• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ଉନ୍ନୟନମୂଳକ ଯୋଜନାର ସମୀକ୍ଷା

FNN WEB by FNN WEB
February 18, 2026
in ଓଡ଼ିଶା, ମୁଖ୍ୟ ଖବର
0
ଜିଲ୍ଲାସ୍ତରୀୟ ଉନ୍ନୟନମୂଳକ ଯୋଜନାର ସମୀକ୍ଷା
0
SHARES
3
VIEWS

ଅସମ୍ପୂର୍ଣ୍ଣ ଥିବା ପ୍ରକଳ୍ପଗୁଡ଼ିକୁ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର : ଅସମ୍ପୂର୍ଣ୍ଣ ଥିବା ପ୍ରକଳ୍ପଗୁଡ଼ିକୁ ସମୟ ସୀମା ମଧ୍ୟରେ ଶେଷ କର। କାମ ଆରମ୍ଭ ହୋଇନଥିବା ପ୍ରକଳ୍ପଗୁଡ଼ିକୁ ଶୀଘ୍ର ଆରମ୍ଭ କରାଯାଉ। ଜିଲ୍ଲାସ୍ତରରେ ଖଣିଜ ସଂପଦର ଚିହ୍ନଟ ଓ ପରିଚାଳନା ପାଇଁ ଜିଲ୍ଲା ସର୍ବେକ୍ଷଣ ବିବରଣୀ(ଡିଏସଆର) ଶୀଘ୍ର ପଠାଇବାକୁ । ଜିଲ୍ଲାସ୍ତରରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ ଯୋଜନାର ମଙ୍ଗଳବାର ସମୀକ୍ଷା କରିବା ଅବସରରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଂଜନ କୁମାର ସିଂଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ଉପସ୍ଥିତ ଥିଲେ । ସମସ୍ତ ଜିଲ୍ଲାପାଳମାନେ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ ।

ବିଭିନ୍ନ ବର୍ଷରେ ମଞ୍ଜୁର କରାଯାଇଥିବା ବିଧାୟକ ସ୍ଥାନୀୟ ଆଂଚଳିକ ବିକାଶ ପାଣ୍ଠି (ଏମ୍ଏଲଏଲାଡ୍), ସାଂସଦ ଆଂଚଳିକ ବିକାଶ ପାଣ୍ଠି (ଏମ୍ପିଲାଡ୍ସ), “ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା” ଆଦି ଯୋଜନାରେ ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରିତା ପାଇଁ ହୋଇଥିବା ଅର୍ଥ ମଂଜୁର ଏବଂ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା । କାମ ଆରମ୍ଭ ହୋଇନଥିବା ପ୍ରକଳ୍ପଗୁଡ଼ିକୁ ଶୀଘ୍ର ଆରମ୍ଭ କରିବା ସଂପର୍କରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଲଘୁ ଖଣିଜ ପଦାର୍ଥର ପରିଚାଳନାରେ ରହୁଥିବା ସମସ୍ୟା ଓ ସମାଧାନ ସଂପର୍କରେ ଉନ୍ନୟନ କମିଶନର ତଥା ଖଣି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସିଂ ଆଲୋଚନା କରିଥିଲେ । ଜିଲ୍ଲାସ୍ତରରେ ଖଣିଜ ସଂପଦର ଚିହ୍ନଟ ଓ ପରିଚାଳନା ପାଇଁ ଜିଲ୍ଲା ସର୍ବେକ୍ଷଣ ବିବରଣୀ(ଡିଏସଆର) ଯେଉଁ ଜିଲ୍ଲାଗୁଡ଼ିକ ପ୍ରଦାନ କରି ନାହାନ୍ତି, ଶୀଘ୍ର ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।

ବିଭିନ୍ନ ଜିଲ୍ଲାରେ ବିମାନବନ୍ଦର, ହେଲିପୋର୍ଟ ପାଇଁ ପ୍ରସ୍ତାବିତ ପ୍ରକଳ୍ପ କାର୍ଯ୍ୟକାରିତା ନେଇ ଜମି ଅଧିଗ୍ରହଣ ସମସ୍ୟାର ସମାଧାନ ଓ ପ୍ରତିପୂରକ ବନୀକରଣ ବ୍ୟବସ୍ଥା ସଂପର୍କରେ କାର୍ଯ୍ୟାନୁଷ୍ଠାନ ନେଇ ଆଲୋଚନା କରାଯାଇଥିଲା । ଏ ସଂପର୍କରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଏନବିଏସ୍ ରାଜପୁତ ଯୋଗଦେଇ ଆଲୋଚନା କରିଥିଲେ । ରାଜ୍ୟରେ ଯେଉଁ ଜିଲ୍ଲାର ଅବକାରୀ ବିଭାଗର ଜିଲ୍ଲା କାର୍ୟ୍ୟାଳୟ, ଅବକାରୀ ଷ୍ଟେସନ, ଜିଲ୍ଲା ମୋବାଇଲ ୟୁନିଟ ଓ ରେଞ୍ଜ କାର୍ଯ୍ୟାଳୟ ଆଦି ପାଇଁ ସୁବିଧା ନାହିଁ, ସେଥିପାଇଁ ଅବକାରୀ ବିଭାଗକୁ ଉପଯୁକ୍ତ ସ୍ଥାନ ଚିହ୍ନଟ ସଂପର୍କରେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା ଏ ସଂପର୍କରେ ତଥ୍ୟ ରଖି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି ।

ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ କମିଶନର ତଥା ଶାସନ ସଚିବ ଗିରୀଶ ଏସ୍ ଏନ୍ ଏବଂ ନିର୍ଦ୍ଦେଶକ ବିନୀତ ଭରଦ୍ୱାଜଙ୍କ ଉପସ୍ଥିତିରେ ମେଗା ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ସ୍ଥିତି ଅନୁଧ୍ୟାନ କରାଯାଇଥିଲା । ରାଜ୍ୟରେ ଏକକ ଗ୍ରାମ ପାନୀୟ ଜଳ ପ୍ରକଳ୍ପ ଓ ସୌରଶକ୍ତି ଚାଳିତ ପାନୀୟ ଜଳ ପ୍ରକଳ୍ପଗୁଡ଼ିକ ମାର୍ଚ୍ଚ ୨୦୨୬ ସୁଦ୍ଧା ସାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Previous Post

ଧାନ ମଣ୍ଡି ପ୍ରସଙ୍ଗରେ ଉଠିଲା ପଡ଼ିଲା ବିଧାନସଭା

Next Post

ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ପୂରଣ ପାଇଁ ତ୍ବରିତ ପଦକ୍ଷେପ ନିଅ : ମୁଖ୍ୟ ଶାସନ ସଚିବ

FNN WEB

FNN WEB

Next Post
ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ପୂରଣ ପାଇଁ ତ୍ବରିତ ପଦକ୍ଷେପ ନିଅ : ମୁଖ୍ୟ ଶାସନ ସଚିବ

ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ପୂରଣ ପାଇଁ ତ୍ବରିତ ପଦକ୍ଷେପ ନିଅ : ମୁଖ୍ୟ ଶାସନ ସଚିବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.