• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟ୍‍ ରେ ଓଡ଼ିଶା ଅର୍ଥନୈତିକ ସଂଘର ୫୮ତମ ବାର୍ଷିକ ସମ୍ମିଳନୀ ଉଦ୍‍ଯାପିତ

FNN WEB by FNN WEB
February 9, 2026
in ଓଡ଼ିଶା, ମୁଖ୍ୟ ଖବର
0
କିଟ୍‍ ରେ ଓଡ଼ିଶା ଅର୍ଥନୈତିକ ସଂଘର ୫୮ତମ ବାର୍ଷିକ ସମ୍ମିଳନୀ ଉଦ୍‍ଯାପିତ
0
SHARES
5
VIEWS


ଭୁବନେଶ୍ୱର: କିଟ୍‍ ସ୍କୁଲ ଅଫ୍ ଇକୋନୋମିକ୍ସ ଆଣ୍ଡ କମର୍ସ ଓ ଓଡ଼ିଶା ଅର୍ଥନୈତିକ ସଂଘ (ଓଇଏ) ମିଳିତ ସହଯୋଗରେ ଓଇଏର ୫୮ତମ ବାର୍ଷିକ ସମ୍ମିଳନୀ ଓ ଅନ୍ତର୍ଜାତୀୟ ଆଲୋଚନାଚକ୍ର ଉଦ୍‍ଯାପିତ ହୋଇଯାଇଛି। ଫେବୃଆରୀ ୭ ଓ ୮ ତାରିଖ ଦୁଇ ଦିନ ଧରି ଚାଲିଥିବା ଏହି ସମ୍ମିଳନୀର ବିଷୟବସ୍ତୁ ଥିଲା “ଭାରତ ଓ ବିଶ୍ୱ ବାଣିଜ୍ୟ: ସାମଗ୍ରୀ ଚୁକ୍ତିନାମା ଓ ନୀତି’। ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖ୍ୟାତି ସଂପନ୍ନ ଅର୍ଥନୀତି ବିଶାରଦ ପ୍ରଫେସର ଦୀପକ ନାୟାର ଯୋଗଦେଇ ନିଯୁକ୍ତି ବଢ଼ିଲେ ହିଁ ଅର୍ଥନୀତିର ଅଭିବୃଦ୍ଧି ହେବ ହେବ ବୋଲି କହିଥିଲେ। ବିକାଶଶୀଳ ଦେଶଗୁଡ଼ିକରେ ନିଯୁକ୍ତି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ନିଯୁକ୍ତି ଦୃଷ୍ଟିକୋଣରୁ ସାମଗ୍ରିକ ଅର୍ଥନୈତିକ ନୀତିଗୁଡ଼ିକର ପୁନର୍ବିଚାର କରିବାର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ଅନ୍ୟତମ ଅତିଥି ଭାବେ କିଟ୍ ବିଶ୍ୱବିଦ୍ୟାଳୟର କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ଯୋଗଦେଇ କହିଲେ, କିଟ୍ ଓ କିସ୍ ଭଳି ଅନୁଷ୍ଠାନ ସଶକ୍ତ ଅର୍ଥନୀତିର ଉତ୍ତମ ଉଦାହରଣ। ଅନ୍ୟମାନଙ୍କ ମଧ୍ୟରେ ପ୍ରଫେସର ସୁକାନ୍ତ ଚନ୍ଦ୍ର ସ୍ୱାଇଁ, ଓଡ଼ିଶା ଇକନୋମିକ୍ ଆସୋସିଏସନର ସଭାପତି ପ୍ରଫେସର ଜଗନ୍ନାଥ ଲେଙ୍କା, ସଂପାଦକ ଡ ହିମାଂଶୁ ଶେଖର ରାଉତ ଓ କିଟ୍ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଡ ଶାଶ୍ୱତ କିଶୋର ମିଶ୍ର ପ୍ରମୁଖ ଯୋଗଦେଇ ଅର୍ଥନୀତି ତଥା ବିଷୟବସ୍ତୁ ଉପରେ ଅଧିକ ଆଲୋଚନା କରିଥିଲେ। ଏହି ଅବସରରେ ଅନ୍ତର୍ଭୁକ୍ତି ବିକାଶ, ସ୍ଥାୟିତ୍ୱ ଓ ନୀତିଗତ ପ୍ରାସଙ୍ଗିକତାକୁ ଆଗକୁ ବଢ଼ାଇବାରେ ଅର୍ଥନୀତିର କେନ୍ଦ୍ରୀୟ ଭୂମିକା ଉପରେ ବିଭିନ୍ନ ଅଧିବେଶନରେ ଆଲୋଚକମାନେ ଆଲୋଚନା କରିଥିଲେ। ଓଇଏ ସଭାପତି ପ୍ରଫେସର ଜଗନ୍ନାଥ ଲେଙ୍କାଙ୍କ ନେତୃତ୍ୱରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିବା ବେଳେ ସମ୍ପାଦକ ପ୍ରଫେସର ହିମାଂଶୁ ଶେଖର ରାଉତଏହି ସମ୍ମିଳନୀର ପରିଚାଳନା କରିଥିଲେ।

ଉଦ୍‍ଯାପନୀ ଉତ୍ସବରେ ଭାରତୀୟ ପରିସଂଖ୍ୟାନ ପ୍ରତିଷ୍ଠାନ, କୋଲକାତା ପ୍ରଫେସର ଦେବାଶିଷ ମିଶ୍ର ନିଲାମ ଡିଜାଇନର ଅର୍ଥନୀତି ବିଷୟରେ ଆଲୋକପାତ କରିଥିଲେ। ପ୍ରୋତ୍ସାହନ, ସୂଚନା ଓ ରଣନୈତିକ ଆଚରଣ ଦ୍ୱାରା ବଜାର କିପରି ଆକୃତି ପାଇଥାଏ ତା ଉପରେ ସୂଚନା ଦେଇଥିଲେ। ଏହି ସମ୍ମିଳନୀରେ ଯୋଗଦେଇଥିବା ଓଡ଼ିଶା ତଥା ଭାରତର ବିଭିନ୍ନ କୋଣରୁ ୩ଶହରୁ ଊର୍ଦ୍ଧ୍ୱ ବିଶିଷ୍ଟ ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌, ନୀତି ନିର୍ଦ୍ଧାରକ, ଗବେଷକ ଓ ଛାତ୍ରଛାତ୍ରୀଙ୍କୁ ବିକାଶ, ସ୍ଥିରତା ତଥା ଭବିଷ୍ୟତର ଅର୍ଥନୈତିକ ମାର୍ଗ ଉପରେ ଏକ ଭିନ୍ନ ଚିନ୍ତାଧାରା ପ୍ରଦାନ କରିଥିଲା।

Previous Post

‘ମୁକ୍ତ କଲମ’ର ୨୯ତମ ସ୍ୱନକ୍ଷତ୍ର ଉତ୍ସବ ପାଳିତ

Next Post

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ

FNN WEB

FNN WEB

Next Post
ରାଜ୍ୟରେ ସାମାଜିକ ବିଶୃଙ୍ଖଳା ନେଇ ନବୀନଙ୍କ ଉଦବେଗ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.