• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଶ୍ଵ ଦରବାରରେ ଓଡ଼ିଆ ବ୍ୟଞ୍ଜନ ପଖାଳର ଚାହିଦା ସର୍ବଦା ଅବିସ୍ମରଣୀୟ

FNN WEB by FNN WEB
March 24, 2026
in ଓଡ଼ିଶା, ମୁଖ୍ୟ ଖବର
0
ବିଶ୍ଵ ଦରବାରରେ ଓଡ଼ିଆ ବ୍ୟଞ୍ଜନ ପଖାଳର ଚାହିଦା ସର୍ବଦା ଅବିସ୍ମରଣୀୟ
0
SHARES
12
VIEWS

ପାରଳାଖେମୁଣ୍ଡି : ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ସ୍ଥାନୀୟ ୟୁଟେକ କମ୍ପ୍ୟୁଟର ଏଜୁକେସନ ସେଣ୍ଟରଠାରେ ପଖାଳ ଦିବସ ଧୁମଧାମରେ ପାଳିତ ହୋଇଯାଇଅଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଖଣି ଅଧିକାରୀ ଦିପେନ୍ ପରିଡ଼ା, ବିଶିଷ୍ଟ ଅତିଥି ଭାବେ ଗଜପତି ଜିଲ୍ଲା ନ୍ୟାୟାଳୟର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର, ମୁଖବକ୍ତା ଭାବେ ବିନୋଦିନୀ କନିଷ୍ଠ ମାଧ୍ୟମିକ ବିଜ୍ଞାନ ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ସେବା ନିବୃତ ଜିଲ୍ଲା ସଂସ୍କୃତି ଅଧିକାରୀ ରାମଚ଼ନ୍ଦ୍ର ପାଢୀ, ଓ ଦିନେଶ ମହାରଣା ପ୍ରମୁଖ ଯୋଗ ଦେଇ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳର ମହାତ୍ମ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ସେହିପରି ଅନୁଷ୍ଠାନର ସଭାପତି ଲୋକନାଥ ମିଶ୍ର ଏବଂ କାର୍ଯ୍ୟକ୍ରମର ସଂଯୋଜକ ଭାବେ ପ୍ରଗତିର ଉପଦେଷ୍ଟା ତଥା ପ୍ରାକ୍ତନ ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ ବିଚିତ୍ରାନନ୍ଦ ବେବର୍ତ୍ତା ଯୋଗ ଦେଇ ପଖାଳର ବହୁମୁଖୀ ତାତ୍ତ୍ଵିକ ଗୁଣର ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ, ସଭାର ପ୍ରାରମ୍ଭରେ ସ୍ନେହା ବେହେରା ଅତିଥିମାନଙ୍କୁ ସ୍ୱାଗତ କରିବା ସହ ସେମାନଙ୍କ ପରିଚୟ ବିସ୍ତୃତରେ ରଖିଥିଲେ ତଥା ସମ୍ପାଦିକା ତନୁଜା ଶତପଥୀ କାର୍ଯ୍ୟକ୍ରମର ପ୍ରାକ୍ ସୂଚ଼ନା ଦେଇଥିଲେ। ପରେ ଏହି କାର୍ଯ୍ୟକ୍ରମର ପୂର୍ବରୁ ହୋଇଥିବା ପ୍ରତିଯୋଗିତାକୁ ନେଇ ବିଜେତାମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ସର୍ବଶେଷରେ ମୁରଲୀଧର ପରିଛା ଧନ୍ୟବାଦ ଅର୍ପଣ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଇତିଶ୍ରୀ ମହାପାତ୍ର, ପ୍ରଜ୍ଞାସା ମହାପାତ୍ର, ଶୁଭଶ୍ରୀ ଭୁକ୍ତା, ଡାକ୍ତର ମୁର୍ମୁ,ଭାଗବତ ପାଢ଼ୀ, ପ୍ରଦୀପ ଜେନ୍ନା, ଚ଼ଣ୍ଡି ପ୍ରସନ୍ନ ନାୟକ, ମାନସୀ ପଣ୍ଡା, ପ୍ରଫୁଲ୍ଲା ବେବର୍ତ୍ତା, ରାଜେଶ୍ୱରୀ ସ୍ୱାଇଁ ପ୍ରିୟା ପ୍ରଧାନ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l

Previous Post

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

Next Post

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ

FNN WEB

FNN WEB

Next Post
ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.