’: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଆମେରିକା ସହ ରାଜିନାମାରୁ ଓଡ଼ିଶା ଲାଭବାନ ହେବ : ମୁଖ୍ୟମନ୍ତ୍ରୀ

ଆମପାଇଁ ‘ଦେଶ’ର ଅର୍ଥ କେବଳ ‘ଜାତୀୟ ସେବା’: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.