• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାଲ୍ୟ ବିବାହ ନିରୋଧକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ

FNN WEB by FNN WEB
February 7, 2026
in ଓଡ଼ିଶା, ମୁଖ୍ୟ ଖବର
0
ବାଲ୍ୟ ବିବାହ ନିରୋଧକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ
0
SHARES
0
VIEWS

ପାରଳାଖେମୁଣ୍ଡି: ନାଲସା ଜାଗୃତି ଯୋଜନା ଏବଂ ନାଲସା ଆଶା ଯୋଜନା ଅନୁଯାୟୀ ବାଲ୍ୟ ବିବାହ ନିରୋଧ ପାଇଁ ଆଇନରେ ରହିଥିବା ବିଭିନ୍ନ ଦିଗ ବିଷୟରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଆଜି ତା ୦୭.୦୨.୨୦୨୬ରିଖ ସକାଳ ୧୦:୩୦ ଘଟିକା ସମୟରେ ଗଜପତି ଜିଲ୍ଲା ଅନ୍ତର୍ଗତ ଗୋସାଣି ବ୍ଲକର ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ ହଲରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିମଳ ରାଉଳଙ୍କ ଅଧ୍ୟକ୍ଷତାରେ ତଥା ପାରଳାଖେମୁଣ୍ଡିସ୍ଥିତ ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ଜଷ୍ଟିସ କର୍ଣ୍ଣର ଚାରିଟେବଲ ଟ୍ରଷ୍ଟଙ୍କ ସହଯୋଗରେ
ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଅଦାଲତର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରୋସେକ୍ୟୁଟର ରାଜେଶ କୁମାର ମିଶ୍ର, କିଶୋର ନ୍ୟାୟ ବୋର୍ଡର ସଦସ୍ୟ ଶ୍ରୀମତୀ ଭାଗ୍ୟଲକ୍ଷ୍ମୀ ନାୟକ, ଗାରାବନ୍ଧ ଥାନାର ସବ ଇନ୍ସପେକ୍ଟର କୁମାରୀ ଅମ୍ବିକା ବେନିଆ, ଗୋସାଣି ବ୍ଲକର ଆଇ.ସି.ଡି.ଏସ. ସୁପରଭାଇଜର, ଶ୍ରୀମତୀ ତପସ୍ୱିନୀ ଜେନା ତଥା ପାରଳାଖେମୁଣ୍ଡି ସ୍ଥିତ ଜଷ୍ଟିସ କର୍ଣ୍ଣର ଚାରିଟେବଲ ଟ୍ରଷ୍ଟର ସମାଜସେବୀ ଜଗନ୍ନାଥ ଚୌଧୁରୀ

ପ୍ରମୁଖ ଉପସ୍ଥିତ ରହି ଶିଶୁ ସୁରକ୍ଷା ନେଇ ରହିଥିବା ଆଇନର ବିଭିନ୍ନ ଦିଗ ବିଷୟରେ ତର୍ଜମା କରିବା ସହ, ଜାତୀୟ ଆଇନ ସେବା କର୍ତ୍ତୃପକ୍ଷ (ନାଲସା)ଙ୍କ ଆଇନ ସଚେତନତା ଯୋଜନାଗୁଡ଼ିକ ବିଷୟରେ ସାଧାରଣ ଜନତାଙ୍କୁ ସଚେତନ କରିଥିଲେ। ବିଶେଷକରି ବାଲ୍ୟ ବିବାହ ନିରୋଧ ଏବଂ ଦୁର୍ବଳ ବର୍ଗର ଲୋକମାନଙ୍କ ପାଇଁ ନ୍ୟାୟ ପ୍ରାପ୍ତି ସମ୍ପର୍କରେ ଆଜିର ଏହି କାର୍ଯ୍ୟକ୍ରମରେ ବିଶେଷ ଭାବେ ଚର୍ଚ୍ଚା କରାଯାଇଥିଲା। ସେହିପରି ଉପସ୍ଥିତ ଅତିଥିମାନେ ନାରୀମାନଙ୍କ ପାଇଁ ରହିଥିବା ସରକାରୀ ଯୋଜନାଗୁଡିକୁ ନେଇ ସମସ୍ତଙ୍କୁ ଅବଗତ କରେଇବା ସହ ସାଇବର ଅପରାଧ ତଥା ପ୍ଲାଷ୍ଟିକ ବ୍ୟବହାରର ଅପକାର ବିଷୟରେ ସମସ୍ତଙ୍କୁ ଅବଗତ କରେଇଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଲବଣ୍ୟଗଡ଼ ଗ୍ରାମ ପଞ୍ଚାୟତର ସରପଞ୍ଚ ବିରଞ୍ଚି କୁମାର ଦଳପତି, ଗାରାବନ୍ଧ ଥାନାର କର୍ମଚାରୀ ତଥା ଜିଲ୍ଲା ନ୍ୟାୟାଳୟର କର୍ମଚାରୀ ସାହାଯ୍ୟ ସହଯୋଗର ଯଥାର୍ଥ ହାଥ ବଢାଇଥିଲେ।

Previous Post

ଇତିହାସ ରଚିଲା ଭାରତ, ଷଷ୍ଠଥର ଘରକୁ ଆଣିଲା ଅଣ୍ଡର-୧୯ ବିଶ୍ବକପ

Next Post

ଆମ ହସ୍ତତନ୍ତ ସ୍ଵଦେଶୀ, ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ: ମନ୍ତ୍ରୀ

FNN WEB

FNN WEB

Next Post
ଆମ ହସ୍ତତନ୍ତ ସ୍ଵଦେଶୀ, ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ: ମନ୍ତ୍ରୀ

ଆମ ହସ୍ତତନ୍ତ ସ୍ଵଦେଶୀ, ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ: ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.