• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶ୍ରମିକ କଲ୍ୟାଣ କେବଳ ଏକ ସାଂଗଠନିକ କାର୍ଯ୍ୟ ନୁହେଁ, ବରଂ ଏହା ଏକ ଦାୟିତ୍ୱବାନ ବୈଚାରିକ ଆନ୍ଦୋଳନ: ଧର୍ମେନ୍ଦ୍ର ପ୍ରଧାନ

FNN WEB by FNN WEB
February 7, 2026
in ଓଡ଼ିଶା, ମୁଖ୍ୟ ଖବର
0
ଶ୍ରମିକ କଲ୍ୟାଣ କେବଳ ଏକ ସାଂଗଠନିକ କାର୍ଯ୍ୟ ନୁହେଁ, ବରଂ ଏହା ଏକ ଦାୟିତ୍ୱବାନ ବୈଚାରିକ ଆନ୍ଦୋଳନ: ଧର୍ମେନ୍ଦ୍ର ପ୍ରଧାନ
0
SHARES
2
VIEWS


ପୁରୀ/ଭୁବନେଶ୍ୱର : ଶ୍ରମିକ କଲ୍ୟାଣ କେବଳ ଏକ ସାଂଗଠନିକ କାର୍ଯ୍ୟ ନୁହେଁ, ବରଂ ଏହା ଏକ ଦାୟିତ୍ୱବାନ ବୈଚାରିକ ଆନ୍ଦୋଳନ ଯାହା ରାଷ୍ଟ୍ର ନିର୍ମାଣର ମୂଳଦୁଆ ସଦୃଶ । ଶନିବାର ପୁରୀ ଠାରେ ଆୟୋଜିତ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ତ୍ରୈବାର୍ଷିକ ଅଧିବେଶନରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରମିକମାନଙ୍କୁ ଦେଶ ଗଠନର ମୁଖ୍ୟ ଆଧାରଶିଳା ଭାବେ ଅଭିହିତ କରିବା ସହ ଧର୍ମେନ୍ଦ୍ର କହିଛନ୍ତି ଯେ, ଭାରତୀୟ ସମ୍ବିଧାନର ଆଦର୍ଶରେ ‘ଶ୍ରମର ସମ୍ମାନ’ ପାଇଁ ଭାରତୀୟ ମଜଦୁର ସଂଘ ସର୍ବଦା ସମର୍ପିତ। ସଂଗଠନ ନିଜର ପ୍ରତିଷ୍ଠା କାଳରୁ ରାଷ୍ଟ୍ରହିତ, ଶ୍ରମିକ କଲ୍ୟାଣ ଏବଂ ‘ଆତ୍ମନିର୍ଭର ଭାରତ’ର ସଂକଳ୍ପ ସହିତ କାର୍ଯ୍ୟ କରି ଶ୍ରମିକମାନଙ୍କ ଅଧିକାର, ମର୍ଯ୍ୟାଦା ଓ ସାମାଜିକ ନ୍ୟାୟକୁ ସୁଦୃଢ଼ କରିବାରେ ପ୍ରଶଂସନୀୟ ଭୂମିକା ଗ୍ରହଣ କରିଛି। ଶ୍ରମଶକ୍ତିକୁ ସସମ୍ମାନ ଜୀବନ ଦେଲେ ଅର୍ଥନୀତି ଦୁଇଗୁଣିତ ହେବ। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ଅନେକ ବର୍ଷ ପରେ ଶ୍ରମିକଙ୍କ ପାଇଁ ‘ସର୍ବନିମ୍ନ ମଜୁରୀ’ ବୃଦ୍ଧି କରିଛନ୍ତି। ମଧ୍ୟାହ୍ନ ଭୋଜନରେ କାର୍ଯ୍ୟରତ ଥିବା ୨୫ ଲକ୍ଷ ସହାୟିକା, ଅଙ୍ଗନବାଡି ତଥା ଆଶା ଦିଦିଙ୍କ କଲ୍ୟାଣ ଦିଗରେ ସରକାର ନିରନ୍ତର କାମ କରୁଛନ୍ତି ।

ନିଜର ବ୍ୟକ୍ତିଗତ ଅଭିଜ୍ଞତା ବାବଦରେ ସୂଚନା ଦେଇ ସେ କହିଛନ୍ତି, ମୋର ସାମାଜିକ ଜୀବନର ପ୍ରାରମ୍ଭରେ ମଜଦୁର ସଂଘର ଜଣେ କାର୍ଯ୍ୟକର୍ତ୍ତା ଭାବେ କାମ କରିବା ମୋ ପାଇଁ ସୌଭାଗ୍ୟର ବିଷୟ । ଭାରତୀୟ ମଜଦୁର ସଂଘ ଆଜି ଏକ ଦାୟିତ୍ୱବାନ ସାମାଜିକ ଆନ୍ଦୋଳନର ରୂପ ନେଇଛି। ଏହି ସଂଗଠନ ଶ୍ରମକୁ କେବଳ ଜୀବିକାର ମାଧ୍ୟମ ନୁହେଁ, ବରଂ ରାଷ୍ଟ୍ର ନିର୍ମାଣର ଆଧାରଶିଳା ଭାବେ ଗ୍ରହଣ କରି ସନ୍ତୁଳିତ ଓ ସମନ୍ୱିତ ବିକାଶର ମାର୍ଗ ପ୍ରଶସ୍ତ କରୁଛି। କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାରତରେ ‘ୱାର୍କିଂ ଏଜ୍ ଗ୍ରୁପ୍’ ମଧ୍ୟରେ ପ୍ରାୟ ୯୦ କୋଟି ଲୋକ ଅଛନ୍ତି, ଯେଉଁଥିରୁ ପ୍ରାୟ ୫୦ ପ୍ରତିଶତ ବାସ୍ତବରେ କାର୍ଯ୍ୟରତ । ଏହି ୫୦ କୋଟି ଶ୍ରମଜୀବୀଙ୍କୁ ବୈଚାରିକ ସ୍ପଷ୍ଟତା ପ୍ରଦାନ କରିବାରେ ବିଏମଏସ ଏକ ‘କଷଟି ପଥର’ ସଦୃଶ କାର୍ଯ୍ୟ କରିଛି । ବର୍ତ୍ତମାନର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଯୁଗରେ ଆମ ଶ୍ରମଶକ୍ତିର ଅଂଶଗ୍ରହଣକୁ ୫୦ ପ୍ରତିଶତରୁ ୭୫ ପ୍ରତିଶତକୁ ବୃଦ୍ଧି କଲେ ହିଁ ଦେଶ ବିକଶିତ ହେବାର ଲକ୍ଷ୍ୟ ପୂରଣ କରିପାରିବ ।

ଆଗାମୀ ଦିନର ଆହ୍ୱାନକୁ ଦୃଷ୍ଟିରେ ରଖି ଧର୍ମେନ୍ଦ୍ର ଦେଶ ୱାର୍କଫୋର୍ସକୁ ନିରନ୍ତର ‘ସ୍କିଲିଂ, ରି-ସ୍କିଲିଂ ଏବଂ ଅପ-ସ୍କିଲିଂ’ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି । ନୂତନ ଜାତୀୟ ଶିକ୍ଷା ନୀତିରେ ‘ରୋଜଗାର ସହିତ ପଢିବା’ ବ୍ୟବସ୍ଥା କରାଯାଇଛି। ଏକବିଂଶ ଶତାବ୍ଦୀର ୱାର୍କଫୋର୍ସକୁ ‘ଗ୍ଲୋବାଲ ଷ୍ଟାଣ୍ଡାର୍ଡ’ କରିବା, ଯାହା ବିଶ୍ୱର କଲ୍ୟାଣ ସବୁବେଳେ ଆଗଭର ରହିବ ବୋଲି ସେ ମତପ୍ରକାଶ କରିଛନ୍ତି ।

Previous Post

ମହାନଦୀକୁ ବଞ୍ଚାଇବା ପାଇଁ ବିଜେପି ସରକାରଙ୍କ ଇଏ କ’ଣ ଆନ୍ତରିକତା: ନବୀନ ପଟ୍ଟନାୟକ

Next Post

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର ଶୁଭାରମ୍ଭ

FNN WEB

FNN WEB

Next Post
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର ଶୁଭାରମ୍ଭ

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.