• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୪ରୁ କିଟ୍‍ ରେ ଏଫ୍‍ଆଇଭିବି ବିଶ୍ୱ ବିଚ୍‍ ଭଲିବଲ୍‍ ଚାମ୍ପିୟନ୍‍ସିପ୍‍ ୨୦୨୬

FNN WEB by FNN WEB
February 27, 2026
in ଓଡ଼ିଶା, ମୁଖ୍ୟ ଖବର
0
୪ରୁ କିଟ୍‍ ରେ ଏଫ୍‍ଆଇଭିବି ବିଶ୍ୱ ବିଚ୍‍ ଭଲିବଲ୍‍ ଚାମ୍ପିୟନ୍‍ସିପ୍‍ ୨୦୨୬
0
SHARES
0
VIEWS

ଭୁବନେଶ୍ୱର: ମାର୍ଚ୍ଚ ୪ରୁ ୮ ତାରିଖ ପର୍ଯ୍ୟନ୍ତ କିଟ୍ ବିଶ୍ୱବିଦ୍ୟାଳୟରେ ଏଫ୍‍ଆଇଭିବି ବିଶ୍ୱ ବିଚ୍‍ ଭଲିବଲ୍‍ ଚାମ୍ପିଅନ୍‍ସିପ୍‍ (ପୁରୁଷ ଓ ମହିଳା) ଆୟୋଜିତ ହେଉଛି। ଏହି ଚାମ୍ପିୟନ୍‍ସିପ୍‍ ପ୍ରଥମ ଥର ଲାଗି ଭାରତ ବିଶେଷ କରି ଓଡ଼ିଶାର କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ୫୨ ଦେଶରରୁ ୮୨ଟି ଦଳ ଅଂଶଗ୍ରହଣ କରିବେ। ଏହି ଚାମ୍ପିୟନ୍‍ସିପ୍‍ ରେ ଅଲିମ୍ପିକ୍‍ ସ୍ୱର୍ଣ୍ଣପଦକ ବିଜେତାଙ୍କ ସମେତ ୩୦୬ ଖେଳାଳି ଓ ଅଫିସିଆଲ୍‍ ଯୋଗଦେବେ। ଏଥିପାଇଁ କିଟ୍‍ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଆୟୋଜନ କରାଯାଇଛି। ଦୂତୀ ଚାନ୍ଦ ଆଥଲେଟିକ୍‍ ଷ୍ଟାଡ଼ିୟମରେ ଏଥିପାଇଁ ସମସ୍ତ ପ୍ରସ୍ତୁତ ସରିଛି। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ ପ୍ରକାର ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଛି। ଖେଳାଳି ଓ ଅଫିସିଆଲ୍‍ମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସେମାନଙ୍କ ରହିବା ଓ ଆତିଥ୍ୟ ଯେଭଳି ସୁବିଧାଜନକ ହୋଇପାରିବ ସେଥିପାଇଁ ଶ୍ରୀ ସାମନ୍ତ ଆବଶ୍ୟକ ପରାମର୍ଶ ଦେଇଛନ୍ତି।

ଗତ ଡିସେମ୍ବର ମାସରେ କିଟ୍‍ ଓ କିସ୍‍ ରେ ଅନୁଷ୍ଠିତ ଭଲିବଲ୍‍ ମହାକୁମ୍ଭରେ ଯୋଗଦେବା ଅବସରରେ ଏଫଆଇଭିବି ସଭାପତି ଫାବିଓ ଆଜେଭେଦୋ ଏ ବିଷୟରେ ଘୋଷଣା କରିଥିଲେ। କିଟ୍‍ ଓ କିସ୍‍ ରେ ବ୍ୟାପକ ସୁବିଧା ଓ ଓଡ଼ିଶାର ମନୋରମ ପରିବେଶକୁ ଦୃଷ୍ଟିରେ ରଖି ୨୦୨୬, ୨୦୨୭ ଓ ୨୦୨୮ ଲଗାତାର ୩ ବର୍ଷ ଧରି କିଟ୍‍ ଓ କିସ୍‍ ସହଯୋଗରେ ଓଡ଼ିଶାରେ ଏଫ୍‍ଆଇଭିବି ବିଚ୍‍ ଭଲିବଲ୍‍ ଆୟୋଜିତ ହେବ ବୋଲି ଫାବିଓ ଘୋଷଣା କରିଥିଲେ।

ଏହି ଅବସରରେ ଶ୍ରୀ ସାମନ୍ତ କହିଛନ୍ତି ଆମେ ସବୁବେଳେ କ୍ରୀଡ଼ା ଓ କ୍ରୀଡ଼ାବିତଙ୍କ ବିକାଶ ନିମନ୍ତେ କାର୍ଯ୍ୟ କରିଆସୁଛୁ। ଭଲିବଲ୍‍ ଏକ ଗ୍ରାମାଞ୍ଚଳ ଓ ଅଲିମ୍ପିକ୍‍ କ୍ରୀଡ଼ା ହୋଇଥିବାରୁ ଏହାର ବିକାଶ ପାଇଁ ଗତ ୮ବର୍ଷ ଧରି କିଟ୍‍ ଓ କିସ୍‍ ପକ୍ଷରୁ ଲଗାତାର ଉଦ୍ୟମ ଜାରି ରହିଛି। ପାରମ୍ପରିକ ଭଲିବଲ୍‍ ସାଧାରଣତଃ ଗ୍ରାମାଞ୍ଚଳରେ ଖେଳାଯାଇଥାଏ। ମାତ୍ର ଏଥିରେ ଅଲିମ୍ପିକ୍‍ ରେ ସୁଯୋଗ ପାଇବା କଷ୍ଟକର। କିନ୍ତୁ ବିଚ୍‍ ଭଲିବଲ୍‍ ଯେହେତୁ ୨ଜଣଙ୍କୁ ନେଇ ଖେଳାଯାଏ ଓ ଓଡ଼ିଶାର ବ୍ୟାପକ ବେଳଭୂମି ରହିଛି, ଏହାକୁ ଦୃଷ୍ଟିରେ ରଖି ଆମେ ଏହି ଯୋଜନା କରିଛୁ। ଖୁବ୍‍ ଶୀଘ୍ର ଭାରତୀୟ ବିଚ୍‍ ଭଲିବଲ୍‍ ଦଳ ଅଲିମ୍ପିକ୍‍ରେ ସୁଯୋଗ ପାଇବ ବୋଲି ଆମେ ଆଶା ରଖିଛୁ ବୋଲି ଶ୍ରୀ ସାମନ୍ତ କହିଛନ୍ତି। ଏହା ଫଳରେ ବିଶ୍ୱରେ ଓଡ଼ିଶାର ଦୃଶ୍ୟପଟ୍ଟ ଆହୁରି ବୃଦ୍ଧିପାଇବା ସହ ଓଡ଼ିଶାରେ ପର୍ଯ୍ୟଟନର ପ୍ରଭୂତ ବିକାଶ ହେବ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି।

Previous Post

ନୂଆଦିଲ୍ଲୀରେ ଓଡ଼ିଶା ଭବନର ଶିଳାନ୍ୟାସ

Next Post

“ ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସହ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଢ଼ିବାରେ ସମସ୍ତେ ଅବଦାନ ରଖିନ୍ତୁ : ମୁଖ୍ୟ ଶାସନ ସଚିବ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.