• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

FNN WEB by FNN WEB
March 10, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ
0
SHARES
0
VIEWS

ଭୁବନେଶ୍ୱର: ରାଜ୍ୟରେ ରନ୍ଧନ ଗ୍ୟାସ (ଏଲପିଜି) ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଜି ଏକ ବୈଠକରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଙ୍କ ସମେତ ଜାଳେଣି ଗ୍ୟାସ(ଏଲପିଜି) ଓ ଇନ୍ଧନ ତୈଳ ମାର୍କେଟିଂ କରୁଥିବା ଆଓସିଏଲ୍‌, ଏଚ୍‌ପିସିଏଲ ଓ ବିପିସିଏଲ ଆଦି କମ୍ପାନିର କର୍ତ୍ତୃପକ୍ଷମାନେ ଉପସ୍ଥିତ ଥିଲେ।

ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ(ଏଲପିଜି) ଉପଲବ୍ଧ ରହିଛି ଏବଂ ଜନସାଧାରଣଙ୍କୁ ଏଥି ନେଇ ବିଶେଷ ଚିନ୍ତିତ ନ ହେବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ବୈଠକରେ ତୈଳ ବିଶୋଧନାଗାର/ ଡିପୋରୁ ଏଲପିଜି ବିତରକ ଓ ରିଟେଲ ଆଉଟ୍‌ଲେଟ୍‌କୁ ବିତରଣ ପ୍ରକ୍ରିୟା ଓ ଯୋଗାଣ ଶୃଙ୍ଖଳ ବ୍ୟବସ୍ଥା ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ଖାଉଟିମାନଙ୍କୁ ରନ୍ଧନ ଗ୍ୟାସ, ପେଟ୍ରୋଲ ଓ ଡିଜେଲ ଯୋଗାଣ ନେଇ ସମସ୍ୟା ନ ଥିବା ସଂପର୍କରେ ତୈଳ କମ୍ପାନି କର୍ତ୍ତୃପକ୍ଷମାନଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା। ସେହିପରି ଶିକ୍ଷାନୁଷ୍ଠାନ ଓ ଡାକ୍ତରଖାନାଗୁଡ଼ିକ ପାଇଁ ମଧ୍ୟ ରନ୍ଧନ ଗ୍ୟାସ ଯୋଗାଣରେ ସମସ୍ୟା ନାହିଁ। ମୁଖ୍ୟ ଶାସନ ସଚିବ ସୁବିଧାରେ ରନ୍ଧନ ଗ୍ୟାସ ଓ ଇନ୍ଧନ ତୈଳ ଉପଲବ୍ଧ ହେବା ନେଇ ଯୋଗାଣ ଶୃଙ୍ଖଳ ସନ୍ତୁଳନ ବଜାୟ ରଖିବାକୁ ତୈଳ କମ୍ପାନି କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ରନ୍ଧନ ଗ୍ୟାସ ଓ ପେଟ୍ରୋଲ, ଡିଜେଲ ଆଦିର ଉପଲବ୍ଧତା ନେଇ ନିୟମିତ ଭାବେ ବିଭିନ୍ନ ମାଧ୍ୟମରେ ଆବଶ୍ୟକୀୟ ସୂଚନା ଜାରି ରଖିବାକୁ ଉଭୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଓ ତୈଳ କମ୍ପାନି କର୍ତ୍ତୃପକ୍ଷଙ୍କୁ ସଚେତନତା ସୃଷ୍ଟି ପାଇଁ ପଦକ୍ଷେପ ନେବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ରନ୍ଧନ ଗ୍ୟାସ ଓ ଇନ୍ଧନ ତୈଳ ଉପଲବ୍‌ଧତା ନେଇ ତୈଳ କମ୍ପାନି କର୍ତ୍ତୃପକ୍ଷମାନେ କେନ୍ଦ୍ର ସରକାରଙ୍କୁ ଯେଉଁ ବିବରଣୀ ପ୍ରଦାନ କରୁଛନ୍ତି, ତାହାର ଏକ ରିପୋର୍ଟ ମଧ୍ୟ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ଦୈନିକ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Previous Post

କିଟ୍‍ ରେ ଅୟୋଜିତ ହେବ ୬୧ତମ ଫେମିନା ମିସ୍ ଇଣ୍ଡିଆ ଗ୍ରାଣ୍ଡ ଫିନାଲେ

Next Post

ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

FNN WEB

FNN WEB

Next Post
ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

March 10, 2026
ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

March 10, 2026
ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

March 10, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

March 10, 2026
ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.