• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

FNN WEB by FNN WEB
March 7, 2026
in ଓଡ଼ିଶା, ମୁଖ୍ୟ ଖବର
0
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ
0
SHARES
0
VIEWS

ସ୍ୱତନ୍ତ୍ର ସମାବେଶରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ବ୍ୟାଙ୍କ ଖାତାକୁ ଆସିବ ସୁଭଦ୍ରାର ଚତୁର୍ଥ କିସ୍ତି ଟଙ୍କା । ପୁରୀର ତାଳବଣିଆ ପଡିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ୫ ହଜାର ଟଙ୍କା ଲେଖାଏଁ ପଠାଇବେ । ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ମୁତାବିକ, ଏକ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିବା ବେଳେ ଚତୁର୍ଥ କିସ୍ତିରେ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବ । ୫ ହଜାର କୋଟିରୁ ଅଧିକ ଟଙ୍କା ଯୋଗ୍ୟ ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ପଠାଯିବ।

ପୁରୀର ତାଳବଣିଆ ଠାରେ ଆୟୋଜନ ହେବ ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତରେ ସୁଭଦ୍ରା ଟଙ୍କା ବଣ୍ଟାଯିବ। ୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ସୁଭଦ୍ରା ହିତାଧିକାରୀ ଟଙ୍କା ପାଇବେ। ସେହିଭଳି ଗ୍ରୀଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗରୁ ୩୬ ହଜାର ୩୮୫ ଜଣ ପାଇବେ ସୁଭଦ୍ରା ଟଙ୍କା। ଏପ୍ରିଲ ମାସରେ ଯାହାକୁ ୨୧ ବର୍ଷ ହୋଇଥିବ ସେମାନେ ଆବେଦନ କରିବେ। ଯେଉଁମାନେ୨୧ ବର୍ଷ ସେମାନଙ୍କ ପାଇଁ ଏହା ଦ୍ୱିତୀୟ କିସ୍ତି ପାଇପାରିବେ। ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ଗତ ସେପ୍‌ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ, ଦ୍ବିତୀୟ ଓ ତୃତୀୟ ପର୍ଯ୍ୟାୟ ହିତାଧିକାରୀମାନଙ୍କୁ ପୂର୍ବରୁ ୩ଟି କିସ୍ତିରେ ୧୫ ହଜାର ଟଙ୍କା ବଣ୍ଟାଯାଇଛି।

Previous Post

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

Next Post

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

FNN WEB

FNN WEB

Next Post
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.