• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

FNN WEB by FNN WEB
March 10, 2026
in ଓଡ଼ିଶା, ମୁଖ୍ୟ ଖବର
0
ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
0
SHARES
0
VIEWS

କଟକ : ଭାରତୀୟ ଷ୍ଟେଟ୍ ବ୍ୟାଙ୍କ, ଆଞ୍ଚଳିକ କାର୍ଯ୍ୟାଳୟ, କଟକ ତରଫରୁ ସ୍ଥାନୀୟ ଏକ ହୋଟେଲରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଏସ୍‌ବିଆଇ ଭୁବନେଶ୍ଵର ମଣ୍ଡଳର ମହାପ୍ରବନ୍ଧକ ଡଃ. ବନ୍ଦନା ଅଗ୍ରୱାଲ ମୁଖ୍ୟ ଅତିଥି ଏବଂ ଡିଜିଏମ୍ ପ୍ରଶାନ୍ତ କୁମାର ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ମହିଳାମାନେ ଭାଗ ନେଇଥିଲେ ଏବଂ ମହିଳାମାନେ ସ୍ଵାବଲମ୍ବୀ ଏବଂ ସଶକ୍ତ ହେବା ପାଇଁ ଏସ୍‌ବିଆଇ ଦ୍ବାରା ଯୋଗାଯାଉଥିବା ବିଭିନ୍ନ ସେବା ବିଷୟରେ ଆଲୋକପାତ କରାଯାଇଥିଲା । ଏସ୍‌ସିବି ମେଡ଼ିକାଲ କଲେଜର ଡିନ୍ ତଥା ଅଧ୍ଯକ୍ଷା ଡ. ଲୁସି ଦାସ ଏବଂ ବିଶିଷ୍ଟ ସମାଜସେବୀ କବିତା ମହାପାତ୍ର ସେମାନଙ୍କର ଦୀର୍ଘ ଦିନର ଅନୁଭୂତି ବାଣ୍ଟିଥିବା ସହ ମହିଳାମାନଙ୍କର ଉନ୍ନତିକରଣ ବିଷୟରେ ବର୍ଣ୍ଣନା କରିଥିଲେ । ଏସ୍‌ବିଆଇ କଟକର ଆଞ୍ଚଳିକ ପରିଚାଳକ ଚୌଧୁରୀ ଅଶ୍ମିନ ଅନୁପମ ପ୍ରହରାଜ ମୁଖ୍ୟ ବକ୍ତା ଭାବେ ବ୍ୟାଙ୍କର ବିଭିନ୍ନ ମହିଳା ଉପଯୋଗୀ ଋଣ ଯୋଜନା ସମ୍ବନ୍ଧରେରେ ଆଲୋଚନା କରିଥିଲେ । ଉପସ୍ଥିତ ଥିବା ଅନେକ ମହିଳା ଉଦ୍ୟୋଗୀ ଭାରତୀୟ ଷ୍ଟେଟବ୍ୟାଙ୍କ ଦ୍ବାରା ପାଇଥିବା ବିଭିନ୍ନ ସୁବିଧା ସୁଯୋଗର ପ୍ରଶଂସା କରିଥିଲେ।

Previous Post

ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

Next Post

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

March 10, 2026
ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

ବିଜେଡ଼ି ଛାଡିଲେ ରବୀନ୍ଦ୍ର ଜେନା

March 10, 2026
ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ: ମୁଖ୍ୟ ଶାସନ ସଚିବ

March 10, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୋଷୀ ସାବ୍ୟସ୍ତ ହାର ୮୭.୬% ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

March 10, 2026
ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଏସ୍‌ବିଆଇ କଟକ ଆଞ୍ଚଳିକ କାର୍ଯ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.