• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭା ବଜେଟ୍ ଅଧିବେଶନ, ୧୬ରେ ବସିବ ସର୍ବଦଳୀୟ ବୈଠକ

FNN WEB by FNN WEB
February 11, 2026
in ଓଡ଼ିଶା, ମୁଖ୍ୟ ଖବର
0
୧୩ରୁ ବିଧାନସଭାର ଅଧିବେଶନ, ୧୭ରେ ବଜେଟ୍‌
0
SHARES
0
VIEWS

ଭୁବନେଶ୍ବର : ଫେବୃଆରୀ ୧୭ରୁ ବିଧାନସଭା ବଜେଟ୍ ଅଧିବେଶନ । ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ । ଆଗାମୀ ବଜେଟ୍ ଅଧିବେଶନ ପାଇଁ ବସିବ ବୈଠକ ।

ସୂଚନା ଥାଉକି,ଫେବ୍ରୁଆରୀ ୧୭ରୁ ବିଧାନସଭାର ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ରେ ଆସିବ ରାଜ୍ୟ ବଜେଟ୍ । ବଜେଟ୍ ଅଧିବେଶନରେ ରହିଛି ୨୯ଟି କାର୍ଯ୍ୟ ଦିବସ । ଫେବ୍ରୁଆରୀ ୧୭ରୁ ୨୪ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ । ମାର୍ଚ୍ଚ ୯ରୁ ଏପ୍ରିଲ୍ ୮ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ।

ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ଆସନ୍ତା ଆର୍ଥିକବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିବେ। ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚରେ ହେବ। ଉଭୟ ପର୍ଯ୍ୟାୟରେ ପ୍ରାୟ ୩୦ଦିନ କାର୍ଯ୍ୟ ଦିବସ ଚାଲିବା ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି କରାଯାଇଛି।

ଅର୍ଥ ବିଭାଗ ପକ୍ଷରୁ ୨୦୨୬-୨୭ ବର୍ଷ ଲାଗି ବଜେଟରେ ଅଧିକ ବ୍ୟୟବରାଦ କରାଯିବାକୁ ଲକ୍ଷ୍ୟ ରହିଛି। ଓଡ଼ିଶାକୁ ୨୦୨୬ ସୁଦ୍ଧା ବିକଶିତ ରାଜ୍ୟରେ ପରିଣତ କରିବାପାଇଁ ରାଜ୍ୟ ସରକାର ପୂର୍ବବର୍ଷ ତୁଳନାରେ ଅତି କମ୍ରେ ୮ପ୍ରତିଶତ ଅଧିକ ବ୍ୟୟବରାଦ କରିପାରନ୍ତି ବୋଲି ଆଶା କରାଯାଉଛି ।

Previous Post

ରୋଗୀ ସେବାରେ ସାମିଲ ହେଲା ଆଉ ୨୫୦ ନୂଆ ଆମ୍ବୁଲାନ୍ସ

Next Post

କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

FNN WEB

FNN WEB

Next Post
କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.