• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

FNN WEB by FNN WEB
March 17, 2026
in ଓଡ଼ିଶା, ମୁଖ୍ୟ ଖବର
0
ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ
0
SHARES
1
VIEWS

ଓଡ଼ିଶା-ଅଷ୍ଟ୍ରେଲିଆ ମଧ୍ୟରେ ବଢ଼ିବ ସହଯୋଗ
ଭୁବନେଶ୍ୱର : ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର କରିଛନ୍ତି କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ ବର୍ଣ୍ଣାଡ ଲିଞ୍ଚ । ମାନ୍ୟବର ମନ୍ତ୍ରୀ ଶ୍ରୀ ସ୍ବାଇଁଙ୍କ ଆବାସିକ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଶିଳ୍ପ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ବିଭିନ୍ନ ଦିଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି।

ପାରାଦୀପ ବନ୍ଦର କାର୍ଗୋ ପରିବହନ କ୍ଷେତ୍ରରେ ଦେଶର ଶୀର୍ଷ ସ୍ଥାନ ଅଧିକାର କରି ଏକ ପ୍ରମୁଖ କେନ୍ଦ୍ର ଭାବେ ଉଭା ହୋଇଛି, ଏନେଇ ଅଷ୍ଟ୍ରେଲିଆର କନସୁଲ ଜେନେରାଲ ପ୍ରଶଂସା କରିଛନ୍ତି। ଆଗକୁ ଓଡ଼ିଶା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ଦିଗରେ ସହଭାଗିତା ନେଇ ବୈଠକରେ ଆଲୋଚନା ହୋଇଛି। ଶିଳ୍ପ କ୍ଷେତ୍ରରେ ଅଧିକ ନିବେଶ ଏବଂ ଯୁବପିଢ଼ିଙ୍କ ପାଇଁ ଅତ୍ୟାଧୁନିକ ବୈଷୟିକ ଶିକ୍ଷାର ସୁଯୋଗ ସୃଷ୍ଟି କରିବା ନେଇ ଉଭୟ ପକ୍ଷ ମଧ୍ୟରେ ଚର୍ଚ୍ଚା ହୋଇଥିଲା।

ବିଗତ ଦୁଇ ବର୍ଷ ମଧ୍ୟରେ ଓଡ଼ିଶା ସରକାର ଅନେକ ଜନକଲ୍ୟାଣକାରୀ ପଦକ୍ଷେପ ନେଇଛନ୍ତି। ବିଶେଷ କରି ଶିଳ୍ପ ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ନିଆଯାଇଥିବା ପଦକ୍ଷେପ ଏବଂ ସଫଳତାକୁ ଅଷ୍ଟ୍ରେଲିଆର କନସୁଲ ଜେନେରାଲ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ ଏହି କ୍ଷେତ୍ରରେ ଓଡିଶା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସହଯୋଗ ଆହୁରି ସୁଦୃଢ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ରାଜ୍ୟର ଅର୍ଥନୀତିକୁ ସୁଦୃଢ଼ କରିବା ସହ ଦକ୍ଷ ମାନବ ସମ୍ବଳ ପ୍ରସ୍ତୁତ କରିବା ଦିଗରେ ଏହି ସହଭାଗିତା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ।

Previous Post

କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

Next Post

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

March 17, 2026
ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 17, 2026
କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

କଂଗ୍ରେସରୁ ବିଧାୟକ ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋସ ନିଲମ୍ବିତ

March 17, 2026
ଘୋଡ଼ା ବେପାରରେ ରହି କ୍ରସ୍‌ ଭୋଟିଂ କରିଥିବା ବିଧାୟକ ବିଜୁ ଲିଗାସୀ କଥା କହିବା ହାସ୍ୟାସ୍ପଦ: ବିଜେଡି

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ

March 17, 2026
ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.