• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ

FNN WEB by FNN WEB
March 26, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ
0
SHARES
0
VIEWS

ଆସିଲା ନୂଆ ଅବକାରୀ ନୀତି

ଶ୍ରୀମନ୍ଦିର ନିକଟରେ ମଦ ଦୋକାନ ଓ ବିକ୍ରି ମନା

ଭୁବନେଶ୍ୱର: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯ । ଗୃହରେ ନୂଆ ଅବକାରୀ ନୀତି ଉପସ୍ଥାପନ କରିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର । ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧ ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି । ନୂଆ ଅବକାରୀ ନୀତି ଅନୁଯାୟୀ ରାଜ୍ୟରେ ଆଉ ନୂତନ ଠିପି ଖୋଲା ଓ ଠିପି ବନ୍ଦ ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହଁ । ଗ୍ରାମୀଣ ଅଞ୍ଚଳରେ ମଧ୍ୟ ନୂତନ ମଦ ଦୋକାନ ଖୋଲିବା ନିମନ୍ତେ ଅନୁମୋଦନ ଦିଆଯିବ ନାହିଁ । କେବଳ ଶିଳ୍ପାଞ୍ଚଳର ୩-ତାରକା ଓ ତାହା ଠାରୁ ଉପର ହୋଟେଲ୍‌ ଓ କ୍ଲବ୍‌ରେ ଛାଡ଼ ରହିବ। ଧାର୍ମିକ ଓ ସାଂସ୍କୃତିକ ଭାବନାକୁ ସମ୍ମାନ ଦେଇ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବ ନାହିଁ । ଏହା ସହିତ ଘରକୁ ମଦ ପହ‌ଞ୍ଚାଇବାକୁ ମଧ୍ୟ ଅନୁମତି ଦିଆଯିବ ନାହିଁ।

CCTV ନିରୀକ୍ଷଣରେ ରହିବ ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ। ନୂଆ ଅବକାରୀ ଲାଇସେନ୍ସ ପାଇଁ ୧୦ ପ୍ରତିଶତ ବଢିଛି ଆବେଦନ ଶୁଳ୍କ। ଏଣିକି ହୋମ୍ ଡେଲିଭରିରେ ମିଳିବନି ମଦ। ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଲାଇସେନ୍ସ ଶୁଳ୍କ ବାର୍ଷିକ ୧୦ ରୁ ୨୦ ପ୍ରତିଶତ ବୃଦ୍ଧି ପାଇବ। IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି। ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର କରାଯାଇଛି।

Out-Still (OS) ଉତ୍ପାଦନ ୟୁନିଟ୍ ଗୁଡ଼ିକୁ ଆଧୁନିକୀକରଣ, ଉନ୍ନ‌ତ ପ୍ୟାକେଜିଂ ଏବଂ ଗୁଣବତ୍ତା ନିୟନ୍ତ୍ରଣ ଯନ୍ତ୍ରପାତି ସ୍ଥାପନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । FSSAI ସାର୍ଟିଫିକେସନ୍ ଓ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପାଳନ ଅନିବାର୍ଯ୍ୟ କରାଯିବ । ନିର୍ଦ୍ଧାରିତ ସମୟ ସୀମାରେ ଆଧୁନିକୀକରଣ ସମ୍ପୂର୍ଣ୍ଣ କରୁଥିବା ୟୁନିଟ୍ ମାନଙ୍କୁ ପ୍ରୋତ୍ସାହନ ମଧ୍ୟ ଦିଆଯିବ। ସରକାର ENA ଗତିବିଧି ନିରୀକ୍ଷଣ ଓ ଉତ୍ପାଦନରୁ ବିକ୍ରୟ ପର୍ଯ୍ୟନ୍ତ ପ୍ରତ୍ୟେକ ବୋତଲକୁ ଟ୍ରାକ୍ କରିବା ପାଇଁ Track & Trace ପ୍ରଣାଳୀ ପ୍ରବର୍ତନ କରିବାକୁ ସିଦ୍ଧାନ୍ତ ନେଇଛନ୍ତି । ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ ଗୁଡ଼ିକୁ CCTV ନିରୀକ୍ଷଣ ଅଧୀନରେ ଆଣାଯିବ ଏବଂ ଏହାକୁ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟ ଓ ସମ୍ପର୍କିତ ଜିଲ୍ଲା କାର୍ଯ୍ୟାଳୟ ସହ ସଂଯୋଜିତ କରାଯିବ । ଏହା ସହିତ ରାଜ୍ୟର ଅବକାରୀ ରାସାୟନିକ ପରୀକ୍ଷାଗାର ଗୁଡ଼ିକୁ ଆଧୁନିକ ପ୍ରଯୁକ୍ତି ଓ ପ୍ରଶିକ୍ଷିତ ମାନବ ସମ୍ବଳ ମାଧ୍ୟମରେ ସୁଦୃଢ଼ ଓ ଉନ୍ନ‌ତ କରାଯିବ।

Previous Post

ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

Next Post

ବଢ଼ିବନି ବିଧାୟକଙ୍କ ଦରମା, ବିଧାନସଭାରେ ବିଲ୍ ପ୍ରତ୍ୟାହାର କରିବାକୁ ନୋଟିସ

FNN WEB

FNN WEB

Next Post
୧୩ରୁ ବିଧାନସଭାର ଅଧିବେଶନ, ୧୭ରେ ବଜେଟ୍‌

ବଢ଼ିବନି ବିଧାୟକଙ୍କ ଦରମା, ବିଧାନସଭାରେ ବିଲ୍ ପ୍ରତ୍ୟାହାର କରିବାକୁ ନୋଟିସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.