• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦଳ ବିରୋଧରେ କହିବା ମହଙ୍ଗା ପଡିଲା, ବିଜେଡିରୁ ପ୍ରଭାତ ବିଶ୍ବାଳ ବହିଷ୍କୃତ

FNN WEB by FNN WEB
February 28, 2026
in ଓଡ଼ିଶା, ମୁଖ୍ୟ ଖବର
0
ଦଳ ବିରୋଧରେ କହିବା ମହଙ୍ଗା ପଡିଲା, ବିଜେଡିରୁ ପ୍ରଭାତ ବିଶ୍ବାଳ ବହିଷ୍କୃତ
0
SHARES
0
VIEWS

ଭୁବନେଶ୍ବର : ଦଳ ବିରୋଧରେ କହିବା ମହଙ୍ଗା ପଡିଲା ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ । ବିଜେଡିରୁ ପ୍ରଭାତ ବିଶ୍ବାଳ ହେଲେ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ନିର୍ଦେଶରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ବିଜେଡି ଆଜି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା। ଏହା ପରେ ବିଷୋଦଗାର କରିଥିଲେ ପ୍ରଭାତ ବିଶ୍ଵାଳ। ସେ କହିଥିଲେ ମୋ ମନରେ ଦୀର୍ଘ ସମୟ ଧରି ଅସନ୍ତୋଷ ରହିଛି। ବିଜେଡି ଦଳର କର୍ମୀକୁ ଦେଖି ଦଳରେ ଠିକ ନିଷ୍ପତ୍ତି ନିଆଯିବାର ଆବଶ୍ୟକତା ରହିଛି। ସେ ଦଳର କାର୍ଯ୍ୟଶୈଳୀକୁ ସମାଲୋଚନା କରିଥିଲେ। ସେ ଏହା ମଧ୍ୟ କହିଥିଳେ ଯେ, ଦଳ ପାଇଁ ନିଷ୍ଠାର ସହ କାମ କରିଛି। ଅନେକ ଦିନ ରାତି ଅନିଦ୍ରା ହୋଇଛି। ଦଳର ବରିଷ୍ଠ ନିଷ୍ପତ୍ତି ନେବା ଉଚିତ୍। ମୁଁ କେବେ ବି ମୋ ଆଦର୍ଶକୁ ବନ୍ଧା ପକାଇନି କି ପକାଇବି ନାହିଁ। ଆଜି ମୋତେ ଯେମିତି ଧଳା ପୋଷାକରୁ ଲାଲ ପୋଷାକ ପିନ୍ଧାଇ ଦିଆଯାଇଛି ତାହା ଦୁର୍ଭାଗ୍ୟଜନକ। ପରିଶ୍ରମ କରିଥିବା ନେତାଙ୍କୁ ସୁଯୋଗ ଦିଆଯାଉ। ଦଳରେ ପରିଶ୍ରମ କରି ନ ଥିବା ଅନେକ ନେତା ଅଛନ୍ତି। ଏସବୁ ବହୁତ ମର୍ମାହତ କରୁଛି। ତାଙ୍କର ଏହି ବୟାନ ପରେ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଥିଲା। ତାଙ୍କ ବକ୍ତବ୍ୟକୁ ନେଇ ଦଳ ସଭାପତି ନବୀନ ପଟ୍ଟନାୟକ ଖପ୍ପା ହୋଇଥିଲେ। ଆଉ ପ୍ରଭାତଙ୍କୁ ଦଳରୁ ନବୀନ ବିଦା କରିଛନ୍ତି ।

ସୂଚନାଯୋଗ୍ୟ ଯେ ପ୍ରଭାତ ବିଧାୟକ ଭାବେ ତିନିଥର ଜିତିଛନ୍ତି । ୨୦୦୪ ମସିହାର ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ପରେ ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ସେ ଚୌଦ୍ୱାର – କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ସେ ଦଳର ସଂଗଠନରେ ଅନେକ ପଦରେ ରହି କାମ କରିଛନ୍ତି। ସେ ଚିଟଫଣ୍ଡ ମାମଲାରେ ଫସି ବିବାଦୀୟ ହୋଇ ପଡିଥିଲେ। ତାଙ୍କ ଘରେ ସିବିଆଇ ରେଡ୍ ହୋଇଥିଲା। ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିଲା ଏବଂ ପରେ ନିଲମ୍ବନ ହଟାଇ ଦିଆଯାଇଥିଲା। ଚିଟଫଣ୍ଡ ପାଇଁ ତାଙ୍କ ରାଜନୈତିକ କ୍ୟାରିୟର ପ୍ରଭାବିତ ହୋଇଥିଲା। ୨୦୧୯ ନିର୍ବାଚନ ପୂର୍ବରୁ ତାଙ୍କ ପୁଅ ସୌଭିକ ବିଶ୍ଵାଳ ବିଜେଡିରେ ମିଶିଥିଲେ। ୨୦୧୯ ନିର୍ବାଚନରେ ପ୍ରଭାତଙ୍କ ବଦଳରେ ପୁଅ ସୌଭିକ ନିର୍ବାଚନ ଲଢି ଜିତିଥିଲେ। ପୁଣି ୨୦୨୪ ରେ ବି ସୌଭିକ ନିର୍ବାଚନ ଜିତିଥିଲେ।

Previous Post

‘HPV ନିରାକରଣ ଟୀକା’ର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ ଝିଅମାନଙ୍କ ସ୍ୱାସ୍ଥ୍ୟ ଓ ଭବିଷ୍ୟତ ସୁରକ୍ଷା ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ

Next Post

ସମୃଦ୍ଧ ଓଡ଼ିଶା ଗଠନରେ ମାର୍ଗଦର୍ଶନ ପାଇଁ ବିଚାରବିମର୍ଷ ଆବଶ୍ୟକ : ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ସମୃଦ୍ଧ ଓଡ଼ିଶା ଗଠନରେ ମାର୍ଗଦର୍ଶନ ପାଇଁ ବିଚାରବିମର୍ଷ ଆବଶ୍ୟକ : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡ଼ିଶା ଗଠନରେ ମାର୍ଗଦର୍ଶନ ପାଇଁ ବିଚାରବିମର୍ଷ ଆବଶ୍ୟକ : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.