• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

FNN WEB by FNN WEB
March 7, 2026
in ଓଡ଼ିଶା, ମୁଖ୍ୟ ଖବର
0
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ
0
SHARES
0
VIEWS

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ପୋଖରୀରେ ୨ ନାବାଳିକାଙ୍କ ମୃତ୍ୟୁ

କୋରାପୁଟ: ଗୋଟିଏ ଦିନରେ ପାଞ୍ଚ ପାଞ୍ଚ ଜଣ ଛାତ୍ରଛାତ୍ରୀଙ୍କ ସଲିଳ ସମାଧି। କେଉଁଠି ପୋଖରୀରେ ବୁଡ଼ି ପ୍ରାଣ ହରାଇଲେ ତ ଆଉ କେଉଁଠି ଜଳଭଣ୍ଡାରରେ ବୁଡ଼ି ହରାଇଲେ ଜୀବନ। କୋରାପୁଟରେ କୋଲାବ ଜଳଭଣ୍ଡାରରେ ବୁଡ଼ି ପ୍ରାଣ ହରାଇଲେ ୩ ଜଣ ଦଶମ ଶ୍ରେଣୀର ଛାତ୍ର। ସେପଟେ କପ୍ତିପଦା ଥାନା ବଡ଼ଖଲାଡି ନଛିପୁର ଗାଁରେ ୨ ନାବାଳିକା ଛାତ୍ରୀ ପ୍ରାଣ ହରାଇଛନ୍ତି।

କୋରାପୁଟ ଜିଲ୍ଲାରୁ ଆସିଛି ଏକ ଅତ୍ୟନ୍ତ ହୃଦୟବିଦାରକ ଖବର। କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜବାହର ନବୋଦୟ ବିଦ୍ୟାଳୟର ୩ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କର ଅକାଳ ବିୟୋଗ ଘଟିଛି। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଘୋର ଶୋକର ଛାୟା ଖେଳାଇ ଦେଇଥିବା ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଭୂମିକାକୁ ନେଇ ପ୍ରଶ୍ନ ଉଠିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ବିଦ୍ୟାଳୟ ନିକଟସ୍ଥ କୋଲାବ ଜଳଭଣ୍ଡାରକୁ ତିନି ଜଣ ଛାତ୍ର ଗାଧୋଇବା ପାଇଁ ଯାଇଥିଲେ। ସେଠାରେ ଅସାବଧାନତା ବଶତଃ ସେମାନେ ଗଭୀର ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ବାସିନ୍ଦାମାନେ ଏହା ଦେଖି ତୁରନ୍ତ ତିନି ଛାତ୍ରଙ୍କୁ ଉଦ୍ଧାର କରିଥିଲେ ଏବଂ ଚିକିତ୍ସା ପାଇଁ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଏହି ଅଭାବନୀୟ ଘଟଣାରେ ପ୍ରାଣ ହରାଇଥିବା ତିନି ଛାତ୍ର ଦଶମ ଶ୍ରେଣୀରେ ପଢ଼ୁଥିଲେ ଏବଂ ସେମାନେ ସ୍କୁଲ୍ ହଷ୍ଟେଲରେ ରହୁଥିଲେ। ମୃତକମାନେ ହେଲେ ଲିଙ୍ଗରାଜ ଖିଲ, ସ୍ୱସ୍ତିକ ଓ ଓମ୍ ପ୍ରକାଶ। ଖବର ପାଇ ପୋଲିସ ଘଟଣାସ୍ଥଳରେ ଏବଂ ମେଡିକାଲରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ହଷ୍ଟେଲରେ ରହୁଥିବା ଛାତ୍ରମାନେ କେଉଁ ପରିସ୍ଥିତିରେ ଏବଂ କାହା ଅନୁମତିରେ ନଦୀକୁ ଗାଧୋଇବାକୁ ଗଲେ, ତାହା ଏବେ ସୁଦ୍ଧା ଅସ୍ପଷ୍ଟ ରହିଛି। ଅନ୍ୟପଟେ, ମୃତ ଛାତ୍ରଙ୍କ ପରିବାର ଲୋକେ ଏହି ଘଟଣା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଚରମ ଅବହେଳାକୁ ସିଧାସଳଖ ଦାୟୀ କରିଛନ୍ତି।

ସେପଟେ କପ୍ତିପଦା ଥାନା ବଡ଼ଖଲାଡି ନଛିପୁର ଗାଁରେ ୨ ନାବାଳିକା ଛାତ୍ରୀ ପ୍ରାଣ ହରାଇଛନ୍ତି। ଉଭୟ ହେଉଛନ୍ତି ଦାଣ୍ଡଘାଟ ଦେହୁରୀସାହି ସ୍କୁଲର ଛାତ୍ରୀ ଶୁଭସନ୍ଧ୍ୟା ନାୟକ ଏବଂ ରାଜଲକ୍ଷ୍ମୀ ଶଙ୍ଖୁଆଳ। ସ୍କୁଲରୁ ଫେରି ଗାଧୋଇବା ପାଇଁ ପୋଖରୀକୁ ଯାଇଥିଲେ। କିନ୍ତୁ ସେଠାରେ ପାଣିରେ ବୁଡ଼ି ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଉଦ୍ଧାର କରି ତୁରନ୍ତ କପ୍ତିପଦା ମେଡ଼ିକାଲରେ ଭର୍ତ୍ତି କରାଯାଇଥବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ।

Previous Post

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

Next Post

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.