• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଚାଷୀ ସମାବେଶରେ ବିଜେଡିର ଶକ୍ତି ପ୍ରଦର୍ଶନ

FNN WEB by FNN WEB
February 24, 2026
in ଓଡ଼ିଶା, ମୁଖ୍ୟ ଖବର
0
ଚାଷୀ ସମାବେଶରେ ବିଜେଡିର ଶକ୍ତି ପ୍ରଦର୍ଶନ
0
SHARES
4
VIEWS

ଭୁବନେଶ୍ୱର : ରାଜଧାନୀରେ ଶକ୍ତି ପ୍ରର୍ଦଶନ କରିଛି ବିଜେଡି । ଚାଷୀ ଓ ଆଇନ ଶୃଙ୍ଖଳା ଭଳି ସଂଗୀନ ସମସ୍ୟା ନେଇ ରାଜରାସ୍ତାକୁ ଓହ୍ଲାଇଛି ଦଳ। ଚାଷୀଙ୍କୁ ସରକାର ଅଣଦେଖା କରୁଥିବାରୁ ଦଳ ରାଜ୍ୟବ୍ୟାପି ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି ନେଇଛି। ଏହି ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଚାଷୀ ବିରୋଧୀ ନୀତି ଉପରେ ମତ ରଖିଛନ୍ତି। ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ଏ ସରକାର ସ୍ଲୋଗାନ ଦେଉଛି ଜୟ କିଷାନ, କିନ୍ତୁ କାମରେ ଭାଗୋ କିଷାନ। ସରକାର କାହାଣୀରେ ଚାଲେନି, କାମ ଦରକାର। ଲୋକ ସେବା ଚାହାଁନ୍ତି, ନେତାଙ୍କ ପ୍ରବଚନ ନୁହେଁ। ଚାଷୀଙ୍କ ସମସ୍ୟା ସମାଧାନ ନକଲେ ବିଜେଡି ଏ ସରକାରର କୁମ୍ଭକର୍ଣ୍ଣ ନିଦ ହଜେଇଦେବ ବୋଲି ନବୀନ ଚେତାବନୀ ଦେଇଛନ୍ତି।

ବିଜେପି ସରକାରର ଦୁଇ ବର୍ଷ ହେବାକୁ ଯାଉଛି। ନା ଠିକ ନିଷ୍ପତ୍ତି ନେଇ ପାରୁଛନ୍ତି ନା କୌଣସି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ନିର୍ବାଚନ ସମୟରେ ବହୁତ ବଡ଼ ବଡ଼ କଥା କହି ଲମ୍ବା ଲମ୍ବା ପ୍ରତିଶୃତି ଦେଉଥିଲେ। ହେଲେ କିଛି ମିଳିଲା ନାହିଁ। ବିଜେଡି ସରକାର ଚାଷୀଙ୍କ ପାଇଁ ସ୍ବତନ୍ତ୍ର ବଜେଟ ଓ କାଳିଆ ଯୋଜନା କରିଥିଲେ। ଜଳସେଚନ ବ୍ୟବସ୍ଥା କରିଥିଲେ। ହେଲେ ଏହି ଡବଲ ଇଂଜିନ ସରକାର କଣ କରୁଛି କଣ ବୋଲି ନବୀନ ପ୍ରଶ୍ନ କରିଛନ୍ତି। ସାର ମିଳୁନି, ଧାନ କିଣୁନାହାନ୍ତି ସରକାର, କଟନୀ ଛଟଣି ହେଉଛି। ଅଭିଯୋଗ କଲେ, ଚାଷୀ ମିଛ କହୁଛନ୍ତି ବୋଲି ସରକାର କହୁଛନ୍ତି। ନିର୍ବାଚନ ପ୍ରତିଶୃତି ରକ୍ଷା କରିବାକୁ ବିଜେଡି ଅନୁରୋଧ କରିଥିଲା। ଏଥିସହ କଟନୀ ଛଟନି ବନ୍ଦ କରିବାକୁ ଦାବି କରିଥିଲୁ। କିନ୍ତୁ କିଛି ସୁଫଳ ମିଳିଲା ନାହିଁ ବୋଲି ସେ କହିଛନ୍ତି।

ମିଲର ଓ ସରକାର ଅଧିକାରୀଙ୍କ ମଧୁଚନ୍ଦ୍ରିକା ଚାଲିଛି । ୪୮ଘଣ୍ଟାରେ ଚାଷୀଙ୍କୁ ଧାନ କିଣା ବାବଦ ଅର୍ଥ ସିଧାସଳଖ ଆକାଉଣ୍ଟକୁ ଦିଆଯାଉ। ଟୋକନ ଦେବାର ୭୨ ଘଣ୍ଟାରେ ଧାନ କିଣାଯାଉ ବୋଲି ନବୀନ କହିଛନ୍ତି। ପ୍ରଚାର ପ୍ରସାରରେ ଟଙ୍କା ଖର୍ଚ୍ଚ କରୁଛନ୍ତି ହେଲେ ଚାଷୀଙ୍କ ପାଇଁ କିଛି ନାହିଁ। ବିଧାନସଭାରେ ବିଜେଡି ଚାଷୀଙ୍କ ପାଇଁ ସ୍ୱର ଉଠାଉଛି ହେଲେ ସରକାରଙ୍କ ଚାଷୀ ପାଇଁ ଖାତିର ନାହିଁ। ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ। କୌଣସି ସରକାରୀ ପରୀକ୍ଷା କରି ପାରୁନି ରାଜ୍ୟ ସରକାର। ରୋଜଗାର ନାହିଁ, ଖାଲି ଜୟ କିଷାନ କହୁଛନ୍ତି ହେଲେ ଚାଷୀ ପାଉଛି କଣ ବୋଲି ସେ ପଚାରିଛନ୍ତି।

ସମାବେଶରେ ଦଳର ବହୁ ବରିଷ୍ଠ ନେତା ଯୋଗଦେଇ ସରକାରଙ୍କ ଚାଷୀ ବିରୋଧୀ ମନୋଭାବ ଉପରେ ବର୍ଷିଚନ୍ତି। ରାଜ୍ୟ ସରକାର ବିଧାନସଭାକୁ ଭ୍ରମିତ କରୁଥିବା ଅଭିଯୋଗ ଆଣିଛି ବିଜେଡି। ମଣ୍ଡିରେ ଚାଷୀଙ୍କୁ ମାଡ଼ ମରାଯାଉଛି, ନିର୍ଯାତନା ଦିଆଯାଉଛି। ଦେଢ଼ ଲକ୍ଷ ଚାଷୀଙ୍କ ନାଁ ଚଞ୍ଚକତା କରି ରେଜିଷ୍ଟ୍ରେସନ ଲିଷ୍ଟରୁ କଟାଯାଇଥିବା ବିଜେଡି ଅଭିଯୋଗ କରିଛି। ଏସବୁର ପ୍ରତିବାଦରେ ଆଜି ବିରାଟ ସମାବେଶ କରିଛି ବିଜେଡି। କଟନୀ ଛଟନୀ ବନ୍ଦ ପାଇଁ ସ୍ବତନ୍ତ୍ର ସ୍ବାର୍ଡ କରାଯାଉ, ଇନପୁଟ ସବସିଡିରୁ ୧୫୦ କ୍ବିଣ୍ଟାଲ ସୀମା ଉଠାଯାଉ, ଖୋଲାରେ ପଡିଥିବା ଧାନ ୭୨ ଘଣ୍ଟାରେ ଉଠାଯାଉ ବୋଲି ବିରୋଧୀ ଦଳ ନେତା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଏଭିତରେ ୧୫ ଦିନ ବିତିଲାଣି, କିଛି ବି ହୋଇନି ବୋଲି ବିଜେଡି ନେତାମାନେ ଅଭିଯୋଗ କରିଛନ୍ତି। ବରିଷ୍ଠ ନେତା ଦେବୀ ମିଶ୍ର, ସଂଜୟ ଦାସବର୍ମା, ବିଧାୟକ ଅରୁଣ ସାହୁ, ପ୍ରଦାପ ଦେବ, ପ୍ରମିଳା ମଲ୍ଲିକ, ସ୍ନେହାଙ୍ଗିନୀ ଛୁରିଆ ପ୍ରମୁକ ସରକାରଙ୍କ ଉପରେ ବର୍ଷିଥିଲେ।

Previous Post

କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

Next Post

ଗ୍ରାମ ପଞ୍ଚାୟତ ସ୍ତରୀୟ ସମନ୍ୱୟ ମେଳା

FNN WEB

FNN WEB

Next Post
ଗ୍ରାମ ପଞ୍ଚାୟତ ସ୍ତରୀୟ ସମନ୍ୱୟ ମେଳା

ଗ୍ରାମ ପଞ୍ଚାୟତ ସ୍ତରୀୟ ସମନ୍ୱୟ ମେଳା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.