• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଜି ବି ଗୃହକାର୍ଯ୍ୟ ବାଧାପ୍ରାପ୍ତ : ଧାନମଣ୍ଡି ପ୍ରସଙ୍ଗରେ କମ୍ପିଲା ଗୃହ

FNN WEB by FNN WEB
February 19, 2026
in ଓଡ଼ିଶା, ମୁଖ୍ୟ ଖବର
0
ଆଜି ବି ଗୃହକାର୍ଯ୍ୟ ବାଧାପ୍ରାପ୍ତ : ଧାନମଣ୍ଡି ପ୍ରସଙ୍ଗରେ କମ୍ପିଲା ଗୃହ
0
SHARES
2
VIEWS

ଭୁବନେଶ୍ୱର : ବିଧାନସଭା ଆରମ୍ଭରୁ ହଟ୍ଟଗୋଳ। ତୃତୀୟ ଦିନରେ ଗୃହ ଅଚଳ। ଧାନମଣ୍ଡି ସମସ୍ୟା, କଟନୀ ଛଟନୀ, ଚାଷୀ ମାରଣ ନୀତିକୁ ନେଇ ବିଧାନସଭା ହୁଲୁସ୍ତୁଲୁ। ପ୍ରଶ୍ନକାଳରେ ପ୍ଲାକାର୍ଡ ଧରି ବିରୋଧୀଙ୍କ ହଙ୍ଗାମା। ବିଜେଡି ଓ କଂଗ୍ରେସ ସଦସ୍ୟମାନେ ଧାନର ଅଭାବୀ ବିକ୍ରିକୁ ନେଇ ଗୃହ ମଧ୍ୟରେ ଜୋରଦାର ହଟଗୋଳ କରିବା ଯୋଗୁଁ ଆଜି ବି ବିଧାନସଭାରେ ପୂର୍ବାହ୍ନରେ କୌଣସି କାର୍ଯ୍ୟ ହୋଇପାରି ନାହିଁ। ପ୍ରଶ୍ନକାଳ ଓ ଶୂନ୍ୟକାଳରେ ଦୁଇ ବିରୋଧିଦଳ ଗୃହ ମଧ୍ୟରେ ବ୍ୟାନର ଓ ପୋଷ୍ଟର ପ୍ରଦର୍ଶନ କରିବା ସହିତ ସରକାର ବିରୋଧି ଧ୍ୱନିମାନ ଦେଇଥିବାରୁ ଗୃହକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି ।

ଆଜି ପ୍ରଶ୍ନକାଳ ଆରମ୍ଭ ମାତ୍ରେ ଉଭୟ ବିଜେଡି ଓ କଂଗ୍ରେସର ସଦସ୍ୟମାନେ ହାତରେ ପୋଷ୍ଟର, ବ୍ୟାନର ଆଦି ଧର ଗୃହ ମଧ୍ୟକୁ ଆସିଥିଲେ । ଧାନର ଅଭାବି ବିକ୍ରି ନେଇ ସେମାନେ ବିଭିନ୍ନ ଧ୍ୱନିମାନ ଦେଉଥିବାବେଳେ ବାଚସ୍ପତି ସୁରମା ପାଢୀ ବିଧାୟିକା ସଞ୍ଜଳି ମୁର୍ମୁଙ୍କ ପ୍ରଶ୍ନର ଉତ୍ତର ଦେବାପାଇଁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଡାକିଥିଲେ । ଗୃହରେ ପ୍ରବଳ ହଟଗୋଳ ଯୋଗୁଁ ମନ୍ତ୍ରୀ ଦେଉଥିବା ଉତ୍ତର ଶୁଣାଯାଇନଥିଲା । ବାଚସ୍ପତି ଶ୍ରୀମତୀ ପାଢୀ ସଦସ୍ୟମାନଙ୍କୁ ନିଜ ନିଜ ଆସନକୁ ଫେରି ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମରେ ଅଂଶଗ୍ରହଣ ପାଇଁ ବାରମ୍ବାର ଅନୁରୋଧ କରିଥିଲେ ମଧ୍ୟ ତାହାକୁ ବିରୋଧି ସଦସ୍ୟମାନେ ଶୁଣନଥିଲେ । ହଟଗୋଳ ଯୋଗୁଁ ବାଚସ୍ପତି ଗୃହକୁ ପ୍ରଥମେ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ ।

ପୁର୍ନବାର ଗୃହକାର୍ଯ୍ୟ ଆରମ୍ଭ ମାତ୍ରେ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ପୂର୍ବଭଳି ଗୃହ ମଧ୍ୟରେ ବିରୋଧ ପ୍ରଦର୍ଶନ କରିଥିଲେ । ତେବେ ହଟଗୋଳ ମଧ୍ୟରେ ଶୂନ୍ୟକାଳରେ ଚାରି ଜଣ ମଧ୍ୟ ବିଧାୟକ କହିବାର ସୁଯୋଗ ପାଇଥିଲେ । ବିଜେପି ବିଧାୟକ ଜଲେନ ନାୟକ ପିଇବା ପାଣି ପ୍ରସଙ୍ଗ ଉଠାଇଥିବାବେଳେ ମନୋ ରଞ୍ଜନ ଦ୍ୟାନ ସମାନ୍ତ ରାୟ ଶିକ୍ଷକ ନଯୁକ୍ତି ପ୍ରସଙ୍ଗ ଉଠାଇ ପାଠ ପଢାଇବାପାଇଁ ଅବସରପ୍ରାପ୍ତ ଶିକ୍ଷକ ବି ମିଳୁନଥିବା କହିଥିଲେ । ବିଜେପି ବିଧାୟକ ଦୁଷ୍ମନ୍ତ ସ୍ୱାଇଁ ନୀଳମାଧମ ମନ୍ଦିରର ବିକାଶ ପ୍ରତି ସରକାର ଧ୍ୟାନ ଦେବାକୁ କହିଥିଲେ।

ବିଜେପି ବିଧାୟକ ଅମରେନ୍ଦ୍ର ଦାସ କହିଥିଲେ ଯେ ଜଗତ୍‍ସିଂହପୁର ଜିଲ୍ଲାରେ ବାଲିଘାଟ ସଂଖ୍ୟା ୧୬ରୁ ବଢି ୨୭ରେ ପହଞ୍ଚିଥିବାବେଳେ ଟେଣ୍ଡର ବାବଦ ଅର୍ଥ ଆଦାୟ ହୋଇପାରୁ ନାହିଁ । ଲିଜ୍‍ଧାରୀମାନେ ୧୮ ପ୍ରତିଶତ ଜିଏସ୍‍ଟି ବି ଦେଉନାହାନ୍ତି । ନିଲାମଧାରୀଙ୍କ ଉପରେ ଟଙ୍କା ପଡି ରହୁଛି । ଅନ୍ୟ ପକ୍ଷରେ ବାଲି ପରିବହନ ଯୋଗୁଁ ରାସ୍ତାଘାଟ ଓ ପୋଲ ଆଦି ଖରାପ ହେବାରେ ଲାଗିଛି । ସରକାର ଏହା ଉପରେ ଦୃଷ୍ଟି ଦେବାକୁ ଶ୍ରୀ ଦାସ ଦାବି କରିଥିଲେ । ବାଚସ୍ପତିଙ୍କ ବାରମ୍ବାର ଅନୁରୋଧ ସତ୍ୱେ ହଟଗୋଳ ଜାରି ରହିବାରୁ ବାଚସ୍ପତି ସୁରମା ପାଢୀ ଗୃହକୁ ଅପରାହ୍ନ ୪ଟି ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।

Previous Post

ରାଜ୍ୟସଭାରେ ସୁପ୍ରତିନିଧିତ୍ବ ପାଇଁ ଦଳିୟ ନେତୃତ୍ୱ ଚିନ୍ତା କରିବେ କି: ବି ରାମଚନ୍ଦ୍ର ସି ଏସ୍ ଟି ଭୋଲଟେୟାର

Next Post

ଓଡ଼ିଶାର ବାସ୍ତବ ଆର୍ଥିକ ଅଭିବୃଦ୍ଧି ହାର ୭.୯ ପ୍ରତିଶତ ରହିବା ନେଇ ଆକଳନ

FNN WEB

FNN WEB

Next Post
ଓଡ଼ିଶାର ବାସ୍ତବ ଆର୍ଥିକ ଅଭିବୃଦ୍ଧି ହାର ୭.୯ ପ୍ରତିଶତ ରହିବା ନେଇ ଆକଳନ

ଓଡ଼ିଶାର ବାସ୍ତବ ଆର୍ଥିକ ଅଭିବୃଦ୍ଧି ହାର ୭.୯ ପ୍ରତିଶତ ରହିବା ନେଇ ଆକଳନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.