• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା -୨୦୨୬ ଉଦଘାଟିତ

FNN WEB by FNN WEB
February 18, 2026
in ଓଡ଼ିଶା, ମୁଖ୍ୟ ଖବର
0
ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା -୨୦୨୬ ଉଦଘାଟିତ
0
SHARES
22
VIEWS


ପାରଳାଖେମୁଣ୍ଡି : ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦଘାଟିତ ହୋଯାଇଛି। ଉକ୍ତ ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମେଳରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ, ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ପୌରପରିଷଦ ପାରଳାଖେମୁଣ୍ଡି ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ,କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଏମ. ସୁଧାରାଣୀ , ସାଂସଦ ପ୍ରତିନିଧି ଶ୍ରୀ ଡି.ରାଜେଶ କୁମାର, ଆରକ୍ଷୀ ଅଧିକ୍ଷକ ଗଜପତି ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ମନୋରମା ଦେବୀ, ଡିପିଏମ, ଓଏଲଏମ ମିଶନ ଶକ୍ତି ଶ୍ରୀ ଟିମନ ବାରା ପ୍ରମୁଖ ମଞ୍ଚାସୀନ ଥିଲେ।

ଉକ୍ତ ମେଳକୁ ଉଦ୍ଘାଟନ କରିବା ସହ ସମସ୍ତ ଅତିଥି ଗଣ ନିଜ ନିଜ ବକ୍ତବ୍ୟରେ କହିଥିଲେ, ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ , ନାରୀମାନେ ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜ ସାମର୍ଥ୍ୟ , ସୃଜନଶୀଳତା ଓ ଉଦ୍ୟୋଗୀତାର ପରିଚୟ ଦେଉଛନ୍ତି। ଶକ୍ତିକୁ ସମ୍ମାନ ଜଣାଇ ସୁଭଦ୍ରା ମା’ମାନଙ୍କ ଅନ୍ତର୍ନିହିତ ଶକ୍ତିର ଜାଗରଣ ପାଇଁ ମିଶନ ଶକ୍ତି ବିଭାଗ ପକ୍ଷରୁ ଜିଲ୍ଲାରେ ଆୟୋଜନ କରୁଛି “ସୁଭଦ୍ରା ଶକ୍ତି ମେଳା । ‘ସୁଭଦ୍ରା ଶକ୍ତି ମେଳା’ ଓଡ଼ିଶାର ମା’ଭଉଣୀମାନଙ୍କ ରହିଥିବା ପ୍ରତିଭା, ଦକ୍ଷତା ଓ ଉଦ୍ୟମର ଦିଗଦର୍ଶନ। ପ୍ରତ୍ୟେକ ମହିଳା କିଭଳି ଜଣେ ଦକ୍ଷ ଉଦ୍ୟୋଗୀ ହୋଇ ଆର୍ଥିକ ସ୍ୱତନ୍ତ୍ରତା ହାସଲ କରି ଓଡ଼ିଶା ଅର୍ଥନୀତିର ମେରୁଦଣ୍ଡ ହେବେ , ସରକାର ସେଥିପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ।

ଆଜି ୧୮ ତାରିଖ ଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ୭ ଦିନ ଧରି ଏହି “ସୁଭଦ୍ରା ଶକ୍ତି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ମେଳାରେ ରାଜ୍ୟର ସମସ୍ତ ଜିଲ୍ଲାରୁ ୧୦୦ରୁ ଉର୍ଦ୍ଧ୍ଵ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଭାଗନେଇ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ପ୍ରଦର୍ଶନ କରିବେ। ଏହି ମେଳାରେ ୧୫୦ ରୁ ଉର୍ଦ୍ଧ ଷ୍ଟୋଲ୍ ଖୋଲାଯାଇ ଗଜପତି ଜିଲ୍ଲା ସମେତ ସମ୍ବଲପୁରି ବାନ୍ଧକଳା , ସମ୍ବଲପୁରି ପାରମ୍ପରିକ ଅଳଙ୍କାର , ହସ୍ତଶିଳ୍ପ – ବାଉଁଶ ଓ କାଠ କାରିଗରି , ଟେରାକୋଟା , ମିଲେଟ୍ , କଳାଜିରା ଚାଉଳ , ରସତଲା ମିଠା, କୋଶଳ ସାବୁନ, ସ୍ଥାନୀୟ ମହିଳା ପ୍ରସ୍ତୁତ କରିଥିବା ଅଗରବତୀ, ଆୟୁର୍ବେଦିକ ମେଡିସିନ୍ ଆଦି ବିଶେଷ ଦ୍ରବ୍ୟ ବିକ୍ରି କରାଯିବା ସହ ବିଭିନ୍ନ ଜିନିଷର ପ୍ରସ୍ତୁତି ଠାରୁ ଆରମ୍ଭ କରି ପେକେଜିଂ ପ୍ରକ୍ରିୟା ଲାଇଭ୍ ଡେମୋ ପ୍ରଦର୍ଶନ କରାଯିବ ।

ଏହି ମେଳା କେବଳ କ୍ରୟ ବିକ୍ରୟ’ର ମଞ୍ଚ ନୁହେଁ , ବରଂ ମା , ଭଉଣୀ ମାନଙ୍କର ଆତ୍ମବିଶ୍ଵାସ , ସଫଳତା ଓ ସାମାଜିକ ସଶକ୍ତିକରଣର ଏକ ଉଜ୍ଜ୍ଵଳ ପ୍ରତୀକ। ଏହି ମେଳାରେ ବିବିଧ ହସ୍ତତନ୍ତ , ହସ୍ତଶିଳ୍ପ , ଖାଦ୍ୟ ଓ ଅଣ କାଷ୍ଠ ଜଙ୍ଗଲ ଉତ୍ପାଦ ପ୍ରଦର୍ଶିତ ହୋଇଛି। ପରିଦର୍ଶକ ଅତିଥିମାନେ ଏଠାରେ ଲୁଗାପଟା , ଖାଦ୍ୟଶସ୍ୟ , ଗୃହ ସାଜସଜ୍ଜା ଓ ଘରକରଣା ଜିନିଷର ଅପୂର୍ବ ସମ୍ଭାର କିଣିପାରିବେ। ଏହା ମହିଳା ଉଦ୍ୟୋଗୀ ମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ , ଯେଉଁଠାରେ ସେମାନେ ନିଜର ଉତ୍ପାଦକୁ ବିଶାଳ ବଜାରରେ ପ୍ରଦର୍ଶନ କରି ନୂତନ ଗ୍ରାହକ ଓ ସମ୍ଭାବନାର ଦ୍ଵାର ଖୋଲିବେ।

ଦୀର୍ଘ ୭ ଦିନର ଧରି ଚାଲିବାକୁ ଥିବା ଏହି ମେଳାରେ ଦର୍ଶକମାନଙ୍କୁ ମନୋରଞ୍ଜନ କରିବା ପାଇଁ ପ୍ରତିଦିନ ସନ୍ଧ୍ୟାରେ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ । , ଯେଉଁଥିରେ ଦେଖିବାକୁ ମିଳିବ ସ୍ଥାନୀୟ ଲୋକ ନୃତ୍ୟ ସହ ଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ତଥା ଅଙ୍କିତ ରାଜ , ଅର୍ଚ୍ଚନା ପାଢ଼ୀ , ରୁକୁ ସୁନା , ଆଶିଷ କୁମାର , ବର୍ଣ୍ଣାଳୀ ହୋତା ଏବଂ ଶାଶ୍ଵତ ତ୍ରିପାଠୀଙ୍କ ସଙ୍ଗୀତ ପରିବେଷଣର କରିବେ । ଏତଦ ବ୍ୟତୀତ ପ୍ରଥମଥର ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ଵାରା ପ୍ରସ୍ତୁତ ହସ୍ତତନ୍ତ ଓ ପୋଷାକର ଫ୍ୟାଶନ୍ ସୋ ଆୟୋଜିତ ହେବା ।

ସେହିପରି ଏହି ମେଳା ମାଧ୍ୟମରେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାମାନେ ନିଜର ଉତ୍ପାଦକୁ ବୃହତ ବଜାର ସହିତ ସଂଯୋଗ କରି ଆୟ ବୃଦ୍ଧି ଓ ଆତ୍ମନିର୍ଭରତା ଅର୍ଜନ କରିବେ। ଏହା ସେମାନଙ୍କୁ ଏକ ସ୍ଵତନ୍ତ୍ର ପରିଚୟ ପ୍ରଦାନ କରିବା ସହ “ଲକ୍ଷପତି ଦିଦି” ହେବା ସ୍ଵପ୍ନକୁ ସାକାର କରିବ। ମିଶନ ଶକ୍ତିର ଏହି ପଦକ୍ଷେପ “ବିକଶିତ ଓଡ଼ିଶା ୨୦୩୬” ଓ “ବିକଶିତ ଭାରତ ୨୦୪୭”ର ସ୍ଵପ୍ନକୁ ଆହୁରି ସୁଦୃଢ କରିବ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ଭାରତରେ ଏଆଇର ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ : ଧର୍ମେନ୍ଦ୍ର ପ୍ରଧାନ

Next Post

‘ଆଧୁନିକ ଜ୍ଞାନକୌଶଳର ଭରପୂର ଉପଯୋଗ କରି ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ପୂରା କରିବା’

FNN WEB

FNN WEB

Next Post
‘ଆଧୁନିକ ଜ୍ଞାନକୌଶଳର ଭରପୂର ଉପଯୋଗ କରି ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ପୂରା କରିବା’

‘ଆଧୁନିକ ଜ୍ଞାନକୌଶଳର ଭରପୂର ଉପଯୋଗ କରି ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ପୂରା କରିବା’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.