• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

FNN WEB by FNN WEB
February 11, 2026
in ଓଡ଼ିଶା, ମୁଖ୍ୟ ଖବର
0
କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
0
SHARES
1
VIEWS


ସାଇନ୍ସ ସିଟି ପ୍ରତିଷ୍ଠା ପାଇଁ ଲୋଡ଼ିଲେ ସହଯୋଗ

ଭୁବନେଶ୍ୱର : ରାଜ୍ୟରେ ବୈଜ୍ଞାନିକ ଭିତ୍ତିଭୂମି ଓ ନବସୃଜନର ସୁଦୃଢ଼ୀକରଣ ପାଇଁ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହଙ୍କୁ ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନୂଆଦିଲ୍ଲୀରେ ସାକ୍ଷାତ କରିଛନ୍ତି । ଓଡ଼ିଶାରେ ଆଞ୍ଚଳିକ ବୈଜ୍ଞାନିକ ଲକ୍ଷ୍ୟ ହାସଲ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ର ଅଭିବୃଦ୍ଧି ପାଇଁ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି ।

ଭୁବନେଶ୍ୱରରେ ଏକ ବିଶ୍ୱସ୍ତରୀୟ ସାଇନ୍ସ ସିଟି ପ୍ରତିଷ୍ଠା ପାଇଁ ମନ୍ତ୍ରୀ ଶ୍ରୀ ପାତ୍ର କେନ୍ଦ୍ରୀୟ ସହାୟତା ଲୋଡ଼ିଛନ୍ତି । ଭୁବନେଶ୍ୱର ଉପକଣ୍ଠରେ ଏହି ସାଇନ୍ସ ସିଟି ପ୍ରତିଷ୍ଠା ପାଇଁ ୧୦୦ ଏକର ଜମି ଚିହ୍ନଟ କରାଯାଇଛି । ଏହା ଦ୍ୱାରା ଅତ୍ୟାଧୁନିକ ବିଜ୍ଞାନଭିତ୍ତିକ ପ୍ରଦର୍ଶନୀ ଓ ଶିକ୍ଷା ପାଇଁ ଏହି କେନ୍ଦ୍ର ଯୁବପିଢ଼ିଙ୍କୁ ପ୍ରେରଣା ଦେବାର ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର କହିଥିଲେ।

ରାଜ୍ୟରେ ଷ୍ଟାର୍ଟ ଅପ୍‌ ଓ ଗବେଷଣାକୁ ପ୍ରୋତ୍ସାହନ ଦେବା ନେଇ ମଧ୍ୟ ଆଲୋଚନା ହୋଇଥିଲା । ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର ଓ ବୁର୍ଲାସ୍ଥିତ ଭିସୁଟ୍‌ରେ ଉପଲବ୍ଧ ଗବେଷଣା ଓ ପ୍ରୟୋଗଶାଳାର ବୈଷୟିକ ବିଶେଷଜ୍ଞତାକୁ ଉପଯୋଗ କରି ଉପଗ୍ରହ ତଥ୍ୟ ପ୍ରୟୋଗ ଓ ଏହାର ଅଗ୍ରଗତି ଉପରେ ଗବେଷଣାମୂଳକ ପଦକ୍ଷେପ ଗ୍ରହଣ କରାଯିବା ଉପରେ ମଧ୍ୟ ଆଲୋଚନା କରିଥିଲେ। ଜାତୀୟ ଜୈବ ଇ-ଥ୍ରୀ ନୀତି ସହ ସମନ୍ୱୟ ରକ୍ଷାକରି ଓଡ଼ିଶାରେ ଜୈବ ଇ-ସେଲ୍‌ର ପ୍ରଚଳନ କରାଯିବା ପ୍ରସଙ୍ଗ ବୈଠକରେ ସ୍ଥାନ ପାଇଥିଲା । ଏହି କେନ୍ଦ୍ରଗୁଡ଼ିକ ଉଚ୍ଚକ୍ଷମତାସଂପନ୍ନ ଜୈବ ଉପାଦାନ, ପରିବେଶ ଅନୁକୂଳ ପ୍ରଯୁକ୍ତି ବିଦ୍ୟାକୁ ପ୍ରୋତ୍ସାହନ ଓ ଗବେଷଣା ଉପରେ ବିଶେଷ ଦୃଷ୍ଟି ଦେବ ।

ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଏହି ଉତ୍ତମ ସମନ୍ୱୟ ଦ୍ୱାରା ଓଡ଼ିଶାକୁ ଭାରତରେ ଏକ ଅଗ୍ରଣୀ ବୈଜ୍ଞାନିକ ଓ ଶିଳ୍ପ କେନ୍ଦ୍ରରେ ପରିଣତ କରିବା ନିମନ୍ତେ ସହଯୋଗ ମିଳିବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ଆଶାବ୍ୟକ୍ତ କରିଥିଲେ । ମନ୍ତ୍ରୀ ଡ. ସିଂହ ମଧ୍ୟ ବିକଶିତ ଭାରତ ଲକ୍ଷ୍ୟ ପୂରଣରେ ଓଡ଼ିଶାର ଅବଦାନକୁ ପ୍ରଶଂସା କରିବା ସହ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

Previous Post

ବିଧାନସଭା ବଜେଟ୍ ଅଧିବେଶନ, ୧୬ରେ ବସିବ ସର୍ବଦଳୀୟ ବୈଠକ

Next Post

‘ମହିଳା-ନେତୃତ୍ୱାଧୀନ ବିକାଶ’ ଆଦର୍ଶରେ ବିଶ୍ୱାସ କରନ୍ତି: ଉପମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
‘ମହିଳା-ନେତୃତ୍ୱାଧୀନ ବିକାଶ’ ଆଦର୍ଶରେ ବିଶ୍ୱାସ କରନ୍ତି: ଉପମୁଖ୍ୟମନ୍ତ୍ରୀ

'ମହିଳା-ନେତୃତ୍ୱାଧୀନ ବିକାଶ' ଆଦର୍ଶରେ ବିଶ୍ୱାସ କରନ୍ତି: ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.