• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନାଲକୋ ପକ୍ଷରୁ ଆଇଏ୯୧ ଗ୍ରେଡ଼ ଆଲୁମିନିୟମ ଆଲୟ ଇଙ୍ଗଟର ବଜାର ପ୍ରବେଶ

FNN WEB by FNN WEB
February 25, 2026
in ଓଡ଼ିଶା, ମୁଖ୍ୟ ଖବର
0
ନାଲକୋ ପକ୍ଷରୁ ଆଇଏ୯୧ ଗ୍ରେଡ଼ ଆଲୁମିନିୟମ ଆଲୟ ଇଙ୍ଗଟର ବଜାର ପ୍ରବେଶ
0
SHARES
2
VIEWS

ଭୁବନେଶ୍ୱର: ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଲୋକ ଉଦ୍ୟୋଗ, ନ୍ୟାସଳନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲକୋ)ଏକ ସ୍ଵତନ୍ତ୍ର ଆଲୁମିନିୟମ ଆଲୟ ଇଙ୍ଗଟ ଆଇଏ୯୧ ର ବଜାରପ୍ରବେଶ କରାଇଛି । ଆଇଏ୯୧ ହେଉଛି ଏକ ଉଚ୍ଚ-କାର୍ଯ୍ୟଦକ୍ଷତା ତଥା ସିଲିକନ୍-ଆଧାରିତ କାଷ୍ଟିଂ ଆଲୟ ଯାହାକୁ କାଷ୍ଟେବିଲିଟିର ସର୍ବୋତ୍ତମ ସନ୍ତୁଳନ, ଯାନ୍ତ୍ରିକ କ୍ଷମତା ଏବଂ କ୍ଷୟ ପ୍ରତିରୋଧି ଭଳି ବୈଶିଷ୍ଟ୍ୟ ସହ ତିଆରି କରାଯାଇଛି । ଗତକାଲି କମ୍ପାନୀର କୋଲକାତା ଷ୍ଟକୟାର୍ଡରେ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ନିର୍ଦ୍ଦେଶକ (ବାଣିଜ୍ୟିକ) ଶ୍ରୀ ଅନିଲ କୁମାର ସିଂହ ଆନୁଷ୍ଠାନିକ ଭାବରେ ଏହି ଉତ୍ପାଦର ଶୁଭାରମ୍ଭ କରିଥିଲେ । ଏହି ଇଙ୍ଗଟ ଉନ୍ନତ କାଷ୍ଟିଂ ପ୍ରୟୋଗ ପାଇଁ ଡିଜାଇନ୍ ହୋଇଥିବା ବେଳେ, ଗ୍ରାଭିଟି ଡାଏ କାଷ୍ଟିଂ ତଥା ନିମ୍ନ-ଚାପ ଡାଏ କାଷ୍ଟିଂ ପାଇଁ ଉପଯୁକ୍ତ ଅଟେ । ଏହା ମୁଖ୍ୟତଃ ଅଟୋମୋଟିଭ୍, ବୈଦ୍ୟୁତିକ ଏବଂ ଶକ୍ତି ଉପକରଣ, ଶିଳ୍ପ କ୍ଷେତ୍ର ତଥା ଫାଉଣ୍ଡ୍ରିରେ ବ୍ୟବହୃତ ହୋଇଥାଏ । ଉତ୍ପାଦନ ଏବଂ ବିପଣନ ବିଭାଗକୁ ଅଭିନନ୍ଦନ ଜଣାଇବା ସହ, ସିଏମଡି ଶ୍ରୀ ବ୍ରିଜେନ୍ଦ୍ର ପ୍ରତାପ ସିଂହ କହିଛନ୍ତି ଯେ, କମ୍ପାନୀର ପରିବର୍ଦ୍ଧିତ ଉତ୍ପାଦ ପୋର୍ଟଫୋଲିଓ ଏହାର ଉଚ୍ଚମାନ ତଥା ମୂଲ୍ୟଯୁକ୍ତ ଉତ୍ପାଦ ଯୋଗାଣ ନିମନ୍ତେ ନାଲକୋର ନିରନ୍ତର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଅଛି ।

Previous Post

କଟକ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରୁ ୪ କୋଟିରୁ ଅଧିକ ନଗଦ ଜବତ

Next Post

ରାଜନଗର ଚାଷୀ ମୃତ୍ୟୁ ଘଟଣା, ସରକାରଙ୍କୁ ଘେରିଲା ବିଜେଡି

FNN WEB

FNN WEB

Next Post
ରାଜନଗର ଚାଷୀ ମୃତ୍ୟୁ ଘଟଣା, ସରକାରଙ୍କୁ ଘେରିଲା ବିଜେଡି

ରାଜନଗର ଚାଷୀ ମୃତ୍ୟୁ ଘଟଣା, ସରକାରଙ୍କୁ ଘେରିଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.