• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଘୋଡ଼ା ବେପାରରେ ରହି କ୍ରସ୍‌ ଭୋଟିଂ କରିଥିବା ବିଧାୟକ ବିଜୁ ଲିଗାସୀ କଥା କହିବା ହାସ୍ୟାସ୍ପଦ: ବିଜେଡି

FNN WEB by FNN WEB
March 17, 2026
in ଓଡ଼ିଶା, ମୁଖ୍ୟ ଖବର
0
ଘୋଡ଼ା ବେପାରରେ ରହି କ୍ରସ୍‌ ଭୋଟିଂ କରିଥିବା ବିଧାୟକ ବିଜୁ ଲିଗାସୀ କଥା କହିବା ହାସ୍ୟାସ୍ପଦ: ବିଜେଡି
0
SHARES
3
VIEWS

ଭୁବନେଶ୍ୱର: ‘କିଣା ଘୋଡା କେତେଦିନ ଦୌଡ଼ି ପାରିବ । କିଣା ଘୋଡାକୁ ସବୁଦିନ ଦାନା ଦେଇପାରିବ ତ ? ଘୋଡ଼ା ବେପାରରେ ରହି କିଛି ବିଜେଡି ବିଧାୟକ ବିଜୁ ଲିଗାସୀ କଥା କହିବା ହାସ୍ୟାସ୍ପଦ । ଲଜ୍ଜା ନିବାରଣ କରିବାକୁ ବିଜୁ ଲିଗାସୀ କଥା କହୁଛନ୍ତି କିଛି ବିଜେଡି ବିଧାୟକ । ସେମାନେ ମୋଟା ଅଙ୍କର ଟଙ୍କା ନେଇ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ କରିଛି ବିଜେଡି ।’ ରାଜ୍ୟସଭା ନିର୍ବାଚନରେ ହୋଇଥିବା କ୍ରସ୍‌ ଭୋଟିଂକୁ ନେଇ ପ୍ରେସ୍‌ମିଟ୍‌ କରି ବିଜେଡି ବର୍ଷୀଛି । କାଲି ଏକ ସ୍ମରଣୀୟ ଦିବସ ନୁହେଁ କଳା ଦିବସ ଥିଲା ବୋଲି କହିଛି ବିଜେଡି ।

ରାଜ୍ୟସଭା ନିର୍ବାଚନରେ ଘୋଡ଼ା ବେପାରକୁ ନେଇ ସାରା ଓଡ଼ିଶାବାସୀ ବ୍ୟଥିତ ହୋଇଛନ୍ତି । ପ୍ରେସମିଟ କରି ବିଜେଡି କହିଛି, ବିଜୁ ପ୍ରେମୀ ନିଜ ନିର୍ବାଚନ ମଣ୍ଡଳୀରେ ବିକ୍ରି ହୋଇଥିବା ବିଧାୟକଙ୍କୁ ବିରୋଧ କରିବା ଦରକାର । ଦେବୀ ତ୍ରିପାଠୀଙ୍କ ବାପା ପ୍ରଭାତ ତ୍ରିପାଠୀ ୧୯୯୬ରେ କଂଗ୍ରେସର ଜୟନ୍ତୀ ପଟ୍ଟନାୟକଙ୍କ ପାଇଁ କ୍ରସ ଭୋଟିଙ୍ଗ କରି ଦଳରୁ ବିଦା ହୋଇଥିଲେ । କ୍ରସ ଭୋଟର ଟ୍ରେଣ୍ଡ ତାଙ୍କ ବାପା ଆରମ୍ଭ କରିଥିଲେ । ପୁଅ ଅନୁସରଣ କଲେ । ସବୁ ଦଳକୁ ବ୍ୟବହାର କରି ବି 23-23 ଭୋଟ ପଡିଲା । ବିକ୍ରି ହୋଇଥିବା ବିଧାୟକଙ୍କୁ ବିଜେଡି ନିନ୍ଦା କରୁଛି ।

୮୦ ବର୍ଷ ବୟସରେ ଗତକାଲି ନବୀନ ପଟ୍ଟନାୟକ ନେତୃତ୍ୱ ନେଇଛନ୍ତି । ଯେଉଁମାନେ ତାଙ୍କୁ ଧୋକା ଦେଲେ ଭଗବାନ ସେମାନଙ୍କୁ କ୍ଷମା ଦେବେନି । ନବୀନ ପଟ୍ଟନାୟକଙ୍କ ଅଭିଶାପ ସେମାନଙ୍କ ଉପରେ ପଡିବ ବୋଲି କହିଛି ବିଜେଡି । ୨୦୨୬ ଜାନୁଆରୀ ୧୫ ରେ ସନା ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ନବୀନ ପଟ୍ଟନାୟକ ବିଜେଡିରୁ ନିଲମ୍ବନ କରିଥିଲେ । ସମସ୍ତେ କାରଣ ପଚାରୁଥିଲେ । ଯାହାର ଉତ୍ତର ଗତକାଲି ବିଜୟ ମହାପାତ୍ର କହିଲେ । ୬ ମାସରୁ ଏହି ବ୍ଲୁ ପ୍ରିଣ୍ଟ ହେଉଥିବା ସେ କହିଛନ୍ତି । ନବୀନ ନିଲମ୍ବନ କରି ଠିକ କରିଛନ୍ତି ବୋଲି ବିଜେଡି କହିଛି । ଘୋଡା ହୋଇଛନ୍ତି ବିଧାୟକ, ନିର୍ବାଚନମଣ୍ଡଳିରେ ଉଚିତ ଜବାବ ମିଳିବ । ରେଙ୍ଗାଲି ବିଧାୟକଙ୍କୁ ୧୫ କୋଟି ଯଚା ଯିବା ସହ ପରିବାର ପ୍ରତି ଭୟ କରାଯାଇଥିଲା । ହେଲେ ତାଙ୍କୁ ସାଧୁବାଦ ସେ ଆସି ନବୀନଙ୍କ ନିର୍ଦ୍ଦେଶରେ ଭୋଟ ଦେଲେ । ନବୀନ ପଟ୍ଟନାୟକ ଉଦାର. ଯିଏ ତାଙ୍କୁ ଗାଡିକୁ ଟେକା ପକାଇଥିଲେ, ତାଙ୍କୁ ଆଣି ବିଧାୟକ, ପୁଅକୁ ବିଧାୟକ ଓ ପତ୍ନୀଙ୍କୁ ଜିଲ୍ଲା ପରିଷଦ କରାଇଥିଲେ. କଣ ସବୁ ଭୁଲି ଗଲେ ବୋଲି ବିଜେଡି ପ୍ରଶ୍ନ କରିଛି । ମେଡିକାଲରେ ଲୋକ ପୋଡି ପାଉଁଶ ହେଲେ. ପାରାଦ୍ୱୀପରେ ବିଜେପି ବିଧାୟକ ମୌଜ କରୁଥିଲେ । ଲୁଟିକି ଓଡ଼ିଶା ଶାସନ ଚଳିବ ନାହିଁ ବୋଲି ବିଜେଡି କଟାକ୍ଷ କରିଛି ।

Previous Post

ବିଧାନସଭାରେ ଏସସିବି ନିଆଁ ତାତି: ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ

Next Post

କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

FNN WEB

FNN WEB

Next Post
କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

March 17, 2026
ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 17, 2026
କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

March 17, 2026
ଘୋଡ଼ା ବେପାରରେ ରହି କ୍ରସ୍‌ ଭୋଟିଂ କରିଥିବା ବିଧାୟକ ବିଜୁ ଲିଗାସୀ କଥା କହିବା ହାସ୍ୟାସ୍ପଦ: ବିଜେଡି

ଘୋଡ଼ା ବେପାରରେ ରହି କ୍ରସ୍‌ ଭୋଟିଂ କରିଥିବା ବିଧାୟକ ବିଜୁ ଲିଗାସୀ କଥା କହିବା ହାସ୍ୟାସ୍ପଦ: ବିଜେଡି

March 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

March 17, 2026
ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.