• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରଶାସନିକ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ଉପଯୋଗ ଶୀର୍ଷକ କର୍ମଶାଳା

FNN WEB by FNN WEB
March 12, 2026
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରଶାସନିକ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ଉପଯୋଗ ଶୀର୍ଷକ କର୍ମଶାଳା
0
SHARES
7
VIEWS

ପାରଳାଖେମୁଣ୍ଡି : ପ୍ରଶାସନିକ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ସରଳ ବ୍ୟବହାର କରି ଗଜପତି ଜିଲ୍ଲାର ଜନସାଧାରଣଙ୍କୁ କିପରି ଉନ୍ନତମାନର ସେବା ଯୋଗାଇ ଦିଆଯିବ ସେ ନେଇ ଏକ ଦିନିକିଆ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ଏହି କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ମୁନୀନ୍ଦ୍ର ହୋନନାଗା ମୂଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଅଂଶୁମାନ ମହାପାତ୍ର ଓ ଡେପୁଟି କଲେକ୍ଟର ବିନାୟକ ରାଉଳ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଓକାକ୍ ସୌଜନ୍ୟରୁ ଓକେସିଏଲ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ ଓକେସିଏଲ ର ଗଜପତି ଜିଲ୍ଲା ମୂଖ୍ୟ ଶ୍ରୀକାନ୍ତ ମହାନ୍ତି ସଂଯୋଜନା କରିଥିବା ବେଳେ ଶୁଭମ୍ ଚୌଧୁରୀ ରିସୋର୍ସ ପର୍ସନ ଭାବେ ଯୋଗଦେଇ ପ୍ରଶାସନିକ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ସରଳ ବ୍ୟବହାର ପାଇଁ ବିଭିନ୍ନ ଉପକରଣ (ଟୁଲ୍) ଗୁଡିକ ସମ୍ପର୍କରେ ବିଶଦ ଭାବରେ ଉପସ୍ଥାପନ କରିଥିଲେ। ବର୍ତ୍ତମାନର ଡିଜିଟାଲ ଯୁଗରେ ବିଭିନ୍ନ ଅଗ୍ରଗାମୀ ଜିଲ୍ଲାର ଜନସାଧାରଣ ଯେପରି ବିଭିନ୍ନ କ୍ଷେତ୍ରରେ ଅତ୍ୟାଧୁନିକ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାର କରୁଛନ୍ତି ସେହିପରି ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲ୍ଲାର ପ୍ରଶାସନିକ ଅଧିକାରୀମାନେ ପ୍ରଶାସନିକ କ୍ଷେତ୍ରରେ ଅତ୍ୟାଧୁନିକ କୃତ୍ରିମ ବୁଦ୍ଧିମତାର କିପରି ବିଭିନ୍ନ ଭୂମିକାରେ ବ୍ୟବହାର କରିବାକୁ ଉଦ୍ୟମୀ ହେବେ ସେଥିପାଇଁ ଏହି କର୍ମଶାଳାର ଆୟୋଜନ ହୋଇଥିଲା। ଜିଲ୍ଲାର ବିଭିନ୍ନ ବିଭାଗର ବଛା ବଛା ୩୪ ଜଣ ଅଧିକାରୀ ଏହି କର୍ମଶାଳାରେ ଅଂଶଗ୍ରହଣ କରିବା ସହ ଏଭଳି ସରକାରୀ ପଦକ୍ଷେପକୁ ଭୂୟସୀ ପ୍ରଶଂସା କରିଛନ୍ତି। ଏଭଳି କର୍ମଶାଳାରେ ଜିଲ୍ଲାର ସମସ୍ତ ପଦାଧିକାରୀ ଓ କର୍ମଚାରୀଙ୍କୁ ଅନ୍ତର୍ଭୁକ୍ତ କରାଗଲେ ଜିଲ୍ଲାର ମଙ୍ଗଳ ସାଧିତ ହେବ ବୋଲି ମତପ୍ରକାଶ ପାଇଛି।

Previous Post

ଡବଲ୍‌ ଇଞ୍ଜିନ ସରକାରଙ୍କ ଆର୍ଥିକ କୁପରିଚାଳନାକୁ ନେଇ ଚିନ୍ତିତ: ନବୀନ

Next Post

ଗଜପତି ଜିଲ୍ଲା ଓ ଜେୟୁର କର୍ମକର୍ତ୍ତା ଚୟନ

FNN WEB

FNN WEB

Next Post
ଗଜପତି ଜିଲ୍ଲା ଓ ଜେୟୁର କର୍ମକର୍ତ୍ତା ଚୟନ

ଗଜପତି ଜିଲ୍ଲା ଓ ଜେୟୁର କର୍ମକର୍ତ୍ତା ଚୟନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.