• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜେଡିକୁ ଫେରି ଆସିଲେ ରାଜୁ ଦାସ

FNN WEB by FNN WEB
May 16, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ବିଜେଡିକୁ ଫେରି ଆସିଲେ ରାଜୁ ଦାସ
0
SHARES
2
VIEWS

ଭୁବନେଶ୍ବର/ଭଦ୍ରକ: ଧାମନଗରରୁ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପୁଣି ଥରେ ଘରକୁ ବାହୁଡ଼ିଛନ୍ତି। ସେ ଆଜି ଭାରତୀୟ ଜନତା ପାର୍ଟି (ବିଜେପି) ଛାଡ଼ି ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିଜେପି ଛାଡ଼ି ଥିବା ନେଇ ଶ୍ରୀ ଦାସ ତାଙ୍କର ଇସ୍ତଫା ପତ୍ରକୁ ଦଳୀୟ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପଠାଇଛନ୍ତି।

ସୂଚନାଯୋଗ୍ୟ, ରାଜେନ୍ଦ୍ର ଦାସ ୨୦୦୯ରେ ଧାମନଗର ବିଧାନସଭା ଆସନରୁ ବିଜୟୀ ହୋଇଥିଲେ। ୨୦୧୪ରେ ବିଜେଡି ତାଙ୍କୁ ଟିକେଟ୍‌ ଦେଇ ନଥିଲା। କିନ୍ତୁ ୨୦୧୯ ନିର୍ବାଚନରେ ରାଜୁ ଦାସ ବିଜେଡି ଟିକେଟ୍‌ ଲଢ଼ିଥିଲେ ମଧ୍ୟ ନିର୍ବାଚନରେ ହାରି ଯାଇଥିଲେ। ସେହି ସମୟରେ ରାଜୁ ଦାସଙ୍କୁ ୭୫,୪୮୪ ଖଣ୍ଡ ଭୋଟ୍‌ ମିଳିଥିଲା। ସେ ବ‌ିଜେପି ପ୍ରାର୍ଥୀ ବିଷ୍ଣ ଚରଣ ସେଠୀଙ୍କ ଠାରୁ ୪୬୨୫ ଖଣ୍ଡ ଭୋଟ୍‌ ବ୍ୟବଧାନରେ ପରାସ୍ତ ହୋଇଥିଲେ।

ତେବେ ବିଷ୍ଣୁ ଦାସଙ୍କ ପରଲୋକ ପରେ ଧାମନଗରରେ ୨୦୨୨ରେ ଉପନିର୍ବାଚନ ହୋଇଥିଲା। କିନ୍ତୁ ଉପନିର୍ବାଚନରେ ବିଜେଡି ମହିଳା କାର୍ଡ ଖେଳିଥିଲା। ଅବନ୍ତୀ ଦାସଙ୍କୁ ବିଜେଡି ଟିକେଟ୍‌ ଦେଇଥିଲା। ରାଜୁ ଦାସଙ୍କୁ ଟିକେଟ୍‌ ନମିଳିବାରୁ ସେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ। ଏହି ଉପନିର୍ବାଚନରେ ସ୍ବର୍ଗତଃ ବିଷ୍ଣୁ ଦାସଙ୍କ ପୁଅ ତଥା ବିଜେପିର ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୯୮୮୧ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିଲେ।

ଗତ ମାସ ରାଜୁ ଦାସ ବିଜେପିରେ ଯୋଗ ଦେଇଥିଲେ। ବିଜେପି ମଧ୍ୟ ରାଜୁ ଦାସଙ୍କୁ ବାଲେଶ୍ବର ଜିଲ୍ଲା ସୋର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀ କରିଥିଲା। କିନ୍ତୁ ଦଳ କିଛି ଦିନ ପୂର୍ବରୁ ଏଠାରେ ପ୍ରାର୍ଥୀ ବଦଳାଇଥିଲା। ରାଜୁ ଦାସଙ୍କ ସ୍ଥାନରେ ଏଠାରେ ବିଧାୟକ ଥିବା ପର୍ଶୁରାମ ଧଡ଼ାକୁ ଟିକେଟ୍‌ ଦେଇଛି। ତେବେ ବିଜେପିର କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ରାଜୁ ଦାସ ପୁଣି ଥରେ ବିଜେଡିରେ ଯୋଗ ଦେଇଛନ୍ତି।

Previous Post

ମେ’ ୨୦ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ପ୍ରଥମେ ଜଗା ଦର୍ଶନ, ପରେ ରୋଡ ସୋ’

Next Post

ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛାତା ଉପରେ ପ୍ରଶ୍ନ, ସୂର୍ଯ୍ୟଙ୍କୁ ଟର୍ଚ୍ଚ ଦେଖାଇବା ସହ ସମାନ: ପାଣ୍ଡିଆନ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛାତା ଉପରେ ପ୍ରଶ୍ନ, ସୂର୍ଯ୍ୟଙ୍କୁ ଟର୍ଚ୍ଚ ଦେଖାଇବା ସହ ସମାନ: ପାଣ୍ଡିଆନ

ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛାତା ଉପରେ ପ୍ରଶ୍ନ, ସୂର୍ଯ୍ୟଙ୍କୁ ଟର୍ଚ୍ଚ ଦେଖାଇବା ସହ ସମାନ: ପାଣ୍ଡିଆନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.