• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟ୍‍ ରେ ଅୟୋଜିତ ହେବ ୬୧ତମ ଫେମିନା ମିସ୍ ଇଣ୍ଡିଆ ଗ୍ରାଣ୍ଡ ଫିନାଲେ

FNN WEB by FNN WEB
March 10, 2026
in ଓଡ଼ିଶା, ମୁଖ୍ୟ ଖବର
0
କିଟ୍‍ ରେ ଅୟୋଜିତ ହେବ ୬୧ତମ ଫେମିନା ମିସ୍ ଇଣ୍ଡିଆ ଗ୍ରାଣ୍ଡ ଫିନାଲେ
0
SHARES
0
VIEWS

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେବ ୬୧ତମ ଫେମିନା ମିସ୍ ଇଣ୍ଡିଆ ଗ୍ରାଣ୍ଡ ଫିନାଲେ। ଆସନ୍ତା ଏପ୍ରିଲରେ କିଟ୍ କ୍ୟାମ୍ପସରେ ଆୟୋଜିତ ହେବ ଏହି ମେଗା ଇଭେଣ୍ଟ। ଏ ନେଇ ଆଜି ମୁମ୍ବାଇଠାରେ କିଟ୍‍ ବିଶ୍ୱବିଦ୍ୟାଳୟ ଓ ଫେମିନା ମିସ୍ ଇଣ୍ଡିଆ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ପ୍ରଥମ ଥର ପାଇଁ କୌଣସି ବିଶ୍ୱବିଦ୍ୟାଳୟରେ ଏଭଳି ମେଗା ଇଭେଣ୍ଟ ଆୟୋଜନ କରାଯାଉଛି। ଏହା ସହିତ ଦେଶର ପୂର୍ବାଞ୍ଚଳରେ ଏଭଳି କାର୍ଯ୍ୟକ୍ରମ ପ୍ରଥମ ଥର କିଟ୍‍ ରେ ଆୟୋଜନ କରାଯାଉଛି।

କିଟ୍‍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଉପସ୍ଥିତିରେ କିଟ୍ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଶରଣଜିତ ସିଂହ ଓ କିଟ୍ ସ୍କୁଲ ଅଫ୍ ଆର୍କିଟେକଚର ମହାନିର୍ଦ୍ଦେଶକ ପ୍ରଫେସର ଏସ୍ ଏସ୍ ରାୟ ଓ ଟାଇମ୍ ଗ୍ରୁପ ପକ୍ଷରୁ ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରୋହିତ ଗୋପ କୁମାର ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ।

ମୁମ୍ବାଇର ଟାଇମସ ଅଫ୍ ଇଣ୍ଡିଆ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଫେମିନା ମିସ୍ ଇଣ୍ଡିଆ ୨୦୨୫ର କର୍ମକର୍ତ୍ତାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ବୁଝାମଣା ସମୟରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ଫେମିନା ମିସ୍ ଇଣ୍ଡିଆ ପକ୍ଷରୁ ଦୀର୍ଘ ୪ ମାସ ପୂର୍ବରୁ କିଟ୍ ଓ କିସ୍ ପରିଦର୍ଶନ କରି ଏହାର ଭିତ୍ତିଭୂମି ବୁଲି ଦେଖିଥିଲେ। କିଟର ଅତି ସୁନ୍ଦର ଭିତ୍ତିଭୂମି ଦେଖି କିଟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଫେମିନା ମିସ୍ ଇଣ୍ଡିଆ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିଲେ। ଏହି ଅବସରରେ ସୂଚନା ଦେଇ ଶ୍ରୀ ସାମନ୍ତ କହିଲେ ଏହା ଏକ ମର୍ଯ୍ୟାଦାଜନକ କାର୍ଯ୍ୟକ୍ରମ ହୋଇଥିବାରୁ ଏହା କିଟ୍‌, କିସ୍ ଓ ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ। ଏଥିପାଇଁ ଶ୍ରୀ ସାମନ୍ତ ଟାଇମସ ଗ୍ରୁପର ପରିଚାଳନା ନିର୍ଦ୍ଦେଶକ ବିନୀତ ଜୈନ, ସିଇଓ ରୋହିତ ଗୋପକୁମାର ଓ ଫେମିନା ମିସ୍ ଇଣ୍ଡିଆ ଦଳକୁ ଧନ୍ୟବାଦ ଜଣାଇଥିଲେ।

Previous Post

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ-2026

Next Post

ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

FNN WEB

FNN WEB

Next Post
ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

March 10, 2026
ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

March 10, 2026
ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

March 10, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

March 10, 2026
ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.