• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

FNN WEB by FNN WEB
February 20, 2026
in ଓଡ଼ିଶା, ମୁଖ୍ୟ ଖବର
0
ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ
0
SHARES
3
VIEWS

ଭୁବନେଶ୍ୱର: ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ, ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ହେଉଛି ଓଡ଼ିଶାର କୋଟି କୋଟି ମା’ ମାନଙ୍କର ନିଜ ଦଳ। ଗତ ୨୭ ବର୍ଷର ଯାତ୍ରା ଭିତରେ ବିଜେଡି ମା’ ମାନଙ୍କର ସଶକ୍ତି କରଣ ଉପରେ ସବୁବେଳେ ପ୍ରାଥମିକତା ଦେଇ ଆସିଛି । ଶ୍ରୀ ପଟ୍ଟନାୟକ କହିଥିଲେ ମା’ ମାନଙ୍କ ସଶକ୍ତ କରଣ ହିଁ ଓଡ଼ିଶାର ପ୍ରକୃତ ସଶକ୍ତିକରଣ । ବିଜୁ ମହିଳା ଜନତା ଦଳ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଏକ ଆଦର୍ଶ ସଶକ୍ତି କରଣ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରି ଗାଁ ଗାଁରେ ମା’ ମାନଙ୍କୁ ସଂରକ୍ଷିତ କରିବା ଓ ସେମାନଙ୍କ ଆର୍ଥିକ ବିକାଶ ଦିଗରେ ସବୁବେଳେ ମା’ ମାନଙ୍କ ସାଥୀରେ ରହିଛି।

ମା’ ମାନଙ୍କ ରୋଜଗାର ବୃଦ୍ଧି ସହିତ ସେମାନଙ୍କ ଅଧିକାର ପାଇଁ ଲଢେଇ ଜାରି ରଖିବା ହେଉଛି ବିଜୁ ମହିଳା ଜନତା ଦଳର ଆଦର୍ଶ । ମା’ମାନଙ୍କର ସଶକ୍ତିକରଣକୁ ଏକ ସାମାଜିକ ଆନ୍ଦୋଳନ ଭାବରେ ଗଢି ତୋଳିବାରେ ବିଜୁ ଜନତା ଦଳର ଭୂମିକା ଉଲ୍ଲେଖନୀୟ । ମହିଳାମାନଙ୍କ ଉପରେ ବଢି ଚାଲିଥିବା ଅତ୍ୟାଚାର ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ମହିଳାମାନଙ୍କ ପ୍ରତି ହେଉଥିବା ଅନ୍ୟାୟ, ଅତ୍ୟାଚାର ବିରୁଦ୍ଧରେ ଲଢେଇକୁ ଆହୁରି ଜୋରଦାର କରିବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ । ତତ୍‌ ସହିତ ମିଥ୍ୟା ପ୍ରଚାରକୁ ପ୍ରତିରୋଧ କରି ମା’ମାନଙ୍କୁ ବିକାଶ ମାର୍ଗରେ ନେବା ପାଇଁ ସହାୟତା ଯୋଗାଇ ଦେବା ପାଇଁ ଶ୍ରୀ ପଟ୍ଟନାୟକ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ । ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆ ସ୍ୱାଗତ ଭାଷଣ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ନବ ନିଯୁକ୍ତ ଦଳୀୟ କର୍ମକର୍ତ୍ତାମାନେ ସଭାପତିଙ୍କୁ ତାଙ୍କର ମାର୍ଗଦର୍ଶନ ପାଇଁ ଧନ୍ୟବାଦ ଜଣାଇଥିଲେ।

Previous Post

ରାଜ୍ୟପାଳଙ୍କ ଅଭିଭାଷଣ ପ୍ରଗତିଶୀଳ,ସଂସ୍କାରମୂଳକ:ମୁଖ୍ୟମନ୍ତ୍ରୀ

Next Post

ସୁଲଭ ଓ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବାକୁ ରାଜ୍ୟ ବଜେଟ୍‌ରେ ଗୁରୁତ୍ୱ: ୧୬ଟି ନୂଆ ପଦକ୍ଷେପ ଘୋଷଣା

FNN WEB

FNN WEB

Next Post
ସୁଲଭ ଓ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବାକୁ ରାଜ୍ୟ ବଜେଟ୍‌ରେ ଗୁରୁତ୍ୱ: ୧୬ଟି ନୂଆ ପଦକ୍ଷେପ ଘୋଷଣା

ସୁଲଭ ଓ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବାକୁ ରାଜ୍ୟ ବଜେଟ୍‌ରେ ଗୁରୁତ୍ୱ: ୧୬ଟି ନୂଆ ପଦକ୍ଷେପ ଘୋଷଣା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.